ସପ୍‌ସିର ରାଖୀ ପୂର୍ଣ୍ଣିମା ଅଫର

ନୂଆଦିଲ୍ଲୀ,୯।୮: ଚଳିତ ରାଖୀ ପୂର୍ଣ୍ଣିମାରେ ଫ୍ଲିପ୍‌କାର୍ଟର ସପ୍‌ସି ପକ୍ଷରୁ ରାଖୀ ଓ କମ୍ବୋ ଅଫର୍‌ ଘୋଷଣା କରାଯାଇଛି । ସୁଲଭଠାରୁ ଆରମ୍ଭ କରି ଫ୍ୟାନ୍ସି, ଦାମୀଠାରୁ ଆରମ୍ଭ କରି ସାଧାରଣ ରାଖୀ ପର୍ଯ୍ୟନ୍ତ ବିଭିନ୍ନ ବିଭାଗରେ ବହୁମାତ୍ରାରେ ବିକଳ୍ପ ଉପଲବ୍ଧ ସହ ସପ୍‌ସିରେ କେବଳ ୩୯ ଟଙ୍କାରେ ସମସ୍ତଙ୍କ ପାଇଁ କିଛି ନା କିଛି ଉପଲବ୍ଧ ରହିଛି। ପାରମ୍ପରିକ ରାଖୀରେ ଏକ କିଛି ନୂତନ ସାମିଲ କରି ବ୍ରେସ୍‌ଲେଟ୍‌ ରାଖୀଗୁଡିକ କୁଲ୍‌ ଆକ୍‌ସେସରିଜ୍‌ ଭାବେ ଦ୍ୱିଗୁଣିତ ହୋଇଛନ୍ତି। ସପ୍‌ସି ଆପ୍‌ରେ ଏହାକୁ ୮୯ଟଙ୍କାର ପ୍ରାରମ୍ଭିକ ମୂଲ୍ୟରେ ପାଇପାରିବେ। ଚୟନ କରିବା ପାଇଁ ରହିଥିବା ଏକ ବିସ୍ତୃତ ଶୃଙ୍ଖଳାର ରାଖୀ ଓ ଚକୋଲେଟ୍‌ ସହ ଆପଣଙ୍କ ପାଖରେ ଏକ କମ୍ବୋକୁ କଷ୍ଟୋମାଇଜ୍‌ କରିବାର ବିକଳ୍ପ ମଧ୍ୟ ରହିଛି। ସପ୍‌ସି ଆପ୍‌ରେ ଏହାକୁ ୯୯ଟଙ୍କାର ପ୍ରାରମ୍ଭିକ ମୂଲ୍ୟରେ ପାଇପାରିବେ। ସପ୍‌ସି ଆପ୍‌ରୁ ଡିଜାଇନ୍‌ର ରାଖୀକୁ ମାତ୍ର ୯୯ଟଙ୍କାର ପ୍ରାରମ୍ଭିକ ମୂଲ୍ୟରେ ଏବଂ ୧୦ଟି ଆକର୍ଷଣୀୟ ରାଖୀ ଥିବା ଏକ ସିଙ୍ଗଲ୍‌ ସେଟ୍‌କୁ ସପ୍‌ସିରେ ୯୯ଟଙ୍କାର ପ୍ରାରମ୍ଭିକ ମୂଲ୍ୟରେ ପାଇପାରିବେ । ରାକ୍ଷୀର ଏକ ସମ୍ମିଶ୍ରଣ ସହ କେବଳ ପିଲାମାନଙ୍କ ପାଇଁ ନୁହେଁ ବରଂ ହୃଦୟରୁ ସବୁବେଳେ ପିଲାଥିବା ବ୍ୟକ୍ତିଙ୍କ ପାଇଁ ମଧ୍ୟ ଆଦର୍ଶ ରାଖୀ ରହିଛି, ଯାହାକୁ ସପ୍‌ସିରେ ୫୯ ଟଙ୍କାର ପ୍ରାରମ୍ଭିକ ମୂଲ୍ୟରେ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri