ସନ୍ତୋଷ ସାହୁ ପୁରୁଷୋତ୍ତମପୁରର ନୂଆ ତହସିଲଦାର

ପୁରୁଷୋତ୍ତମପୁର,୧୩।୯(ଡି.ଏନ୍‌.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂଆ ତହସିଲଦାର ଭାବେ ସନ୍ତୋଷ କୁମାର ସାହୁ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଅନୁଗୋଳ ଜିଲା ଆଠମଲ୍ଲିକ ବିଡିଓ ଭାବେ କାର୍ଯ୍ୟ କରୁଥିଲେ। ତେବେ ପୁରୁଷୋତ୍ତମପୁରରେ ଥିବା ତହସିଲଦାର ନିତିଶ କୁମାର ତ୍ରିପାଠୀଙ୍କ କଟକ ଆରଡିସି ଅଫିସ ଅଣ୍ଡର ସେକ୍ରେଟାରୀ ଭାବେ ବଦଳି ହୋଇଛି। ଏହି ଅବସରରେ ନୂତନ ତହସିଲଦାର ଓ ବିଦାୟୀ ତହସିଲଦାରଙ୍କୁ ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁ ଓ ସ୍ମୃତି ସୁଦର୍ଶନ ସାହୁ କର୍ମଚାରୀମାନେ ସମ୍ବର୍ଦ୍ଧନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଦୃଢ଼ ହେଉଛି ସ୍ବାସ୍ଥ୍ୟ ଭିତ୍ତିଭୂମି

ଅନୁଗୋଳ ଅଫିସ, ୫ା୬ ମହାମାରୀର ଦ୍ୱିତୀୟ ଲହର ଅତି ମାରାତ୍ମକ ସାବ୍ୟସ୍ତ ହେଉଥିବାରୁ ଏହାର ଉଚିତ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ଉପରେ ସର୍ବାଧିକ...

ଖାଉଟି ସାମଗ୍ରୀ ପ୍ରଦାନରେ ଅନିୟମିତତା: କାର୍ଯ୍ୟାଳୟରେ ତାଲା ପକାଇ ପ୍ରତିବାଦ

ଢେଙ୍କାନାଳ ଅଫିସ, ୧୩।୯-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କାଉଁରିଆପାଳ ଗ୍ରାମର ହିତାଧିକାରୀଙ୍କୁ ଖାଉଟି ସାମଗ୍ରୀ ପ୍ରଦାନରେ ଅନିୟମିତତା କରାଯାଉଥିବା ଅଭିଯୋଗ ହୋଇଛି। ବାରମ୍ବାର ଦୃଷ୍ଟି ଆକର୍ଷଣ...

ହାଇକୋର୍ଟଙ୍କ ପଦକ୍ଷେପ:ମାମଲା ବୋଝ କମାଇବାକୁ ଛୁଟିଦିନରେ ବସିଲା ସ୍ବତନ୍ତ୍ର ବେଞ୍ଚ

କଟକ ଅଫିସ,୧।୩: ମାମଲା ବୋଝ କମାଇବା ପାଇଁ ଶନିବାର ଛୁଟିଦିନ ହୋଇଥିଲେ ମଧ୍ୟ ହାଇକୋର୍ଟର ସ୍ବତନ୍ତ୍ର ବେଞ୍ଚ ବସିଥିଲା। ଜେଲ୍‌ କ୍ରିମିନାଲ ଅପିଲ୍‌ର ଶୁଣାଣି ପାଇଁ...

ପୁତୁରାଙ୍କ ଆକ୍ରମଣରେ ବଡ଼ ମା’ ଗୁରୁତର

ଆନନ୍ଦପୁର,୧୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଭାଟସିରା ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନାବାଳକ ପୁତୁରାଙ୍କ ଆକ୍ରମଣରେ ବଡ଼ ମା’ ଗୁରୁତର ହୋଇ...

ସଞ୍ଜୀବ ପାଣିଗ୍ରାହୀ ଓଡ଼ିଶା ହାଇକୋର୍ଟ ବିଚାରପତି ନିଯୁକ୍ତ

କଟକ ଅଫିସ,୭।୨: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ସଞ୍ଜୀବ ପାଣିଗ୍ରାହୀଙ୍କୁ ଶୁକ୍ରବାର ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଜଜ୍‌ ଭାବେ ନିଯୁକ୍ତି ଦେଇଥିବା...

ଭାଙ୍ଗିଗଲା ନୂଆଗାଁ ମାଇନର କେନାଲର କଂକ୍ରିଟ୍‌ ଢଳେଇ

ପରଜଙ୍ଗ, ୧୪।୧୦(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କନ୍ଦରସିଂହା ପଞ୍ଚାୟତର ଚାଷୀଙ୍କ ଜଳସେଚନର ପ୍ରମୁଖ ମାଧ୍ୟମ ନୂଆଗାଁ ମାଇନର କେନାଲର ୨୦ଫୁଟ କଂକ୍ରିଟ୍‌ ଢଳେଇ ଭାଙ୍ଗିଯାଇଛି।...

ଅର୍ଥାଭାବ: ନିଜ ରାଜ୍ୟକୁ ଫେରିପାରୁନାହାନ୍ତି ୫ ପରିବାର

କୋରୁକୋଣ୍ଡା, ୨୨ା୫(ଡି.ଏନ୍‌.ଏ.)-ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ୫ଟି ପରିବାରର ପ୍ରାୟ ୨୫ ଜଣ ମାଲକାନଗିରି ଜିଲା ବାଲିମେଳା ଏନ୍‌ଏସି ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପଡ଼ିଆରେ ଗତ ୫ମାସ ତଳେ...

ବ୍ରହ୍ମପୁର ବଜାରରେ ବିହାର ଲିଚୁର ଚାହିଦା ଅଧିକ

ବ୍ରହ୍ମପୁର ଅଫିସ,୧୯।୫: ରେଶମ ସହର ବ୍ରହ୍ମପୁରରେ ଗ୍ରୀଷ୍ମ ପ୍ରଭାବରେ ପ୍ରତିଦିନ ଉତ୍ତାପ ବଢ଼ୁଥିବାରୁ ପ୍ରବଳ ଗରମ ଅନୁଭୂତ ହେବା ସହ ପାରଦ ବଢ଼ିଚାଲିିଛି। ଅନ୍ୟପଟେ ବଜାରରେ...

Advertisement
Archives

Model This Week