ପ୍ରଥମଥର ପାଇଁ ସ୍ବାମୀଙ୍କ ସହ ନଜର ଆସିଲେ ଏହି ଅଭିନେତ୍ରୀ

ପୂର୍ବତନ ବିଗ ବସ ପ୍ରତିଯୋଗୀ ତଥା ହରିୟାଣୀ ନୃତ୍ୟଶିଳ୍ପୀ ସପନା ଚୌଧୁରୀ ପ୍ରଥମଥର ପାଇଁ ସ୍ବାମୀଙ୍କ ସହ କରଓ୍ବାଚୌଥ ପାଳନ କରିଛନ୍ତି। ସପନା ଭୀର ସାହୁଙ୍କୁ ସହ ଗୁପ୍ତରେ ବିବାହ କରିଥିଲେ। ବିହାହ ପରେ ସପ୍‌ନା ନିକଟରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। କରଓ୍ବାଚୌଥ ଅବସରରେ ପ୍ରଥମ ଥର ପାଇଁ ସ୍ବାମୀ ବୀରଙ୍କ ସହ ଫଟୋ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ ସପନା ନାଲି ରଙ୍ଗର ଶାଢି ପିନ୍ଧିଥିଲେ। ତାଙ୍କ ସ୍ବାମୀ ନାଲି କୁର୍ତ୍ତା ଏବଂ ଧଳା ପାଇଜାମା ପିନ୍ଧିଛନ୍ତି। ଗତ ଅକ୍ଟୋବରରେ ସପନା ତାଙ୍କର ପ୍ରଥମ ସନ୍ତାନ ଜନ୍ମ ଦେଇଥିଲେ। ମା ହେବା ସହିତ ପ୍ରଶଂସକମାନେ ସପନା ଏବଂ ଭୀର ସାହୁଙ୍କ ବିବାହ ବିଷୟରେ ମଧ୍ୟ ଜାଣିଥିଲେ। ଫେସବୁକ ଲାଇଭରେ ପିତା ହେବା ବିଷୟରେ ଭୀର ଜଣାଇଥିଲେ। ତାଙ୍କ ପ୍ରଶଂସକମାନେ ସପନାଙ୍କୁ ଜଣେ ମା ହୋଇଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ସପନା ଚୌଧୁରୀ ଜଣେ ମହାନ ନୃତ୍ୟଶିଳ୍ପୀ। ଅନେକ ସମୟରେ ତାଙ୍କର ଭିଡିଓ ଭାଇରାଲ ହୁଏ। ସେହିପରି ତାଙ୍କ ସ୍ବାମୀ ଭୀର ଜଣେ ଗାୟକ ଏବଂ ଅଭିନେତା। ଉଭୟଙ୍କ ମଧ୍ୟରେ ଗତ ୪ ବର୍ଷ ହେବ ପ୍ରେମ ସମ୍ପର୍କ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ବର ବେଶରେ ସଜେଇ ହେଲେ ଅନୁପ ଜଲୋଟା

ପ୍ରସିଦ୍ଧ ଭଜନ ଗାୟକ ଅନୁପ ଜଲୋଟା ଗତ କିଛି ବର୍ଷ ମଧ୍ୟରେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଯେବେଠୁ ସେ ବିଗ୍‌ ବସ୍‌ରେ ଭାଗ ନେଇଛନ୍ତି ସେବେଠୁ...

କପିଲଙ୍କ ଉପରେ ଏମିତି ଅଭିଯୋଗ ଆଣିଲେ ସୁମୋନା, କହିଲେ କପିଲ ମୋତେ…

କମେଡି କିଂ ‘କପିଲ ଶର୍ମା ଶୋ’ ଲୋକପ୍ରିୟ ସିରିଏଲ ମଧ୍ୟରୁ ଅନ୍ୟତମ । ଅବଶ୍ୟ, ଗତ କିଛି ବର୍ଷ ମଧ୍ୟରେ ଅନେକ ବାଦ ବିବାଦ ଦେଖାଦେଇଛି...

ଏହି ଲୋକପ୍ରିୟ ଅଭିନେତାଙ୍କୁ ଆକ୍ରମଣ: ଜୀବନରୁ ମାରିଦେବାକୁ ମିଳିଲା ଧମକ

ଛୋଟ ପରଦାର ଲୋକପ୍ରିୟ ଧାରାବାହିକ ‘ତାରକ ମେହତା କା ଓଲଟା ଚଶମା’ରେ ଗୋଗୀ ଭୂମିକାରେ ଅଭିନୟ କରୁଥିବା ଅଭିନେତା ସମୟ ଶାହଙ୍କ ଉପରେ ଆକ୍ରମଣ ହୋଇଛି।...

ବିବାହ ପରେ ଅଧିକ ବୋଲ୍ଡ ହେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ଛୋଟପରଦାର ଲୋକପ୍ରିୟ ଅଭିନେତ୍ରୀ ମୌନୀ ରୟ ବିବାହ ପରେ ସୋସିଆଲ ମିଡିଆରେ ଏବେ ବହୁତ ରୋମାଣ୍ଟିକ୍‌ ଫଟୋ ଶେୟାର କରୁଛନ୍ତି। ସୁରଜ ନାମ୍ବିଆରଙ୍କ ସହ...

କେଜିଏଫ୍‌-୨ର ଷ୍ଟାର୍‌ କାଷ୍ଟଙ୍କ ପାରିଶ୍ରମିକ କେତେ ଜାଣନ୍ତି

କେଜିଏଫ୍‌ ୨ ଏପ୍ରିଲ ୧୨ରେ ମୁକ୍ତିଲାଭ କରିଛି। ପ୍ରଶାନ୍ତ ନୀଲଙ୍କ ନିର୍ଦ୍ଦେଶନାରେ କେଜିଏଫ୍‌-୨ ବକ୍ସ ଅଫିସରେ ରେକର୍ଡ ଭାଙ୍ଗୁଛି। ୧୦ ଦିନ ମଧ୍ୟରେ ୮୦୦ କୋଟିରୁ...

ବିପାଶାଙ୍କୁ ଉପହାର ପଠାଇଲେ ସୋନମ

ମୁମ୍ବାଇ: ଅଭିନେତ୍ରୀ ବିପାଶା ବସୁ ଏବଂ କରଣ ସିଂ ଗ୍ରୋଭର ନଭେମ୍ବର ୧୨ରେ ଏକ କନ୍ୟା ସନ୍ତାନର ମାତାପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ବିବାହର...

ଇଡି ନିକଟରେ ହାଜର ହେବାକୁ ମନାକଲେ ରିୟା

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ଇଡି ଏବଂ ସିବିଆଇ ତଦନ୍ତ ଆରମ୍ଭ କରିଛନ୍ତି। ଗୁରୁବାର ଦିନ ସିବିଆଇ ସୁଶାନ୍ତ ସିଂ ରାଜପୁତ ମାମଲାରେ...

ଦକ୍ଷିଣ ଭାରତୀୟ ରୀତିନୀତିରେ ବିବାହ

ବମ୍ବେ: ବିଗତ କିଛି ମାସ ଧରି ବଲିଉଡ୍‌ରେ ବିବାହ ଋତୁ ଚାଲିଛି। ଏହି ସମୟ ମଧ୍ୟରେ ଅଭିନେତା ବିକ୍କି କୌଶଲଙ୍କଠାରୁ ଆରମ୍ଭ କରି ଫର୍‌ହାନ ଅଖ୍‌ତର,...

Advertisement
Archives

Model This Week