ସପ୍‌ସିର ରାଖୀ ପୂର୍ଣ୍ଣିମା ଅଫର

ନୂଆଦିଲ୍ଲୀ,୯।୮: ଚଳିତ ରାଖୀ ପୂର୍ଣ୍ଣିମାରେ ଫ୍ଲିପ୍‌କାର୍ଟର ସପ୍‌ସି ପକ୍ଷରୁ ରାଖୀ ଓ କମ୍ବୋ ଅଫର୍‌ ଘୋଷଣା କରାଯାଇଛି । ସୁଲଭଠାରୁ ଆରମ୍ଭ କରି ଫ୍ୟାନ୍ସି, ଦାମୀଠାରୁ ଆରମ୍ଭ କରି ସାଧାରଣ ରାଖୀ ପର୍ଯ୍ୟନ୍ତ ବିଭିନ୍ନ ବିଭାଗରେ ବହୁମାତ୍ରାରେ ବିକଳ୍ପ ଉପଲବ୍ଧ ସହ ସପ୍‌ସିରେ କେବଳ ୩୯ ଟଙ୍କାରେ ସମସ୍ତଙ୍କ ପାଇଁ କିଛି ନା କିଛି ଉପଲବ୍ଧ ରହିଛି। ପାରମ୍ପରିକ ରାଖୀରେ ଏକ କିଛି ନୂତନ ସାମିଲ କରି ବ୍ରେସ୍‌ଲେଟ୍‌ ରାଖୀଗୁଡିକ କୁଲ୍‌ ଆକ୍‌ସେସରିଜ୍‌ ଭାବେ ଦ୍ୱିଗୁଣିତ ହୋଇଛନ୍ତି। ସପ୍‌ସି ଆପ୍‌ରେ ଏହାକୁ ୮୯ଟଙ୍କାର ପ୍ରାରମ୍ଭିକ ମୂଲ୍ୟରେ ପାଇପାରିବେ। ଚୟନ କରିବା ପାଇଁ ରହିଥିବା ଏକ ବିସ୍ତୃତ ଶୃଙ୍ଖଳାର ରାଖୀ ଓ ଚକୋଲେଟ୍‌ ସହ ଆପଣଙ୍କ ପାଖରେ ଏକ କମ୍ବୋକୁ କଷ୍ଟୋମାଇଜ୍‌ କରିବାର ବିକଳ୍ପ ମଧ୍ୟ ରହିଛି। ସପ୍‌ସି ଆପ୍‌ରେ ଏହାକୁ ୯୯ଟଙ୍କାର ପ୍ରାରମ୍ଭିକ ମୂଲ୍ୟରେ ପାଇପାରିବେ। ସପ୍‌ସି ଆପ୍‌ରୁ ଡିଜାଇନ୍‌ର ରାଖୀକୁ ମାତ୍ର ୯୯ଟଙ୍କାର ପ୍ରାରମ୍ଭିକ ମୂଲ୍ୟରେ ଏବଂ ୧୦ଟି ଆକର୍ଷଣୀୟ ରାଖୀ ଥିବା ଏକ ସିଙ୍ଗଲ୍‌ ସେଟ୍‌କୁ ସପ୍‌ସିରେ ୯୯ଟଙ୍କାର ପ୍ରାରମ୍ଭିକ ମୂଲ୍ୟରେ ପାଇପାରିବେ । ରାକ୍ଷୀର ଏକ ସମ୍ମିଶ୍ରଣ ସହ କେବଳ ପିଲାମାନଙ୍କ ପାଇଁ ନୁହେଁ ବରଂ ହୃଦୟରୁ ସବୁବେଳେ ପିଲାଥିବା ବ୍ୟକ୍ତିଙ୍କ ପାଇଁ ମଧ୍ୟ ଆଦର୍ଶ ରାଖୀ ରହିଛି, ଯାହାକୁ ସପ୍‌ସିରେ ୫୯ ଟଙ୍କାର ପ୍ରାରମ୍ଭିକ ମୂଲ୍ୟରେ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri