Posted inଜାତୀୟ

କମୁଛି ଆନ୍ଦୋଳନକାରୀ କୃଷକଙ୍କ ସଂଖ୍ୟା: ଚିନ୍ତାରେ ସଂଯୁକ୍ତ କୃଷକ ମୋର୍ଚ୍ଚା!

ନୂଆଦିଲ୍ଲୀ,୧୧ ।୩: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ଦୀର୍ଘ ୩ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଦିଲ୍ଲୀର ଗାଜିପୁର, ଶାହାଜାହାଁପୁର, ଟିକରି ଓ ସିନ୍ଧୁ ସୀମାରେ କୃଷକମାନେ ଆନ୍ଦୋଳନରେ ବସିଛନ୍ତି । ହେଲେ ଏବେ ଦେଖାଯାଇଛି କି ଆନ୍ଦୋଳନକାରୀ କୃଷକଙ୍କ ସଂଖ୍ୟା ବେଳକୁ ବେଳ କମିବାରେ ଲାଗିଛି । ତେଣୁ ଏହି ଆନ୍ଦୋଳନ ବେଳକୁ ବେଳ ଫିକା ପଡିବା ଲକ୍ଷ୍ୟ କରାଯାଉଛି । ସଂଯୁକ୍ତ କୃଷକ ମୋର୍ଚ୍ଚାର ନେତାଙ୍କ ବ୍ୟତୀତ ଭାରତୀୟ କୃଷକ ୟୁନିୟନର ରାଷ୍ଟ୍ରୀୟ ପ୍ରବକ୍ତା ରାକେଶ ଟିକାଏତ କୃଷକ ଆନ୍ଦୋଳନର ସଫଳତାକୁ ନେଇ ଯାହା ବି ଦାବି କରନ୍ତୁ ନା କାହିଁକି ହେଲେ ସତ ହେଉଛି ସୀମାରେ ବେଳକୁ ବେଳ କୃଷକଙ୍କ ସଂଖ୍ୟା କମିବାରେ ଲାଗିଛି । ୟୁପି ଗେଟ ନିକଟରେ ଆନ୍ଦୋଳନକାରୀ କୃଷକଙ୍କ ସଂଖ୍ୟା ପୂର୍ବରୁ ହଜାର ହଜାର ସଂଖ୍ୟାରେ ଥିବା ବେଳେ ଏବେ ଏହି ସଂଖ୍ୟା ୨୦୦ ତଳକୁ ଚାଲି ଆସିଲାଣି । ତେଣୁ ଆଗକୁ ଏହି ଆନ୍ଦୋଳନ ସଫଳ ହେବ କି ନା ତାହା ଏବେ ବଡ ପ୍ରଶ୍ନ ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସହ ସମ୍ପର୍କକୁ ନେଇ କହୁ କହୁ ଏମିତି କହିଲେ ମେଲୋନି: ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଓ୍ବାଶିଂଟନ୍‌,୧୭।୬: ବିଶ୍ୱ ନେତାମାନେ ଜି-୭ ଶିଖର ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ଫରାସୀ ସହର ଏଭିଆନରେ ଏକାଠି ହୋଇଥିଲେ। ଏହି କାର୍ଯ୍ୟକ୍ରମ ସମୟରେ,…

ଜନସଂଖ୍ୟା ଓ ଜଳବାୟୁ

ପୃଥିବୀରେ ମଣିଷ ବଞ୍ଚିବା ନିମନ୍ତେ ସୁସ୍ଥ ଜଳବାୟୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରକୃତି ରାଣୀର ବରଦାନ ଅନୁସାରେ ମଣିଷ ଏହି ପୃଥିବୀରେ ନିଜର ଜୀବନ ଅତିବାହିତ କରିପାରୁଛି।…

ଏଇ ଭାରତରେ

ଭାରତର ବିଭିନ୍ନ ସହର ଅଧୀନ ବସ୍ତିରେ ରହୁଥିବା ପିଲାମାନେ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ସେମାନେ ପ୍ରାୟତଃ ଶ୍ରମିକ ଶ୍ରେଣୀ ପରିବାରର ହୋଇଥିବାରୁ ସେମାନଙ୍କ ଶିକ୍ଷା ଉପରେ ମାତାପିତା…

ରାଜନୈତିକ ପ୍ରତାରଣା

ବିଭିନ୍ନ ସମୟରେ ରାଜନୈତିକ ଦଳ ଜନତାଙ୍କୁ ଅନେକ ପ୍ରତିଶ୍ରୁତି ଦେଇଥାନ୍ତି। ନିର୍ବାଚନୀ ଇସ୍ତାହାର ଜରିଆରେ ଓ ପରବର୍ତ୍ତୀ ସମୟରେ କ୍ଷମତାସୀନ ଦଳ ଭାବେ ପ୍ରତିଶ୍ରୁତି ଦିଅନ୍ତି। କିନ୍ତୁ…

ଲେବାନନ୍‌ରୁ ଇସ୍ରାଏଲ୍‌ ଓହରିବା ଆବଶ୍ୟକ: ଇରାନ

ଦୁବାଇ,୧୭ା୬: ପଶ୍ଚିମ ଏସିଆରେ ଯୁଦ୍ଧ ବନ୍ଦ ଲାଗି ଆମେରିକା ଓ ଇରାନ ସହମତିରେ ପହଞ୍ଚତ୍ଥିବା ଏବଂ ଆସନ୍ତା ୧୯ର ଉଭୟ ପକ୍ଷ ଆନୁଷ୍ଠାନିକ ଭାବେ ଚୁକ୍ତିନାମା ସ୍ବାକ୍ଷର…

ଟ୍ରମ୍ପ୍‌ଙ୍କୁ ଭେଟିଲେ ମୋଦି, ଆଜି ଦ୍ବିପାକ୍ଷିକ ଆଲୋଚନା

ଏଭିଆନ୍‌-ଲେସ୍‌-ବାଏନ୍ସ,୧୭ା୬: ଫ୍ରାନ୍ସର ଏଭିଆନ୍‌-ଲେସ୍‌-ବାଏନ୍ସରେ ଜି-୭ ଶିଖର ସମ୍ମିଳନୀ ପାଇଁ ବିଶ୍ୱନେତା ଏକାଠି ହୋଇଥିବାବେଳେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟି କରମର୍ଦ୍ଦନ…

ଶୁଭାରମ୍ଭ ବେଳେ ଫୁଲତୋଡ଼ା, ନିଲମ୍ବନ ପରେ ଏତଲା: ଫିଟୁଛି ବକ୍ସ କଣ୍ଡୁଇଟ୍‌ ନିର୍ମାଣ ଅନିୟମିତତା ଗୁମର

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ ନିର୍ମାଣରେ ହୋଇଥିବା ଅନିୟମିତତାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଏହି ଅନିୟମିତତା ଧରାପଡ଼ିବା ପରେ ଗତ ୮ତାରିଖ…

ଆଜି ସୃଷ୍ଟି ହେବ ଧ୍ରୁବ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ସଫଳତା

ଆଜି ଜୁନ୍ ୧୭ ତାରିଖରେ, ଚନ୍ଦ୍ର କର୍କଟ ରାଶିରେ ଅଛନ୍ତି, ଏବଂ ଚନ୍ଦ୍ର, ବୃହସ୍ପତି ଏବଂ ଶନିଙ୍କ ପ୍ରଭାବ ପ୍ରଭାବଶାଳୀ ହେବ। ପୁନର୍ବାସୁ ନକ୍ଷତ୍ରର ଉପସ୍ଥିତି ‘ଧ୍ରୁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri