Posted inଖେଳ

ଉଇକେଟ କିପିଂ ଲାଗି ଅମୁମତି ମାଗିଲେ ସଞ୍ଜୁ

ନୂଆଦିଲ୍ଲୀ,୧।୪: ରାଜସ୍ଥାନ ରୟାଲ୍ସ(ଆର୍‌ଆର୍‌) ଅଧିନାୟକ ସଞ୍ଜୁ ସାମସନ ଆଇପିଏଲ୍‌ରେ ଉଇକେଟ କିପିଂ ଦାୟିତ୍ୱ ତୁଲାଇବା ଲାଗି ବିସିସିଆଇର ସେଣ୍ଟର ଅଫ ଏକ୍ସିଲେନ୍ସ (ସିଓଇ)ଠାରୁ ଅନୁମତି ମାଗିଛନ୍ତି। ଡାହାଣ ହାତ ବିଶି ଆଙ୍ଗୁଠିରେ ଅସ୍ତ୍ରୋପଚାର ପରେ ତାଙ୍କୁ କେବଳ ଖେଳିବା ପାଇଁ ସାମୟିକ ଅନୁମତି ମିଳିଥିଲା। ତାଙ୍କ ଅନୁପସ୍ଥିତିରେ ରିୟାନ ପରାଗ ଗତ ୩ ମ୍ୟାଚରେ ଦଳର ନେତୃତ୍ୱ ନେଇଥିଲେ। ସାମସନ ଜଣେ ବ୍ୟାଟର ଭାବେ ଖେଳିଥିବା ବେଳେ ଧ୍ରୁବ ଜୁରେଲ ଉଇକେଟକିପିଂ କରିଥିଲେ।

କ୍ରିକବଜରେ ପ୍ରକାଶିତ ଏକ ରିପୋର୍ଟ ମୁତାବକ, ସିଓଇଠାରେ ସ୍ପୋଟର୍‌ସ ସାଇନ୍ସ ଡିଭିଜନ ଦ୍ୱାରା ସାମସନଙ୍କର ଆଙ୍ଗୁଠି ଅବସ୍ଥାର ମୂଲ୍ୟାଙ୍କନ କରାଯିବ। ଯଦି ତାଙ୍କୁ ଅନୁମତି ମିଳେ, ସେ ଦଳର ନେତୃତ୍ୱ ଭାର ସମ୍ଭାଳିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

ଗ୍ରୀନଫିଲ୍ଡ ଷ୍ଟାଡିୟମ ବାହାରେ ଲାଗିଲା MS Dhoniଙ୍କ ୫୦ ଫୁଟର ‘କଟ ଆଉଟ’, ଜାଣନ୍ତୁ କେତେବେଳେ ଆରମ୍ଭ ହେବ IND vs NZ ପଞ୍ଚମ T20

ନୂଆଦିଲ୍ଲୀ,୩୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ T20 ସିରିଜର ଶେଷ ମ୍ୟାଚ ଶନିବାର ତିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଏଠାରେ ଚାରୋଟି…

T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ…

Ruturaj Gaikwad Net Worth: ୨୯ ବର୍ଷରେ ପଦାର୍ପଣ କଲେ ଋତୁରାଜ ଗାୟକଓ୍ବାଡ, ଜାଣନ୍ତୁ କେତେ ଧନୀ CSK କ୍ୟାପଟେନ

ନୂଆଦିଲ୍ଲୀ,୩୧।୧: ଋତୁରାଜ ଗାୟକୱାଡ ଆଜି ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଭାରତ ପାଇଁ ODI ଏବଂ T20 ରେ ୩୨ ଟି ଅନ୍ତର୍ଜାତୀୟ ମ୍ୟାଚ…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଆକ୍ଟିଭ୍‌ ହେଲା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ, ଜାଣନ୍ତୁ କାହିଁକି ହୋଇଥିଲା ଡିଆକ୍ଟିଭେଟ୍‌

ନୂଆଦିଲ୍ଲୀ,୩୦।୧: ହଠାତ୍‌ ଗାଏବ ହୋଇଯାଇଥିବା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ପୁଣିଥରେ ଆକ୍ଟିଭ୍‌ ହୋଇଛି। କୋହଲି ତାଙ୍କ ଆକାଉଣ୍ଟ ଡିଆଆଷ୍ଟିଭେଟ୍‌ କରିଦେଇଥିବା ପ୍ରଶଂସକ ଭାବୁଥିଲେ। କିନ୍ତୁ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri