ଇନ୍‌ଷ୍ଟାଗ୍ରାମରେ ଦୁହେଁ ଦୁହିଁଙ୍କୁ କଲେ ଅନ୍‌ଫଲୋ ସାରା-କାର୍ତ୍ତିକ

ମୁମ୍ବାଇ: ବଲିଉଡ୍‌ ନବାଗତା ସାରା ଅଲୀ ଖାଁ ଓ ଅଭିନେତା କାର୍ତ୍ତିକ ଆର୍ୟନ ଗତ ବର୍ଷ ଫିଲ୍ମ ‘ଲଭ ଆଜ କଲ’ରେ ମୁଖ୍ୟ ଚରିତ୍ରରେ ନଜର ଆସିଥିଲେ। ସେହିଦିନଠାରୁ ଦୁହେଁ ଦୁହିଁଙ୍କୁ ଡେଟ୍‌ କରୁଛନ୍ତି ବୋଲି ଚର୍ଚ୍ଚା ହେଉଥିଲା। ହେଲେ ଏହାକୁ ଦୁଇଜଣ କେବେ ସ୍ବୀକାର କରି ନ ଥିବା ବେଳେ ପ୍ରାୟ ସମୟରେ ସେମାନଙ୍କୁ ଏକାଠି ସ୍ପଟ କରାଯାଇଛି। କିନ୍ତୁ ଏବେ ବି-ଟାଉନରେ ଏହି ଚର୍ଚ୍ଚିତ ଲଭ୍‌ବାର୍ଡଙ୍କ ମଧ୍ୟରେ ଦୂରତା ଆସିଯାଛି ବୋଲି ଚର୍ଚ୍ଚା ହେଉଛି। କାରଣ ସାରା ଓ କାର୍ତ୍ତିକ ଦୁହେଁ ଦୁହିଁଙ୍କୁ ଇନ୍‌ଷ୍ଟାଗ୍ରାମ୍‌ରେ ଅନ୍‌ଫଲୋ କରିଥିବା ଜଣାପଡ଼ିଛି। ତେବେ ସେମାନେ କାହିଁକି ପରସ୍ପରକୁ ଅନ୍‌ଫଲୋ କରିଛନ୍ତି ତାହା ଏବେ ଜଣାପଡ଼ିନାହିଁ। କିନ୍ତୁ ଦୁହିଁଙ୍କ ସମ୍ପର୍କରେ ଏବେ ଫାଟ ସୃଷ୍ଟି ହୋଇଛି ବୋଲି ଆକଳନ କରାଯାଉଛି। କେବେ ଦୁହେଁ ଦୁହିଁଙ୍କୁ ଡେଟ କରୁଥିବା ନେଇ ବି-ଟାଉନରେ ଚର୍ଚ୍ଚା ଜୋର ଧରିଥିବା ବେଳେ ଏବେ ସାରା ଓ କାର୍ତ୍ତିକଙ୍କ ଅନ୍‌ଫଲୋ ଖବର ସମସ୍ତଙ୍କୁ ଚକିତ କରିଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରିକୁ ନେଇ କ୍ୟାଟ୍ରିନା-ରଣବୀରଙ୍କ ଫଟୋରେ ଅଶ୍ଳୀଳ ଟୁଇଟ୍‌ କରି ବିବାଦରେ ଏହି କମ୍ପାନୀ

ବର୍ତ୍ତମାନ ସମଗ୍ର ଦେଶରେ ଦେଶହରା ପୂଜା ଜାରି ରହିଛି। ନବରାତ୍ରି ମଧ୍ୟ ଚାଲିଛି। ଏହି ସମୟରେ ‘ଇରୋଜ ନାଓ’ କମ୍ପାନୀ ନବରାତ୍ରିକୁ ନେଇ କ୍ୟାଟ୍ରିନା କୈଫ୍‌...

ସୁଶାନ୍ତ ସିଂ ରାଜପୁତଙ୍କ ନାମରେ ପାଣ୍ଠି ଖୋଲିଲେ ଏକତା କପୁର: ଲୋକେ କହିଲେ ଏପରି…

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାକୁ ୨ ମାସ ବିତିଯାଇଛି। ହେଲେ ଆଜି ପର୍ଯ୍ୟନ୍ତ ତାଙ୍କ ମୃତ୍ୟୁକୁ ପରିବାର ତଥା ପ୍ରଶଂସକମାନେ ଗ୍ରହଣ...

କ୍ଷୀର ପରି ତୋଫା ଗୋରା ୪ ଅଭିନେତ୍ରୀଙ୍କ ଚେହେରା: ନେବାକୁ ପଡ଼େନି ମେକ୍‌ ଅପ୍‌

ମୁମ୍ବାଇ: ଫିଲ୍ମ ଶୁଟିଂ ସମୟରେ ଅଭିନେତ୍ରୀ, ଅଭିନେତା ତଥା ଅନ୍ୟ କଳାକାରଙ୍କୁ ମେକ୍‌ ଅପ୍‌ ନେବାକୁ ପଡ଼ିଥାଏ। ତେବେ ବିଲିଉଡ୍‌ର ୪ ଅଭିନେତ୍ରୀଙ୍କ ଚେହେରା କ୍ଷୀର...

ହାଇକୋର୍ଟରେ ଖାରଜ ହେଲା ଫକ୍ସ ଷ୍ଟୁଡିୟର ଆବେଦନ: ଓକିଲଙ୍କୁ ଦେବାକୁ ପଡ଼ିବ କ୍ରେଡିଟ୍‌

ନୂଆଦିଲ୍ଲୀ,୧୧।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ୍‌’ରେ ଏସିଡ୍‌ ଆଟାକ୍‌ ପୀଡ଼ିତାଙ୍କ ଓକିଲ ଅପର୍ଣ୍ଣା ଭଟ୍ଟଙ୍କୁ କ୍ରେଡିଟ୍‌ ଦେବା ମାମଲାରେ ହାଇକୋର୍ଟ ଶନିବାର...

ସୂର୍ଯ୍ୟମନ୍ଦିରରେ ପୂଜା

ନୂଆକରି ଆରମ୍ଭ ହୋଇଥିବା ଯାତ୍ରାନୁଷ୍ଠାନ ‘ଅପେରା ସୂର୍ଯ୍ୟମନ୍ଦିର’ର ପ୍ରଥମ ନାଟକ ହେଉଛି ‘ପୁଅ ଯିବ ଶାଶୁଘର’। ସାଧାରଣତଃ ଝିଅମାନେ ଶାଶୁଘରକୁ ଯାଉଥିବା ବେଳେ ‘ଅପେରା ସୂର୍ଯ୍ୟମନ୍ଦିର’...

ଐଶ୍ୱର୍ଯ୍ୟା ରାୟଙ୍କ ସହ ରୋମାନ୍ସ କରିବାକୁ ଡରିଯାଇଥିଲେ ଏହି ସୁପରଷ୍ଟାର: ଆଉ ତାପରେ…

ବଲିଉଡ୍‌ ଅଭିନେତ୍ରୀ ତଥା ବଚ୍ଚନ ପରିବାରର ବୋହୂ ଐଶ୍ୱର୍ଯ୍ୟା ରାୟ ବଚ୍ଚନ କିଛି ଦିନ ହେବ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତାଙ୍କର କାମ...

ଜନ୍ମଦିନର ଫଟୋ ଶେୟାର ମାଆବାପାଙ୍କୁ ମିସ୍‌ କଲେ ହେମାମାଳିନୀ

୧୬ ଅକ୍ଟୋବର ୧୯୪୮ରେ ଜନ୍ମିତ ହେମାମାଳିନୀ ୭୧ ବର୍ଷରେ ପଦାର୍ପଣ କରିଛନ୍ତି। ହେମା କିଛିବର୍ଷ ଧରି ପ୍ରତିଜ୍ଞା କରିଥିଲେ ମିଡିଆ ସମ୍ମୁଖରେ ବନ୍ଧୁ, ପରିବାରବର୍ଗ ଏପରି...

ମିସ୍‌ ଗ୍ଲୋରି ଅଫ୍‌ ୟୁନିଭର୍ସ: ଭାରତର ପ୍ରତିନିଧିତ୍ୱ କରିବେ ମଞ୍ଜୁ ଥାପ୍ପା

ନୂଆଦିଲ୍ଲୀ,୬।୧: ମିସ୍‌ ଗ୍ଲୋରି ଅଫ୍‌ ୟୁନିଭର୍ସ-୨୦୨୦ ଫେବୃୟାରୀ ୫ରେ ବ୍ୟାଙ୍କକ୍‌ରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗୀତାରେ ଗ୍ଲୋରି ଅଫ୍‌ ନର୍ଥ-ଇଷ୍ଟ ମଞ୍ଜୁ ଥାପ୍ପା ଭାରତ ପକ୍ଷରୁ...

Coronavirus Update

Archives

Model This Week

Why Dharitri