Posted inଖେଳ

ଦକ୍ଷିଣ ଆଫ୍ରିକାରେ ସାମସନ୍ ଝଡ଼; ପ୍ରଥମ ଭାରତୀୟ ଭାବେ ହାସଲ କଲେ ଏହି କୀର୍ତ୍ତିମାନ

ନୂଆଦିଲ୍ଲୀ,୮।୧୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାରି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମୁକାବିଲା ଶୁକ୍ରବାର ଡର୍ବାନରେ ଖେଳାଯାଇଛି। ଏହି ମ୍ୟାଚରେ ଟସ୍ ହାରି ଭାରତ ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିବା ବେଳେ ଆରମ୍ଭରୁ ବ୍ୟାଟିଂ ଓପନର ଅଭିଷେକ ଶର୍ମା ୭ ରନ୍ କରି ଆଉଟ ହୋଇଥିଲେ। ତେବେ ଅନ୍ୟପଟେ ଥିବା ସଞ୍ଜୁ ସାମସନ୍ ଦୁର୍ଦଶ ବ୍ୟାଟିଂ କରି ୪୭ ବଲରେ ଶତକ ହାସଲ କରିଥିଲେ। ଏହି ଶତକ ସହିତ ସେ ଲଗାତାର ଦୁଇଟି ମ୍ୟାଚରେ ଦୁଇଟି ଶତକ ହାସଲ କରିଛନ୍ତି। ଏହି ଦୁଇ ଶତକ ସହିତ ସଞ୍ଜୁ ଟିମରେ ନିଜର ସ୍ଥାନ ପକ୍କା କରିଛନ୍ତି।

ସଞ୍ଜୁ ମାତ୍ର ୪୭ ବାଳରେ ତାଙ୍କର ଶତକ ପୁରଣ କରିଥିଲେ। ଏହି ଶତକରେ ୭ ଚୌକ ଏବଂ ୯ ଛକା ସାମିଲ ଥିଲା। ସଞ୍ଜୁଙ୍କ ଶତକ ବଳରେ ଭାରତ ୧୪.୧ ଓଭରରେ ମାତ୍ର ଦୁଇଟି ଉଇକେଟ ହରାଇ ୧୬୩ ରନ୍ ସ୍କୋର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନଠୁ ଆରମ୍ଭ ହେବ IPL 2026: ଆସିଗଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୬।୧୨: ଇଣ୍ଡିଆନ ପ୍ରିମିୟର ଲିଗର ପରବର୍ତ୍ତୀ ସିଜିନ ୨୬ ମାର୍ଚ୍ଚରୁ ମେ ୩୧ (ଟୁର୍ନାମେଣ୍ଟ ପାଇଁ ନିର୍ଦ୍ଧାରିତ ସମୟ) ମଧ୍ୟରେ ଅନୁଷ୍ଠିତ ହେବ। ରୟାଲ ଚ୍ୟାଲେଞ୍ଜର୍ସ...

IPL ନିଲାମ ତାଲିକାରେ ୨ ଓଡ଼ିଆ: ବେସ ପ୍ରାଇସ ରହିଛି…

ନୂଆଦିଲ୍ଲୀ,୧୬।୧୨: ଆଜି ଆବୁଧାବିରେ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ପାଇଁ ମିନି-ନିଲାମ ଉପରେ ସମସ୍ତଙ୍କ ନଜର ରହିଛି। କୋଲକାତା ନାଇଟ ରାଇଡର୍ସ ଏବଂ...

IPL 2026 Mini Auction: ୩୫୦ରୁ ଅଧିକ ଖେଳାଳି, ୭୭ସ୍ଲଟ, KKR-CSK ନିକଟରେ ସବୁଠାରୁ ବଡ଼ ବଜେଟ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର ଡିସେମ୍ବର ୧୬, ୨୦୨୫ରେ ଆବୁଧାବିର ଏତିହାଦ ଆରେନାରେ ଅପରାହ୍ନ ୨ଟା ୩୦ ସମୟରେ ହେବାକୁ ଥିବା ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ...

IPL 2026 ନିଲାମିର ଠିକ ପୂର୍ବରୁ BCCI କଲା ଫାଇନାଲ ଲିଷ୍ଟ, ସାମିଲ କଲା ଏହି ୧୯ ଖେଳାଳିଙ୍କୁ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର IPL 2026 ନିଲାମ, ବା ମିନି-ନିଲାମ, ବହୁତ ରୋମାଞ୍ଚକର ହେବାକୁ ଯାଉଛି। କୋଲକାତା ନାଇଟ ରାଇଡର୍ସ ଏବଂ ଚେନ୍ନାଇ ସୁପର କିଙ୍ଗସର ମିଳିତ...

ଜେଲ ଯିବେ ୧୯୯୬ ବିଶ୍ୱ କପ ବିଜେତା, ଭାରତର ପଡ଼ୋଶୀ ଦେଶ କରିବ…

କଲମ୍ବୋ,୧୬।୧୨: ସୋମବାର ଏକ କୋର୍ଟକୁ ସୂଚନା ଦିଆଯାଇଛି ଯେ ଶ୍ରୀଲଙ୍କା କର୍ତ୍ତୃପକ୍ଷ ବିଶ୍ୱକପ ବିଜୟୀ କ୍ରିକେଟ ଅଧିନାୟକ ଅର୍ଜୁନ ରଣତୁଙ୍ଗାଙ୍କୁ ପେଟ୍ରୋଲିୟମ ମନ୍ତ୍ରୀ ଭାବରେ ତାଙ୍କ...

ଭାରତୀୟ ଟିମକୁ ବଡ଼ ଝଟକା, ଟି-୨୦ ସିରିଜରୁ ବାହାରି ଗଲେ ଅକ୍ଷର ପଟେଲ, ବୁମରାହଙ୍କୁ ନେଇ କ’ଣ ରହିଛି ଅପଡେଟ ଜାଣନ୍ତୁ

ନୂଆଦିଲ୍ଲୀ, ୧୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ରବିବାର, ଡିସେମ୍ବର ୧୪, ୨୦୨୫ରେ...

ଜଗନ୍ନାଥ ଗ୍ରହଣୀୟ

‘ନାମରେ କ’ଣ ଅଛି ? ଯାହାକୁ ଆମେ ଗୋଲାପ କହୁଛୁ, ଅନ୍ୟ କୌଣସି ନାମରେ ଡାକିଲେ ମଧ୍ୟ ତା’ର ସୁଗନ୍ଧ ସେହିପରି ମିଠା ରହିବ।’ ନାମକୁ...

୧୭୦ ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳର ବାୟୁ ଦିନକୁ ଦିନ ଅଧିକ ଖରାପ ହେବାରେ ଲାଗିଛି। ସୋମବାର ସକାଳେ ରାଜଧାନୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୯୮ରେ ପହଞ୍ଚତ୍ଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri