ଶ୍ରୀସନ୍ନ୍ୟାସୀଜୀଙ୍କୁ ରାଜ୍ୟସ୍ତରୀୟ ‘ସଂସ୍କୃତି ସାରଥୀ’ ସମ୍ମାନ

କଟକ ଅଫିସ,୧୬ା୪: ରାଜ୍ୟ କଳା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ସ୍କାର୍ଟ ) ଦ୍ୱାରା ଓଡ଼ିଶାର ବିଶିଷ୍ଟ ଆଧ୍ୟାତ୍ମିକ ସ୍ତମ୍ଭକାର, ବାଗ୍ମୀ, ପ୍ରବକ୍ତା ତଥା ଆଧ୍ୟାତ୍ମିକ ପତ୍ରିକା ‘ଦିବ୍ୟାଲୋକ ସନ୍ଧାନେ’ ର ସମ୍ପାଦକ ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ‘ସଂସ୍କୃତି ସାରଥୀ’ ସମ୍ମାନରେ ସମ୍ମାନିତ କରାଯାଇଛି। କଟକ ଟାଉନ ହଲ୍‌ଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ ପୂର୍ବତନ ଏମ୍‌ପି ଡଃ ପ୍ରସନ୍ନ ପାଟ୍ଟଶାଣୀ, ବିଶ୍ୱଦେବ ସମାଜର ଅଧ୍ୟକ୍ଷ ପ୍ରଶାନ୍ତ କୁମାର କର, ପ୍ରଫେସର ଡାକ୍ତର ଗୋପାଳ ଚନ୍ଦ୍ର କର, ବରିଷ୍ଠ ଆଇନଜୀବୀ ପ୍ରଦୀପ ଶତପଥୀ, କେନ୍ଦ୍ର ଉତ୍କଳ ସମ୍ମିଳନୀର ସାଧାରଣ ସମ୍ପାଦକ ବଂଶୀମୋହନ ଶତପଥୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଶ୍ରୀସନ୍ନ୍ୟାସୀ ଜୀଙ୍କୁ ମାନପତ୍ର, ମେଡାଲ, ଉତ୍ତରୀୟ ଆଦି ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ପେସାରେ ଇଞ୍ଜିନିୟର ଥିବା ଶ୍ରୀସନ୍ନ୍ୟାସୀ ଜୀ ନିଜ ଓଜସ୍ବିନୀ ବକ୍ତବ୍ୟ ଦ୍ୱାରା ସମାଜରେ ନୀତି ଆଦର୍ଶକୁ ବଜାୟ ରଖିବା ପାଇଁ ଚେଷ୍ଟିତ ଥିବା ବେଳେ କେତେକ ଦୈନିକ ଖବରକାଗଜରେ ଆଧ୍ୟାତ୍ମିକ ସ୍ତମ୍ଭମାନ ଲେଖି ପାଠକୀୟ ଆଦୃତି ଲାଭ କରିପାରିଛନ୍ତି। ଶ୍ରୀସନ୍ନ୍ୟାସୀ ଜୀଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ଇରାନର ବଡ଼ ଅନୁରୋଧ ରଖିଲା ଫିଫା

ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି…

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।…

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri