ମୁମ୍ବାଇ ରାସ୍ତାରେ ସାଣ୍ଟା ରୂପରେ ବୁଲୁଛନ୍ତି ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଜରୀନ ଖାନ୍‌ ମୁମ୍ବାଇ ରାସ୍ତାରେ ବୁଲୁଥିବାର ଏକ ଭିଡିଓ ଏବେ ସୋସିଆଲ ଭିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜରୀନଙ୍କୁ ସାଣ୍ଟା ରୂପରେ ବୁଲୁଥିବାର ଦେଖିବାକୁ ମିଳୁଛି। ମାତ୍ର ଯେତେବେଳେ ସେ କ୍ୟାମେରାମ୍ୟାନ୍‌ଙ୍କୁ ଦେଖୁଛନ୍ତି ମୁହଁରୁ ମାସ୍କ ଖୋଲି ପୋଜ୍‌ ଦେବାରେ ଲାଗିପଡ଼ୁଛନ୍ତି। ଖ୍ରୀଷ୍ଟମାସ ପୂର୍ବରୁ ତାଙ୍କର ଏହି ଭିଡିଓ ଖୁବ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାକୁ ହରାଇଲେ ଅମିତାଭ ବଚ୍ଚନ

କରୋନା ଆକ୍ରାନ୍ତ ହୋଇ ଚିକତ୍ସିତ ହେଉଥିବା ମେଗାଷ୍ଟାର ଅମିତାଭ ବଚ୍ଚନ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ପୁଅ ଅଭିଷେକ ଟୁଇଟରରେ ସୂଚନା ଦେଇଛନ୍ତି। ପିତା...

ସ୍ତ୍ରୀ, ଝିଅମାନଙ୍କୁ ଦେବୀପରି ପୂଜା କରନ୍ତି ଏହି ଅଭିନେତା

ଭୋଜପୁରୀ, ଦକ୍ଷିଣ ଏବଂ ବଲିଉଡ୍‌ ଫିଲ୍ମରେ ଅଭିନୟ କରିସାରିଥିବା ଅଭିନେତା ହେଉଛନ୍ତି ରବି କିଶନ। ରବି ଅଭିନେତା ସାଙ୍ଗକୁ ଜଣେ ଭାଜପା ଏମ୍‌ପି ମଧ୍ୟ। ତେବେ...

କେମିତି ଅଛନ୍ତି ସଞ୍ଜୟ

ମୁମ୍ବାଇ: ବଲିଉଡ୍‌ର ମୁନ୍ନାଭାଇ ସଞ୍ଜୟ ଦତ୍ତ ଏବେ କ୍ୟାନସରରେ ପୀଡ଼ିତ ହୋଇ ଚିକିିତ୍ସିତ ହେଉଥିବା ସମସ୍ତେ ଜାଣନ୍ତି । ହେଲେ ଏବେ ସେ କମେିତି ଅଛନ୍ତି...

ନିକ୍‌ଙ୍କ ବୟସ କମାଇ ଟ୍ରୋଲ୍‌ ହେଲେ ପ୍ରିୟଙ୍କା

ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ବୟସ କମ୍‌ ଲେଖି ଟ୍ରୋଲ୍‌ ହୋଇଛନ୍ତି। ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ନିକ୍‌ ଟକିଲା ବ୍ରାଣ୍ଡ୍‌...

ପିଲାଙ୍କୁ ନିଜ ଫିଲ୍ମ ଦେଖିବାକୁ ମନାକଲେ ଇମ୍ରାନ୍‌ ହାସ୍‌ମୀ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଇମ୍ରାନ୍‌ ହାସ୍‌ମୀ ଆଜିକାଲି ଏକଦମ୍‌ ବ୍ୟସ୍ତ ଅଛନ୍ତି। ନିଜ ଅପ୍‌କମିଂ ଫିଲ୍ମ ‘ଦ ବଡି’ର ପ୍ରମୋଶନରେ ଲାଗିପଡ଼ିଛନ୍ତି ଇମ୍ରାନ୍‌। ଏହି ପରିପ୍ରେକ୍ଷୀରେ...

ବିଦ୍ୟାଙ୍କ ମତ

ମୁମ୍ବାଇ: ବଲିଉଡ୍ ନାୟିକା ବିଦ୍ୟା ବଲାନ ସବୁଠାରୁ ନିଆରା ବୋଲି କୁହାଯାଏ । ନିକଟରେ ସେ ଏକ ସାକ୍ଷାତ୍‌କାରରେ ନିଜର କିଛି ପର୍ସନାଲ ଅନୁଭୁତି ଶେୟାର...

ମୁଁ ରୋଗଗ୍ରସ୍ତ ନୁହେଁ: ସଞ୍ଜୟ ଦତ୍ତ

ମୁମ୍ବାଇ: ବଲିଉଡ୍ ନାୟକ ସଞ୍ଜୟ ଦତ୍ତ ଗତ ଅଗଷ୍ଟ ମାସରେ କ୍ୟାନସରରେ ପୀଡ଼ିତ ହୋଇଥିବା ସୂଚନା ମିଳିଥିଲା । ଫୋର୍ଥ ଷ୍ଟେଜ୍ କ୍ୟାନସରରେ ପୀଡ଼ିତ ହେବାପରେ...

କାନ୍ଦିଲେ ନୋରା!

ମୁମ୍ବାଇ: ବଲିଉଡ୍ ନାୟିକା ନୋରା ଫତେହି ଏବେ ଡ୍ୟାନ୍ସିଂ କୁଇନ୍ ଭାବେ ବେଶ୍ ପରିଚିତ । ଦର୍ଶକଙ୍କର ଏବେ ସେ ପ୍ରଥମ ପସନ୍ଦ ଡ୍ୟାନ୍ସିଂ ଷ୍ଟାର...

Seven Jackpot
Advertisement


Archives

Model This Week

Why Dharitri