ସଞ୍ଜୀବ ଏକ୍ସଟ୍ରାତେଜର ବ୍ରାଣ୍ଡ୍‌ ଆମ୍ବାସାଡାର

ଭୁବନେଶ୍ୱର,୨୮।୮: ଦେଶର ଜଣାଶୁଣା ସେଲିବ୍ରିଟି ତଥା ସେଫ ସଞ୍ଜୀବ କପୁର ଇଣ୍ଡେନ ଏକ୍ସଟ୍ରାତେଜ ଏଲ୍‌ପିଜି ବ୍ରାଣ୍ଡ୍‌ର ବ୍ରାଣ୍ଡ୍‌ ଆମ୍ବାସାଡାର ନିଯୁକ୍ତ ହୋଇଥିବା ସମ୍ପର୍କରେ ଭାରତୀୟ ତୈଳ ନିଗମ ପକ୍ଷରୁ ଘୋଷଣା କରାଯାଇଛି। ବିଶେଷ କରି ସଞ୍ଜୀବ ଓ ଏକ୍ସଟ୍ରାତେଜ ମଧ୍ୟରେ ଏକ ସହଭାଗିତା ହୋଇଥିବବେଳେ ବ୍ରାଣ୍ଡ୍‌ର ପ୍ରଚାର-ପ୍ରସାର ସହିତ ଏକ୍ସଟ୍ରାତେଜର ଗୁଣବତ୍ତା ଏବଂ ବ୍ୟବହାର ସମ୍ପର୍କରେ ଖାଉଟିଙ୍କୁ ଅବଗତ କରାଇବେ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।

ଏପରିକି ବେଙ୍ଗାଲୁରୁଠାରେ ଆୟୋଜିତ ଇଣ୍ଡେନ ଏକ୍ସଟ୍ରାତେଜ ହୋଟେଲିୟର ହାରମୋନି ମିଟ୍‌ ଅବସରରେ ଇଣ୍ଡିଆନ ଅଏଲ ପକ୍ଷରୁ ଏ ନେଇ ବିସ୍ତୃତ ଭାବେ ଘୋଷଣା କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଇଣ୍ଡିଆନ ଅଏଲର ନିର୍ଦ୍ଦେଶକ (ମାର୍କେଟିଂ) ଭି.ସତୀଶ କୁମାର ଇଣ୍ଡେନ ଏକ୍ସଟ୍ରାତେଜ ଏଲପିଜି ବ୍ରାଣ୍ଡ୍‌ର ବ୍ରାଣ୍ଡ୍‌-ନ୍ୟୁ ଭିଡିଓ କର୍ମସିଆଲକୁ ସଞ୍ଜୀବ କୁମାରଙ୍କ ଉପସ୍ଥିିତିରେ ଉନ୍ମୋଚନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଇଣ୍ଡିଆନ ଅଏଲର ଇଡି (ଏଲ୍‌ପିଜି)-ଏଚ୍‌ଓ ଏବଂ ଇଣ୍ଡିଆନ ଅଏଲର ଇଡି ତଥା କର୍ନାଟକ ରାଜ୍ୟ ମୁଖ୍ୟ ପି.ଗୁରୁ ପ୍ରସାଦ ଓ ଇଣ୍ଡିଆନ ଅଏଲର ଇଡି ( ସିସି ଆଣ୍ଡ ବି) ଏଚ୍‌ଓ ସନ୍ଦୀପ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri