Posted inଜାତୀୟ

ଗ୍ଲାମର ଜୀବନରୁ ସନ୍ନ୍ୟାସିନୀ: ମମତା କୁଲ୍‌କର୍ନି କିନ୍ନର ଆଖଡ଼ା ମହାମଣ୍ଡଳେଶ୍ୱର

ପ୍ରୟାଗରାଜ:ବଲିଉଡ୍‌ ଅଭିନେତ୍ରୀ ମମତା କୁଲ୍‌କର୍ନି ଚଳଚ୍ଚିତ୍ର ଜଗତର ଗ୍ଲାମରସ୍‌ ଦୁନିଆରୁ ସମ୍ପୂର୍ଣ୍ଣ ଓହରି ସନ୍ନ୍ୟାସିନୀ ଜୀବନ ବାଛିଛନ୍ତି। ୫୨ ବର୍ଷୀୟା ପୂର୍ବତନ ଆକ୍ଟ୍ରେସ୍‌ଙ୍କୁ ଶୁକ୍ରବାର ଏକ ଭବ୍ୟ ସମାରୋହରେ ଆନୁଷ୍ଠାନିକ ଭାବେ କିନ୍ନର ଆଖଡ଼ାର ମହାମଣ୍ଡଳେଶ୍ୱର ଉପାଧି ପ୍ରଦାନ କରାଯାଇଛି। ପ୍ରୟାଗରାଜର ସଙ୍ଗମ ସ୍ଥଳରେ ପାରମ୍ପରିକ ପିଣ୍ଡଦାନ ପରେ ସେ ନୂଆ ଭୂମିକାରେ ନଜର ଆସିଛନ୍ତି। ଏଣିକି ସେ ମମତା ପରିବର୍ତ୍ତେ ମମତାନନ୍ଦ ଗିରି ନାମରେ ପରିଚିତ ହେବେ। ପ୍ରକାଶ ଯେ, ୧୯୯୦ ଦଶକରେ ଦର୍ଶକଙ୍କ ହୃଦୟରେ ରାଜ କରିଥିବା ଏହି ସୁନ୍ଦରୀ ଅଭିନେତ୍ରୀ ୨୦୧୩ରେ ଡ୍ରଗ୍ସ କିଙ୍ଗ୍‌ପିନ୍‌ ଭି.କି. ଗୋସ୍ବାମୀଙ୍କୁ ବିବାହ କରି କେନିଆରେ ବସବାସ କରୁଥିଲେ। ଦୀର୍ଘ ୨୫ ବର୍ଷର ବ୍ୟବଧାନ ପରେ ମମତା ନିକଟରେ ମୁମ୍ବାଇ ଫେରିଥିଲେ। ବକ୍ତ ହମାରା ହୈ, କ୍ରାନ୍ତିବୀର, କରନ୍‌ ଅର୍ଜୁନ, ଚାଇନା ଗେଟ୍‌, ଛୁପା ରୁସ୍ତମ୍‌, ବାଜି ଆଦି ମମତାଙ୍କ ଅଭିନୀତ ଚର୍ଚ୍ଚିତ ଚଳଚ୍ଚିତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri