ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି

ଭୁବନେଶ୍ୱର/ସମ୍ବଲପୁର,୨୧।୧(ବ୍ୟୁରୋ):ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୀବ ମିତ୍ତଲ। ଓଡ଼ିଶା ବିଶ୍ୱବିଦ୍ୟାଳୟ(ସଂଶୋଧନ) ଅଧିନିୟମ ୨୦୨୦ ଅନୁସାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ବୁଧବାର ପ୍ରଫେସର ମିତ୍ତଲଙ୍କୁ ଏହି ନୂଆ ନିଯୁକ୍ତି ପ୍ରଦାନ କରିଛନ୍ତି। କାର୍ଯ୍ୟଭାର ଗ୍ରହଣ କରିବା ଦିନଠାରୁ ୪ବର୍ଷ ପାଇଁ ସେ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ଭାବେ କାର୍ଯ୍ୟ କରିବେ। ବର୍ତ୍ତମାନ ସେ ଦିଲ୍ଲୀସ୍ଥିତ ଗୁରୁ ଗୋବିନ୍ଦ ସିଂ ଇନ୍ଦ୍ରପ୍ରସ୍ଥ ବିଶ୍ୱବିଦ୍ୟାଳୟର ସ୍କୁଲ୍‌ ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ର ପ୍ରଫେସର ଭାବେ କାର୍ଯ୍ୟରତ ଅଛନ୍ତି। ୬୨ବର୍ଷୀୟ ପ୍ରଫେସର ମିତ୍ତଲଙ୍କ ୨୯ବର୍ଷର ଅଧ୍ୟାପନା ଅଭିଜ୍ଞତା ଥିବାବେଳେ ୧୩ବର୍ଷ ପ୍ରଫେସର ଭାବେ କାର୍ଯ୍ୟ କରିଛନ୍ତି। ସେ ନାକ୍‌ ଆକ୍ରିଡେଶନ ବୋର୍ଡର ସଦସ୍ୟ ମଧ୍ୟ ଥିଲେ। ତାଙ୍କର ୧୧୧ଟି ଲେଖା ବିଭିନ୍ନ ପୁସ୍ତକ ଓ ଜର୍ନାଲରେ ପ୍ରକାଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?