Posted inଖେଳ

ଦକ୍ଷିଣ ଆଫ୍ରିକାରେ ସାମସନ୍ ଝଡ଼; ପ୍ରଥମ ଭାରତୀୟ ଭାବେ ହାସଲ କଲେ ଏହି କୀର୍ତ୍ତିମାନ

ନୂଆଦିଲ୍ଲୀ,୮।୧୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାରି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମୁକାବିଲା ଶୁକ୍ରବାର ଡର୍ବାନରେ ଖେଳାଯାଇଛି। ଏହି ମ୍ୟାଚରେ ଟସ୍ ହାରି ଭାରତ ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିବା ବେଳେ ଆରମ୍ଭରୁ ବ୍ୟାଟିଂ ଓପନର ଅଭିଷେକ ଶର୍ମା ୭ ରନ୍ କରି ଆଉଟ ହୋଇଥିଲେ। ତେବେ ଅନ୍ୟପଟେ ଥିବା ସଞ୍ଜୁ ସାମସନ୍ ଦୁର୍ଦଶ ବ୍ୟାଟିଂ କରି ୪୭ ବଲରେ ଶତକ ହାସଲ କରିଥିଲେ। ଏହି ଶତକ ସହିତ ସେ ଲଗାତାର ଦୁଇଟି ମ୍ୟାଚରେ ଦୁଇଟି ଶତକ ହାସଲ କରିଛନ୍ତି। ଏହି ଦୁଇ ଶତକ ସହିତ ସଞ୍ଜୁ ଟିମରେ ନିଜର ସ୍ଥାନ ପକ୍କା କରିଛନ୍ତି।

ସଞ୍ଜୁ ମାତ୍ର ୪୭ ବାଳରେ ତାଙ୍କର ଶତକ ପୁରଣ କରିଥିଲେ। ଏହି ଶତକରେ ୭ ଚୌକ ଏବଂ ୯ ଛକା ସାମିଲ ଥିଲା। ସଞ୍ଜୁଙ୍କ ଶତକ ବଳରେ ଭାରତ ୧୪.୧ ଓଭରରେ ମାତ୍ର ଦୁଇଟି ଉଇକେଟ ହରାଇ ୧୬୩ ରନ୍ ସ୍କୋର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri