ମନ୍ଦିର ଯାଇ ଟ୍ରୋଲ ହେଲେ ସାରା

ମୁମ୍ବାଇ: ବଲିଉଡ୍ ବିୟୁଟି ସାରା ଅଲି ଖାଁ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛନ୍ତି । ସେ ଆଜିକାଲି ଭକ୍ତ ଭାବେ ଯେମିତି ଉଭା ହୋଇଛନ୍ତି ଏହି ନାୟିକା । ଲଗାତାର ଭାବେ ସାରା ମନ୍ଦିର ଓ ମସଜିଦ ଯିବାର ଫଟୋ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି । ନିକଟରେ ସେ ଏକ ସୁନ୍ଦର ଫଟୋ ଶେୟାର କରିଥିଲେ । ଯାହାପରେ ତାଙ୍କୁ ଟ୍ରୋଲର ସାମ୍ନା କରିବାକୁ ପଡିଛି । ସାରା କାମାକ୍ଷା ମନ୍ଦିର ଦର୍ଶନ କରିବାର ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ । ହ୍ୱାଇଟ କଲର ସାଲୱାରେ ଖୁବ୍ ସୁନ୍ଦର ଲାଗୁଥିଲେ ଏହି ନାୟିକା । ଏହାସହ କ୍ୟାପଶନରେ ଲେଖିଥିଲେ ଶାନ୍ତି, ଧନ୍ୟ ଓ କୃତଜ୍ଞ । ହେଲେ ଏହି ଫଟୋ ଦେଖିବା ପରେ ସୋସିଆଲ ମିଡିଆ ୟୁଜର୍ସ ତାଙ୍କୁ ଟ୍ରୋଲ କରିଛନ୍ତି । ଅର୍ଥାତ୍ ତାଙ୍କ ଧର୍ମକୁ ନେଇ ପ୍ରଶ୍ନ ଉଠାଇଛନ୍ତି । ଜଣେ ୟୁଜର୍ସ ଲେଖିଛନ୍ତି ସାରା ଆପଣ କେଉଁ ଧର୍ମ ଫଲୋ କରୁଛନ୍ତି, ହିନ୍ଦୁ ନା ମୁସଲିମ । ଅନ୍ୟ ଜଣେ ଲେଖିଛନ୍ତି ଆପଣ ହିନ୍ଦୁ ନା ମୁସଲିମ । ଆଉ ଜଣେ ଲେଖିଛନ୍ତି, ତୁମେ ମୁସଲିମ ହୋଇ ନ ପାର । ଯାହା ବି ହେଉ ନିକଟରେ ସାରା ‘ଅତରଙ୍ଗି’ରେ ନଜର ଆସିବେ । ଏଥିରେ ଅକ୍ଷୟ କୁମାର ଓ ଧନୁଷଙ୍କୁ ମଧ୍ୟ ଦେଖିବୁ ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri