Posted inଖେଳ

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ସେ ଏହି ପୁରସ୍କାର ପାଇଛନ୍ତି। ସାମସନ ତାଙ୍କ ସାଥୀ ଭାରତୀୟ କ୍ରିକେଟର ଜସପ୍ରିତ ବୁମ୍‌ରାଏବଂ ଦକ୍ଷିଣ ଆଫ୍ରିକାର କନୋର ଏଷ୍ଟରହୁଇଜେନଙ୍କୁ ପଛରେ ପକାଇ ଏହି ସମ୍ମାନ ହାସଲ କରିଛନ୍ତି। ଉଲ୍ଲେଖନୀୟ ଯେ, ୨୦୨୬ ଟି୨୦ ବିଶ୍ୱକପରେ କ୍ରମାଗତ ତିନୋଟି ଅର୍ଦ୍ଧଶତକ ହାସଲ କରି ସାମସନ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସାମସନଙ୍କୁ ଟି୨୦ ବିଶ୍ୱକପରେ ମଧ୍ୟ ପ୍ଲେୟାର ଅଫ ଦ ଟର୍ନାମେଣ୍ଟ ପୁରସ୍କାର ମଧ୍ୟ ଦିଆଯାଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri