Posted inରାଜ୍ୟ

ରାଜନୀତିରୁ ନେଇଯିବେ ସନ୍ୟାସ, ଖୋଲା ଚ୍ୟାଲେଞ୍ଜ ଦେଲେ ପାଣ୍ଡିଆନ

ଭୁବନେଶ୍ୱର,୧୦।୫: ନିର୍ବାଚନୀ ସଭାରେ ବଡ ବୟାନ ଦେଇଛନ୍ତି ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଶୁକ୍ରବାର ଏକ ସମାବେଶକୁ ସମ୍ବୋଧନ ସମୟରେ ନାଁ ନ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି ”ଯଦି ଆସନ୍ତା ଜୁନ୍ ୯ ରେ ୭୫% ସଂଖ୍ୟାଗରିଷ୍ଠତା ସହିତ ଆମ ମୁଖ୍ୟମନ୍ତ୍ରୀ ପୁଣିଥରେ ଶପଥ ଗ୍ରହଣ କରିବେ ନାହିଁ ତେବେ ମୁଁ ରାଜନୀତିରୁ ସନ୍ୟାସ ନେଇଯିବି”।

ଏହାପରେ ସେ କହିଥିଲେ ”ମୁଁ ମୁଖ୍ୟମନ୍ତ୍ରୀଙ୍କ ଚାମଚା ହେଇ ଦୃଢୋକ୍ତି ପ୍ରକାଶ କରୁଛି ଯେ, ଆମେ ପୁଣି କ୍ଷମତାକୁ ଆସିବୁ। ଆପଣ ଜଣେ ଆପଣଙ୍କର ଯଦି ଦମ୍ ଅଛି କେନ୍ଦ୍ରମନ୍ତ୍ରୀ ଯଦି ଭାଜପା ସରକାର ଆସିବ ନାହିଁ ସେ ରାଜନୀତିରୁ ସନ୍ୟାସ ନେବେ ବୋଲି କୁହନ୍ତୁ ବୋଲି ପାଣ୍ଡିଆନ ଆହ୍ୱାନ ଦେଇଥିଲେ”।

ଏହି ସମୟରେ କେନ୍ଦ୍ରମନ୍ତ୍ରୀ ତାଙ୍କୁ କେଉଁସବୁ ନାଁ ନେଇ ଡାକୁଛନ୍ତି ତାକୁ ସେ ମନେ ପକାଇଥିଲେ। ଏହା ସହିତ ସେ ବିଭନ୍ନ ପ୍ରସଙ୍ଗ ନେଇ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କରିଥିଲେ। ଏପରିକି ସେ ଗୋଟିଏ ୱାର୍ଡ ମେମ୍ବର ଜିତି ପରିବେନାହିଁ ବୋଲି ପାଣ୍ଡିଆନ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri