ଘରୁ ବାହାରିଥିଲେ ସନ୍ତୋଷ, ବାରଙ୍ଗରେ ଜଳିଗଲା ଜୀବନ: ଏସିପି କହିଲେ….

ବାରଙ୍ଗ,୨୮।୧୧(ଲିଙ୍ଗରାଜ ରାଉତ): କଟକ ଜିଲା  ବାରଙ୍ଗ ଗୋଡ଼ିସାହି ଅଞ୍ଚଳରେ ଏକ କାର୍‌ ନିକଟରୁ ଉଦ୍ଧାର ହୋଇଥିବା ଅର୍ଦ୍ଧଦଗ୍ଧ ମୃତଦେହର ପରିଚୟ ମିଳିଛି। ମୃତକ ହେଉଛନ୍ତି କଟକ କଲ୍ୟାଣ ନଗରର ସନ୍ତୋଷ ସାହୁ। ଏନେଇ ଜୋନ୍‌-୪ ଏସିପି ସୂଚନା ଦେଇଛନ୍ତି।

ଏସିପିଙ୍କ ସୂଚନା ଅନୁଯାୟୀ, ସନ୍ତୋଷ ଜଣେ ସଫ୍ଟୱେର ଇଞ୍ଜିନିୟର ଥିଲେ। ସେ ଘରେ ରହି କାମ କରୁଥିଲେ। ପାରିବାରିକ ଅଶାନ୍ତି କାରଣରୁ ସେ ଘରୁ ବାହାରି ଯାଇଥିବା ତାଙ୍କ ସ୍ତ୍ରୀ ପୋଲିସକୁ କହିଛନ୍ତି।

ପ୍ରାଥମିକ ସୂଚନା ଅନୁସାରେ, ପେଟ୍ରୋଲ ନିଆଁରେ ପୋଡ଼ି ହୋଇ ସନ୍ତୋଷଙ୍କ ମୃତ୍ୟୁ ହୋଇଥିବା ଏସିପି କହିଛନ୍ତି। ତେବେ ସେ କେଉଁ ପରିସ୍ଥିତିରେ ଏପରି ଅବସ୍ଥାରେ ପହଞ୍ଚିଲେ, ତାହାକୁ ନେଇ ତଦନ୍ତ ଜାରି ରହିଛି।

ଘଟଣାଟି ଆତ୍ମହତ୍ୟା, ଦୁର୍ଘଟଣା ନା ଅନ୍ୟ କୌଣସି କାରଣରୁ ଘଟିଛି, ସେନେଇ ପୋଲିସର ତଦନ୍ତ ପରେ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମା MIର ଅଧିନାୟକ ହେବା ଉପରେ ଏମିତି ପ୍ରତିକ୍ରିୟା ଦେଲେ ଚହଲ, ଯାହା ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୧୧: ରୋହିତ ଶର୍ମା ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହୋଇଛନ୍ତି। ତିନି ସିଜିନର ବ୍ୟବଧାନ ପରେ, ରୋହିତଙ୍କୁ ପୁଣିଥରେ ‘ଅଧିନାୟକ’ ଭାବେ ଦେଖିବାକୁ ମିଳିବ। ଦଳର ପୂର୍ବତନ…

ରାଜଧାନୀରେ ଦିନ ଦ୍ୱିପ୍ରହରରେ ଗୋଡ଼େଇ ଗୋଡ଼େଇ ହାଣିଲେ

ଭୁବନେଶ୍ୱର, ୨୮ । ୧୧ରାଜଧାନୀରେ ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ଆକ୍ରମଣ କରି ହାଣିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଚନ୍ଦ୍ରଶେଖରପୁର ଅଞ୍ଚଳରେ ପୂର୍ବ…

ସୀମା ନିର୍ଦ୍ଧାରଣ ବିଲ ଉପରେ କେନ୍ଦ୍ରକୁ ସମର୍ଥନ ଘୋଷଣା କରିଛି DMK; ଷ୍ଟାଲିନ କହିଲେ ଏହା ତାମିଲନାଡୁ ପାଇଁ ବଡ଼ ବିଜୟ

