ମନ୍ଦିର ଯାଇ ଟ୍ରୋଲ ହେଲେ ସାରା

ମୁମ୍ବାଇ: ବଲିଉଡ୍ ବିୟୁଟି ସାରା ଅଲି ଖାଁ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛନ୍ତି । ସେ ଆଜିକାଲି ଭକ୍ତ ଭାବେ ଯେମିତି ଉଭା ହୋଇଛନ୍ତି ଏହି ନାୟିକା । ଲଗାତାର ଭାବେ ସାରା ମନ୍ଦିର ଓ ମସଜିଦ ଯିବାର ଫଟୋ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି । ନିକଟରେ ସେ ଏକ ସୁନ୍ଦର ଫଟୋ ଶେୟାର କରିଥିଲେ । ଯାହାପରେ ତାଙ୍କୁ ଟ୍ରୋଲର ସାମ୍ନା କରିବାକୁ ପଡିଛି । ସାରା କାମାକ୍ଷା ମନ୍ଦିର ଦର୍ଶନ କରିବାର ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ । ହ୍ୱାଇଟ କଲର ସାଲୱାରେ ଖୁବ୍ ସୁନ୍ଦର ଲାଗୁଥିଲେ ଏହି ନାୟିକା । ଏହାସହ କ୍ୟାପଶନରେ ଲେଖିଥିଲେ ଶାନ୍ତି, ଧନ୍ୟ ଓ କୃତଜ୍ଞ । ହେଲେ ଏହି ଫଟୋ ଦେଖିବା ପରେ ସୋସିଆଲ ମିଡିଆ ୟୁଜର୍ସ ତାଙ୍କୁ ଟ୍ରୋଲ କରିଛନ୍ତି । ଅର୍ଥାତ୍ ତାଙ୍କ ଧର୍ମକୁ ନେଇ ପ୍ରଶ୍ନ ଉଠାଇଛନ୍ତି । ଜଣେ ୟୁଜର୍ସ ଲେଖିଛନ୍ତି ସାରା ଆପଣ କେଉଁ ଧର୍ମ ଫଲୋ କରୁଛନ୍ତି, ହିନ୍ଦୁ ନା ମୁସଲିମ । ଅନ୍ୟ ଜଣେ ଲେଖିଛନ୍ତି ଆପଣ ହିନ୍ଦୁ ନା ମୁସଲିମ । ଆଉ ଜଣେ ଲେଖିଛନ୍ତି, ତୁମେ ମୁସଲିମ ହୋଇ ନ ପାର । ଯାହା ବି ହେଉ ନିକଟରେ ସାରା ‘ଅତରଙ୍ଗି’ରେ ନଜର ଆସିବେ । ଏଥିରେ ଅକ୍ଷୟ କୁମାର ଓ ଧନୁଷଙ୍କୁ ମଧ୍ୟ ଦେଖିବୁ ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri