ସାନଖେମୁଣ୍ଡି ବ୍ଲକ ସଭାପତି ବହିଷ୍କୃତ

ଭୁବନେଶ୍ୱର,୧୬ା୬(ଅନିଲ ଦାସ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସଭାପତି ନୀଳମାଧବ ରାଉତଙ୍କୁ ବିଜୁ ଜନତା ଦଳରୁ ବହିଷ୍କୃତ କରାଯାଇଛି। ଏ ନେଇ ଗୁରୁବାର ବିଜେଡି ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିବା ଦଳ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱଂୟ ସହାୟକ ଦ୍ୱାରା କରାଯାଇଥିବା ଫୁଲ ଚାଷ ଦେଖିଲେ ଜିଲାପାଳ, ପାହାଡ଼ ଚଢ଼ି….

ପଟ୍ଟାଙ୍ଗି,୨୨।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ଜିଲାପାଳ ମନୋଜ ସତ୍ୟବାନ୍ ମହାଜନ୍ ଗସ୍ତ କରି ପଞ୍ଚାୟତର ବିଭିନ୍ନ କାର୍ଯ୍ୟକ୍ରମ…

ମନ୍ଦିର ପ୍ରତିଷ୍ଠା ଓ ରତ୍ନମୁଦ କାର୍ଯ୍ୟକ୍ରମ, ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଯୋଗଦେଇ….

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୨।୨(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଠାରେ ମୁକ୍ତେଶ୍ଵର ମହାରୁଦ୍ରଙ୍କ ଜୀର୍ଣ୍ଣ୍ନୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ ଗୁରୁବାର…

ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….

ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ…

ଜଙ୍ଗଲରେ ୫ କୁଇଣ୍ଟାଲ ଗଞ୍ଜେଇ: ଜଣେ ଗିରଫ

ମୋହନା,୨୨।୨( ମନ୍ମଥ ମିଶ୍ର ): ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ…

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ…

ଭୁବନେଶ୍ୱର, ୨୨।୨: ବଦଳିପାରେ ରାଜ୍ୟର ପାଣିପାଗ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି…

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri