ସନ୍ତୋଷ ଷଡ଼ଙ୍ଗୀ ବୈଦେଶିକ ବାଣିଜ୍ୟ ଡିଜି


ଭୁବନେଶ୍ୱର, ୧୯।୧(ବ୍ୟୁରୋ): ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଧିକାରୀ ସନ୍ତୋଷ କୁମାର ଷଡ଼ଙ୍ଗୀଙ୍କୁ ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରଣାଳୟର ବୈଦେଶିକ ବାଣିଜ୍ୟ ବିଭାଗ ମହାନିର୍ଦ୍ଦେଶକ (ଡିଜି) ଭାବେ ନିଯୁକ୍ତ କରାଯାଇଛି। ସେ ବର୍ତ୍ତମାନ ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଏବଂ ସାକ୍ଷରତା ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ସନ୍ତୋଷଙ୍କ ସମେତ କ୍ୟାବିନେଟ୍‌ର ନିଯୁକ୍ତି କମିଟି (ଏସିସି) ବିଭିନ୍ନ କ୍ୟାଡରର ଅନ୍ୟ ୧୨ଜଣ ଆଇଏଏସ୍‌ ଅଧିକାରୀଙ୍କ ନିଯୁକ୍ତିକୁ ମଧ୍ୟ ଅନୁମୋଦନ କରିଛି। ସୂଚନାଯୋଗ୍ୟ, ସନ୍ତୋଷ ହେଉଛନ୍ତି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କ ସ୍ବାମୀ। ସେମାନେ ଉଭୟ ୧୯୯୪-ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଗଲେ ୫୦୦ ଚାଷୀ

ଭୁବନେଶ୍ୱର, ୧୬।୧(ବ୍ୟୁରୋ): ନୂତକ କୃଷି ଆଇନକୁ ପ୍ରତ୍ୟାହାର ଦାବିରେ ଦିଲ୍ଲୀରେ ଚାଷୀ ଆନ୍ଦୋଳନ ଚାଲିଛି। ଏହାକୁ ସମର୍ଥନ ଜଣାଇ ଶୁକ୍ରବାର ଓଡ଼ିଶାରୁ ପାଖାପାଖି ୫୦୦ ଚାଷୀ...

କରୋନାକୁ ନେଇ ବିଭ୍ରାନ୍ତିକର ତଥ୍ୟ, ୫ ଜଣଙ୍କ ନାଁରେ ମାମଲା

ପୁରୀ ଅଫିସ,୫।୪: କରୋନାକୁ ନେଇ କୌଣସି ପ୍ରକାର ଗୁଜବ କିମ୍ବା ବିଭ୍ରାନ୍ତିକର ତଥ୍ୟ ସୋସିଆଲ ମିଡିଆରେ ପୋଷ୍ଟ ନ କରିବାକୁ କୁହାଯାଇଛି। ହେଲେ ଅନେକ ଏହାକୁ...

କଲରାପତରିଆ ବାଘୁଣୀ ବର୍ଷା ମୃତ

ବାରଙ୍ଗ,୩୧ା୧୨(ଡି.ଏନ୍‌.ଏ)- ପ୍ରାଣୀ ଉଦ୍ୟାନ ନନ୍ଦନକାନନ ରବିବାର ବେଶ ଖୁସିରେ ପ୍ରତିଷ୍ଠା ଦିବସ ପାଳନ କରିଥିବାବେଳେ ସୋମବାର ଏକ ଦୁଃଖଦ ଘଟଣା ଘଟିଯାଇଛି। ୧୯ନଂ. ଏନ୍‌କ୍ଲୋଜରରେ ଥିବା...

ଦୁର୍ଦ୍ଦଶାରେ କଂସା ପିତ୍ତଳ କାରିଗର

ଖୋର୍ଦ୍ଧା ଅଫିସ,୨୧।୫: ଲକ୍‌ଡାଉନ ଓ ଶଟ୍‌ଡାଉନ ମଧ୍ୟରେ କଂସାପିତ୍ତଳ କାରିଗରଙ୍କ ଜୀବିକା ପ୍ରଭାବିତ ହୋଇଛି। ବିକ୍ରିବଟା ବନ୍ଦ ଥିବାବେଳେ କଞ୍ଚାମାଲ ଅଭାବରୁ କାମ ଧିମେଇଛି। ଫଳରେ...

ତେଲ ଟ୍ୟାଙ୍କରରୁ ଜବତ ହେଲା ୨.୫ କୁଇଣ୍ଟାଲ ଗଞ୍ଜେଇ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ତେଲ ଟ୍ୟାଙ୍କରରେ ଚାଲାଣ ହେଉଥିଲା ଗଞ୍ଜେଇ। ସ୍ବତନ୍ତ୍ର ଭାବେ ପ୍ୟାକିଂ କରାଯାଇ ଟାଙ୍କି ଭିତରେ ରଖାଯାଇଥିଲା। ପୋଲିସ ନଜରରୁ ବର୍ତ୍ତିବା ପାଇଁ ଏଭଳି ଅଭିନବ...

ପଥରରେ ଛେଚି ମହିଳାଙ୍କୁ ହତ୍ୟା

ଫୁଲନଖରା,୫।୪:(ଡି.ଏନ୍‌.ଏ.): କଟକ ସଦର ଥାନା ଅଧୀନ ଅରିଲୋ ମେଳନ ପଡ଼ିଆରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେ ହେଲେ ଅରିଲୋ ଗ୍ରାମର ହେମଲତା...

ଖୁବ୍‌ଶୀଘ୍ର ବିଏମ୍‌ସି ବାଣ୍ଟିବ ସ୍ମାର୍ଟ କିଓସ୍କୋ

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ) ସ୍ମାର୍ଟସିଟି ଲିମିଟେଡ୍‌ ପକ୍ଷରୁ ରାଜମହଲରୁ ମାଷ୍ଟରକ୍ୟାଣ୍ଟିନ ଯାଏ ନିର୍ମାଣ ହୋଇଥିବା ସ୍ମାର୍ଟ ଭେଣ୍ଡିଂ ଜୋନ୍‌ ବିଏମ୍‌ସିକୁ ହସ୍ତାନ୍ତର ହୋଇସାରିଛି। ସେଥିରେ ଥିବା ୧୫୦ଟି...

୨୨ରେ ସୁରଟରେ ଓଡ଼ିଶା ମହୋତ୍ସବ: ଛତ୍ରପୁର ବିଧାୟକ ସମ୍ବର୍ଦ୍ଧିତ

ଛତ୍ରପୁର,(ଡି.ଏନ୍‌.ଏ.)/ବ୍ରହ୍ମପୁର ଅଫିସ,୨୧ା୧- ଗୁଜରାଟ ରାଜ୍ୟ ସୁରଟର ଆମରୋଲିରେ ୨୨ ତାରିଖରେ ଓଡିଶା ମହୋତ୍ସବ ଅନୁଷ୍ଠିତ ହେବ ା ଏହାକୁ ଓଡିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ...

Advertisement
Archives

Model This Week