Posted inଖେଳ

୬ ବର୍ଷ ପରେ ଆରମ୍ଭ ହେଲା ସଞ୍ଜୁଙ୍କ ଦିନିକିଆ କ୍ୟାରିୟର

କଲମ୍ବୋ,୨୩।୭: ଶ୍ରୀଲଙ୍କା ବିପକ୍ଷ ୩ୟ ମ୍ୟାଚ୍‌ରେ ଭାରତୀୟ ଦଳ ପାଇଁ ଦିନିକିଆ ଫର୍ମାଟରେ ପଦାର୍ପଣ କରିଛନ୍ତି ୫ ଖେଳାଳି। ସେମାନଙ୍କ ମଧ୍ୟରେ ରହିଛନ୍ତି ଉଇକେଟକିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ। ସେ ଟି୨୦ ଫର୍ମାଟରେ କ୍ୟାରିୟର ଆରମ୍ଭ କରିବାର ୬ ବର୍ଷ (୨,୧୯୬ ଦିନ) ପରେ ଦିନିକିଆରେ ପଦାର୍ପଣ କରିଛନ୍ତି। ୨୦୧୫ ଜୁଲାଇ ୧୯ରେ ଜିମ୍ବାଓ୍ବେ ବିପକ୍ଷରେ ଟି୨୦ ପଦାର୍ପଣ କରିଥିଲେ ସଞ୍ଜୁ। ଏହାର ୬ ବର୍ଷ ପରେ ତାଙ୍କୁ ପ୍ରଥମ ଥର ପାଇଁ ମିଳିଛି ଦିନିକିଆରେ ସୁଯୋଗ। ବିଶ୍ୱର ଯେ କୌଣସି ଖେଳାଳିଙ୍କ ପାଇଁ ଏହା ସବୁଠୁ ବଡ଼ ଗ୍ୟାପ।

ପୂର୍ବରୁ ଓ୍ବେଷ୍ଟଇଣ୍ଡିଜର ଆଶଲେ ନର୍ସ(୨୦୩୬ ଦିନ)ଙ୍କ ନାମରେ ଥିଲା ଏହି ରେକର୍ଡ। ୨୦୧୧ ଟି୨୦ ପଦାର୍ପଣ କରିଥିବା ପେସର ୨୦୧୬ରେ ଦିନିକିଆ କ୍ୟାରିୟର ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?