ନୂଆଦିଲ୍ଲୀ,୨୮।୧୧: ଶନିବାର ଡିଏମକେ (DMK) କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ (ଡିଲିମିଟେସନ) ବିଲକୁ ଆନୁଷ୍ଠାନିକ ଭାବେ ସମର୍ଥନ ଜଣାଇଛି। ଦଳର ମୁଖ୍ୟ ଏମ. କେ. ଷ୍ଟାଲିନ…

IND vs NZ: ଛୋଟ ଇନିଂସରେ ବଡ଼ ସଫଳତା ହାସଲ କରିଛନ୍ତି ଋଷଭ ପନ୍ତ, ନିରାଶ ହୋଇଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୮।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚର ପ୍ରଥମ ଇନିଂସରେ ଭାରତୀୟ ୱିକେଟକିପର-ବ୍ୟାଟର ଋଷଭ ପନ୍ତ ଏକ ବଡ଼ ସ୍କୋର କରିବାରେ ବିଫଳ ହୋଇଥିଲେ ମଧ୍ୟ,…

ଆକାଶ ଅମ୍ବାନୀଙ୍କ ଗୋଟିଏ ଫୋନ କଲ୍‌ରେ ବଦଳିଗଲା ରୋହିତ ଶର୍ମାଙ୍କ ନିଷ୍ପତ୍ତି, ଜାଣନ୍ତୁ କ’ଣ ଘଟିଲା

ମୁମ୍ବାଇ,୨୮।୧୧: ରୋହିତ ଶର୍ମା ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହେବାକୁ ରାଜି ହୋଇଛନ୍ତି। ମୁମ୍ବାଇ ଇଣ୍ଡିଆନ୍ସକୁ ୫ ଥର ଆଇପିଏଲ ଚାମ୍ପିୟନ କରାଇଥିବା ରୋହିତ ଆଗାମୀ ଆଇପିଏଲ୍‌ରେ…

ମୋଦି ସରକାରଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି ମାୟାବତୀ

ନୂଆଦିଲ୍ଲୀ,୨୮।୧୧: ବହୁଜନ ସମାଜ ପାର୍ଟି (ବିଏସପି) ମୁଖ୍ୟ ମାୟାବତୀ, ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକରେ ମହିଳାମାନଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ ଯୋଗାଇବା ନେଇ କେନ୍ଦ୍ର…

ଅଷ୍ଟ୍ରେଲିଆ ଟିମ୍‌ରେ ବଡ଼ ହଲଚଲ: ୨ ଅଭିଜ୍ଞ ଖେଳାଳି ଦଳରୁ ବିଦା, କ୍ରିକେଟ୍‌ ଜଗତରେ ବଢୁଛି ଚର୍ଚ୍ଚା

ସିଡନୀ,୨୮।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ୪ ଟେଷ୍ଟ ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା କରିଛି। ଦଳରୁ ଦୁଇ ଅଭିଜ୍ଞ ଖେଳାଳି ନାଥନ ଲାୟନ ଓ…

ଜାଣନ୍ତୁ କ’ଣ ଖାଆନ୍ତି ବୈଭବ ସୂର୍ଯ୍ୟବଂଶୀ: ଲମ୍ବା ଛକା ପଛର ରହସ୍ୟ…

ନୂଆଦିଲ୍ଲୀ,୨୮।୧୧: ନିଜର ବିସ୍ଫୋରକ ବ୍ୟାଟିଂ ଓ ଲମ୍ବା ଲମ୍ବା ଛକା ପାଇଁ ଚର୍ଚ୍ଚାରେ ରହିଛନ୍ତି ଭାରତର ଯୁବ କ୍ରିକେଟ ପ୍ରତିଭା ବୈଭବ ସୂର୍ଯ୍ୟବଂଶୀ। ମାତ୍ର ୧୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?