ସନ୍ତୋଷୀ ସାହୁ ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟର କୁଳସଚିବ

ଭୁବନେଶ୍ୱର,୧ା୧୧: ନବଗଠିତ ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟର କୁଳସଚିବ ଭାବେ ଓଏ୍‌ଏସ୍‌ ସନ୍ତୋଷୀ ସାହୁ ନିଯୁକ୍ତ ହୋଇଛନ୍ତି। ବୁଧବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ବୋର୍ଡ ଅଫ୍‌ ରେଭିନ୍ୟୁରେ ଅତିରିକ୍ତ ସଚିବ ଭାବେ କାର୍ଯ୍ୟରତ ବରିଷ୍ଠ ଓଏଏସ୍‌ ଅଫିସର ସନ୍ତୋଷୀ ସାହୁଙ୍କୁ ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର(କୁଳସଚିବ) ଭାବେ ବଦଳି କରାଯାଇଛି। ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟର ପ୍ରାବଧାନ ଅନୁସାରେ ତାଙ୍କର ନିଯୁକ୍ତି ସଂକ୍ରାନ୍ତ ବିଜ୍ଞାପନ ଖୁବ୍‌ଶୀଘ୍ର ରାଜ୍ୟପାଳଙ୍କ ସଚିବାଳୟ ପକ୍ଷରୁ ଜାରି ହେବ ବୋଲି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri