ସପ୍ତଶଯ୍ୟା ମହୋତ୍ସବ ପଦ୍ମଶ୍ରୀ ପ୍ରିୟମ୍ବଦା ହେଜ୍‌ମାଦୀଙ୍କୁ ସପ୍ତଶଯ୍ୟା ସମ୍ମାନ

ଢେଙ୍କାନାଳ ଅଫିସ,୨୫।୧୨-ଢେଙ୍କାନାଳର ସାଂସ୍କୃତିକ ଅନୁଷ୍ଠାନ ‘ଦେବାଂଶୀ ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ଶୁକ୍ରବାର ଭର୍ଚୁଆଲ୍‌ ମୋଡ୍‌ରେ ସପ୍ତଶଯ୍ୟା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ମହେଶ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ପ୍ରିୟମ୍ବଦା ହେଜମାଦୀଙ୍କୁ ‘ସପ୍ତଶଯ୍ୟା ସମ୍ମାନ-୨୦୨୧’ରେ ସମ୍ମାନିତ କରାଯାଇଥିଲା। ସେହିପରି ଜୀବନବ୍ୟାପୀ ସାଧନା ପାଇଁ ସ୍ବନାମଧନ୍ୟ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କର, ଚଳଚ୍ଚିତ୍ର ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।
ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ, ଆଇସିସିଆଇ ବ୍ୟାଙ୍କ ଆଞ୍ଚଳିକ ନିର୍ଦ୍ଦେଶକ ମୀନାକ୍ଷୀ ମିଶ୍ର, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ରାଜ୍ୟ ସଂସ୍କୃତି ବିଭାଗ ପ୍ରକଳ୍ପ ସଂଯୋଜକ ବାସୁଦେବ ମାଳବିଶୋଇ, ଆୟକର ବିଭାଗର ଅବସରପ୍ରାପ୍ତ ପ୍ରମୁଖ କମିଶନର ଶରତ ଦାସ, ଲାୟନ୍ସ କ୍ଲବ ଅଧ୍ୟକ୍ଷା ଶୁଚିସ୍ମିତା ପୃଷ୍ଟି, କ୍ୟାନ୍‌ସର ଫାଉଣ୍ଡେଶନର ମିନତୀ ବେହେରା, ସିଏଫ୍‌ଟି ନିର୍ଦ୍ଦେଶକ ଅମିୟବାଳା ପରିଡା, ଆଦିତ୍ୟବାହିନୀ ଗୋବର୍ଦ୍ଧନ ମଠର ସାଧାରଣ ସମ୍ପାଦକ ମାତୃପ୍ରସାଦ ମିଶ୍ର, ସାମାଜିକ କର୍ମୀ ସୁବ୍ରତ କୁମାର ଦାସ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଦେବାଂଶୀ ନିର୍ଦ୍ଦେଶକ ଗୁରୁ ଗୌରୀଶଙ୍କର ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri