Posted inଜାତୀୟ

ସୁପ୍ରମକୋର୍ଟ ପହଞ୍ଚିଲେ ଉତ୍ତର ପ୍ରଦେଶରେ ମୃତ ଗାଙ୍ଗଷ୍ଟର ସଞ୍ଜିବ ଜିଭାଙ୍କ ପତ୍ନୀ, ନିଜ ପାଇଁ ମାଗିଲେ ସୁରକ୍ଷା

ଲକ୍ଷ୍ନୌ,୮।୬: ଲକ୍ଷ୍ନୌ କୋର୍ଟ ପରିସରରେ ବୁଧବାର ମୃତ୍ୟୁ ହୋଇଥିବା ଗ୍ୟାଙ୍ଗଷ୍ଟର ସଞ୍ଜିବ ଜିଭାଙ୍କ ପତ୍ନୀ ପାୟଲ ମାହେଶ୍ୱରୀ ସୁପ୍ରିମକୋର୍ଟ ପହଞ୍ଚି, ସେଠାରେ ସେ ନିଜ ସୁରକ୍ଷା ଭିକ୍ଷା କରିଛନ୍ତି। ସେ କହିଛନ୍ତି କି ତାଙ୍କ ସ୍ବାମୀଙ୍କୁ ଲକ୍ଷ୍ନୌ କୋର୍ଟରେ ଗୁଳି କରି ହତ୍ୟା କରାଯାଇଛି। ଏବେ ତାଙ୍କ ଜୀବନ ପ୍ରତି ବିପଦ ରହିଛି।
ସେ କହିଛନ୍ତି ଯେ ତାଙ୍କୁ ପୋଲିସ ଗିରଫ ନ କରୁ ନଚେତ ତାଙ୍କୁ ବି ତାଙ୍କ ସ୍ବାମୀଙ୍କ ଭଳି ଗୁଳି କରି ମାରି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri