ସନ୍ତୃପ୍ତ ମିଶ୍ରଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଲଚଲ, ଯୋଗାଯୋଗରେ ବହୁ ଭାଜପା ନେତା…

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର । ଦଳ ଛାଡୁଥିବା ନେତାଙ୍କ ଉପରେ ବର୍ଷିବା ସହ ଭାଜପାକୁ ମଧ୍ୟ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ଯେଉଁମାନେ ଏବେ ବିଜେଡି ଛାଡୁଛନ୍ତି ସେ ତାଙ୍କର ବ୍ୟକ୍ତିଗତ ସ୍ବାର୍ଥ ପାଇଁ ଦଳ ଛାଡୁଛନ୍ତି ।

ସେପଟେ ଭାଜପାକୁ ଟାର୍ଗେଟ କରି ସେ କହିଛନ୍ତି, ବିଜେଡିରୁ ଯେତେ ନେତା ଭାଜପା ନେବା କଥା ନେଇଯାଉ । ଟ୍ରକ, କାର୍‌, ପ୍ଲେନ ଲଗାଇ ସବୁ ନେତାଙ୍କୁ ଭାଜପା ନେଇଯାଉ । କିନ୍ତୁ ମିଡିଆରେ ଆସି ଭିତିହୀନ କଥା ନ କୁହନ୍ତୁ । ବିଜେଡିର ଅନେକ ନେତା ଭାଜପା ସମ୍ପର୍କରେ ଅଛନ୍ତି ବୋଲି ଭିତିହୀନ କଥା ନକୁହନ୍ତୁ । ମୁଁ ବି କହୁଛି, ଭାଜପାର ଅନେକ ନେତା ମୋ ସହ ଯୋଗାଯୋଗରେ ଅଛନ୍ତି । ନେତାମାନେ ବ୍ୟକ୍ତିଗତ ସ୍ତରରେ ସବୁବେଳେ ଯୋଗାଯୋଗରେ ଥାଆନ୍ତି । ତା’ର ଅର୍ଥ ନୁହେଁ ନେତା ରାଜନୈତିକ ଦଳ ପରିବର୍ତ୍ତନ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାଁ ଘୋଷଣା କଲା ଭାଜପା: ଜାଣନ୍ତୁ କେଉଁ ଜିଲାରୁ କିଏ ପାଇଲେ ଦାୟିତ୍ୱ

ଭୁବନେଶ୍ୱର,୯।୫: ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା ଐଶ୍ୱର୍ଯ୍ୟା ବିଶ୍ୱାଳ ରାଜ୍ୟର ବିଭିନ୍ନ ସାଙ୍ଗଠନିକ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀଙ୍କ ନାମ ଶୁକ୍ରବାର ଘୋଷଣା କରିଛନ୍ତି।…

ମହିଳା ମୋର୍ଚ୍ଚା ସଭାନେତ୍ରୀଙ୍କ ନାଁ ଘୋଷଣା କଲା ଭାଜପା: ଭୋଳି ସାହୁଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ): ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା ଐଶ୍ୱର୍ଯ୍ୟା ବିଶ୍ୱାଳ ରାଜ୍ୟର ବିଭିନ୍ନ ସାଙ୍ଗଠନିକ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀଙ୍କ ନାମ ଶୁକ୍ରବାର ଘୋଷଣା…

ଦେଶରେ ବଢ଼ିବ ପେଟ୍ରୋଲ-ଡିଜେଲର ମୂଲ୍ୟ, ୩୦ହଜାର କୋଟି କ୍ଷତି ସହୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୯।୫:  ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ପରେ, ବିଶ୍ୱ ବଜାରରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା ଏହି ସଂଘର୍ଷ…

ରାତାରାତି ଫଲୋଅର୍ସ ଗାଏବ୍‌, ଚିନ୍ତାରେ କୋହଲିଙ୍କ ସମେତ ଏହି ଷ୍ଟାର୍‌, ଜାଣନ୍ତୁ କାହିଁକି

ସୋସିଆଲ ମିଡିଆ ଜଗତରୁ ସମ୍ପ୍ରତି ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ରାତାରାତି ଅନେକ ପ୍ରମୁଖ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଫଲୋଅର୍ସ ସଂଖ୍ୟାରେ ଏକ ବଡ଼ ହ୍ରାସ…

ଅବିନାଶ ନନ୍ଦଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ

ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ଯୁବ ମୋର୍ଚ୍ଚା ଜିଲା ସଭାପତିଙ୍କ ନାମ…

ଶୁଭେନ୍ଦୁ ମୁଖ୍ୟମନ୍ତ୍ରୀ ହେବାପରେ ଆସିଲା ଶେଖ ହସିନାଙ୍କ ପ୍ରତିକ୍ରିୟା: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୯।୫: ପଶ୍ଚିମବଙ୍ଗରେ ବିଜେପିର ନବନିର୍ବାଚିତ ବିଧାୟକ ଦଳର ଏକ ବୈଠକ ପରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ମୁଖ୍ୟମନ୍ତ୍ରୀ ପଦ ପାଇଁ…

ହାତୀଙ୍କୁ ଠେଙ୍ଗାରେ ପିଟିବା ସହ ହାତୀପଲଙ୍କ ଭିଡିଓ କରି ସୋସିଆଲ ମିଡିଆରେ ଛାଡିବା ପଡିଲା ମହଙ୍ଗା: ବିଳମ୍ବିତ ରାତିରେ ୨ ନାବାଳକ ଗିରଫ

ପାଟଣା, ୯।୫(ବୀର କିଶୋର ଦାଶ): ଗତ ୪/୫ଦିନ ତଳେ ୪ଟି ଦନ୍ତା ହାତୀପାଟଣା ରେଞ୍ଜ ମଲ୍ଲିପଶି ବିଟରେ ଡେରା ପକାଇ ଥିବାବେଳେ ହାତୀଙ୍କୁ ଠେଙ୍ଗାରେ ପିଟିବା, ଲାଞ୍ଜ…

ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାଁ ଘୋଷଣା: କାଞ୍ଚନ ବାଗଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା.ଐଶ୍ବର୍ଯ୍ୟା ବିଶାଳ ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri