ଭାଜପାରେ ଯୋଗଦେଲେ ସଞ୍ଜୀବ ସାହୁ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ ଶୁକ୍ରବାର ଭାଜପାରେ ଯୋଗ ଦେଇଛନ୍ତି। କିଛି ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟ ବରିଷ୍ଠ ନେତାଙ୍କ ଉପରସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ଆଠମଲ୍ଲିକରୁ ୨୦୦୯ ଏବଂ ୨୦୧୪ ମସିହାରେ ସାହୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୧୯ରେ ବିଜେଡି ସଞ୍ଜୀବଙ୍କ ବଦଳରେ ରମେଶ ଚନ୍ଦ୍ର ସାଏଙ୍କୁ ଟିକେଟ ଦେଇଥିଲା । ଏହା ପରଠୁ ସଞ୍ଜୀବ ଅସନ୍ତୁଷ୍ଟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଆଇଏସ୍‌ଓ ମାନ୍ୟତା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଉଚ୍ଚ ମାନର ସମନ୍ବିତ ଅଙ୍ଗନଓ୍ବାଡ଼ି ସେବା ପ୍ରଦାନକୁ ସୁନିଶ୍ଚିତ କରିବା ଓ ଭିତ୍ତିଭୂମି ନିର୍ମାଣରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼...

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ସୁରକ୍ଷା ଦେଉଛି ବିଜେଡି: ଭାଜପା

ଭୁବନେଶ୍ୱର,୩୦।୪(ବ୍ୟୁରୋ): ୨୨ବର୍ଷ ଶାସନ ଗାଦିରେ ରହି ରାଜ୍ୟ ସରକାର ଦୁର୍ନୀତିର ସୀମା ଉଲ୍ଲଂଘନ କରିଛନ୍ତି। ବିଜେଡି ନେତା ଓ ମନ୍ତ୍ରୀମାନେ ପ୍ରଶାସନିକ ଅଧିକାରୀଙ୍କ ସହ ମଧୁଚନ୍ଦ୍ରିକା...

ଭିନ୍ନକ୍ଷମଙ୍କୁ ଟିକିଏ ସ୍ନେହ, ଚେନାଏ ହସ ବାନ୍ଧିରଖିଛି

ମହାକାଳପଡ଼ା, ୧୪ା୨(ଡି.ଏନ୍‌.ଏ.): ପ୍ରେମ ଶାଶ୍ୱତ ଓ ଚିରନ୍ତନ ସତ୍ୟ। ପ୍ରେମ ମାନେନା ଜାତି, ଧର୍ମ, ବର୍ଣ୍ଣ। ନିର୍ବିଶେଷରେ ଗୋଟିଏ ହୃଦୟ ସହ ଅନ୍ୟ ଏକ ହୃଦୟର...

ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ ଆଜି

ବାଲେଶ୍ୱର ଅଫିସ, ୨୨।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବାଲେଶ୍ୱର ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଅନେକ ଉନ୍ନୟନମୂଳକ ପ୍ରକଳ୍ପ ଶୁଭାରମ୍ଭ ହେବ। ଶୋଭାରାମପୁରଠାରେ ଏକ...

ବନ୍ଦ ହେବାକୁ ଯାଉଛି ୧୮୯୦ରୁ ସେବା ଯୋଗାଉଥିବା ସମ୍ବଲପୁର ରୋଡ୍‌ ଷ୍ଟେଶନ

ସମ୍ବଲପୁର,୧୦ା୩(ବ୍ୟୁରୋ): ଦେଶ ସ୍ବାଧୀନ ପୂର୍ବରୁ ଅର୍ଥାତ୍‌ ୧୮୯୦ରେ ନିର୍ମାଣ ହୋଇଥିବା ସମ୍ବଲପୁର ରୋଡ୍‌ ଷ୍ଟେଶନ ବନ୍ଦ ହେବ। ଏ ନେଇ ରେଳ ସଦନ ଭୁବନେଶ୍ୱରର ପ୍ରିନ୍ସିପାଲ...

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଫୋନ, ମେସେଜ ମାମଲା: ବନ୍ଧା ହେଲେ ଆୟୁଷ ନିର୍ଦ୍ଦେଶକ

ଭୁବନେଶ୍ୱର,୯।୭(ବ୍ୟୁରୋ)-ମହିଳା କର୍ମଚାରୀଙ୍କୁ ବାରମ୍ବାର ଅଶ୍ଳୀଳ ଭିଡ଼ିଓ ଓ ମେସେଜ ପଠାଇବା ସହ ଚାକିରି ନେଇଯିବାକୁ ଧମକ ଦେବା ଜଣେ ଓଏଏସ୍‌ ଅଫିସରଙ୍କୁ ମହଙ୍ଗା ପଡିଛି। ମହିଳା...

ଅପହରଣର ୭ ଦିନ ପରେ ଫେରିଲେ ଜୁନିୟର ଇଞ୍ଜିନିୟର

ମାଲକାନଗିରି,୧୭ା୧୧(ଡି.ଏନ୍‌.ଏ.): ବୁଧବାର ମାଓବାଦୀମାନେ ଅପହରଣ କରି ନେଇଥିବା କନିଷ୍ଠଯନ୍ତ୍ରୀ ଅଜୟ ରୋଶନ ଲାକ୍ରାଙ୍କୁ ଛାଡି ଦେଇଛନ୍ତି। ସ୍ବାମୀଙ୍କ ଅପହରଣ ପରେ ତାଙ୍କ ମୁକ୍ତି ପାଇଁ ପ୍ରଶାସନ...

ସ୍କୁଲକୁ ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ଗସ୍ତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ବିଦ୍ୟାଳୟରେ କୋଭିଡ୍‌-୧୯ ମାର୍ଗଦର୍ଶିକା ସଠିକ ବ୍ୟବହାର କରାଯାଉଛି କି ନାହିଁ ତାହାର ଅନୁଧ୍ୟାନ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ...

Advertisement
Archives

Model This Week