ଝୁଲୁଥିବା ଅବସ୍ଥାରେ ଯୋଗ କଲେ ସାରା: ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ୍ ନାୟିକା ସାରା ଅଲି ଖାଁ ଶୁକ୍ରବାର ଏକ ଭିଡିଓ ଶେୟାର କରିଛନ୍ତି ଯେଉଁଥିରେ ସେ ଏରିୟଲ ଯୋଗ କରୁଥିବା ନଜର ଆସିଛି । ଏପର୍ଯ୍ୟନ୍ତ ଏହାକୁ ୧୩ ଲକ୍ଷରୁ ଅଧିକ ଭ୍ୟୁଜ ମିଳିଥିବା ବେଳେ ଭିଡିଓକୁ ଦେଖି ବହୁ କମେଣ୍ଟ ମଧ୍ୟ ଆସିଛି । ଏହି ଭିଡିଓରେ ସାରା କପଡା ଦଉଡିରେ ଝୁଲୁଥିବା ନଜର ଆସିଛନ୍ତି । ତେବେ ସାରା ଫିଟ୍ ରହିବା ପାଇଁ ଏମିତି ଯୋଗ କରୁଥିବା କୁହାଯାଉଛି । ସେ ଏହି ଭିଡିଓକୁ ଇନଷ୍ଟାଗ୍ରମରେ ଶେୟାର କରିବା ସହ ଲେଖିଛନ୍ତି, ୱିକେଣ୍ଡ ମେ ଝୁଲତେ ହୁୂଏ । ସୂଚନାଯୋଗ୍ୟ, ସାରା ଏବେ ମା’ ଅମୃତା ସିଂ ଓ ଭାଇ ଇବ୍ରାହିମଙ୍କ ସହ ମାଲଦ୍ୱିପରେ ଛୁଟି କାଟୁଛନ୍ତି । ସେହିଠାରୁ ହିଁ ସେ ଏହି ଭିଡିଓ ଶେୟାର କରିଛନ୍ତି । ଏହା ପୂର୍ବରୁ ବି ସେ ତାଙ୍କ ଭ୍ୟାକେଶନର ବହୁ ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ । ନିକଟରେ ସାରାଙ୍କ ଅଭିନୀତ ଫିଲ୍ମ ‘କୁଲି ନମ୍ବର ୱାନ’ ଓଟିଟି ପ୍ଲାଟଫର୍ମରେ ରିଲିଜ୍ ହୋଇଥିଲେ ବି ଏହା ଦର୍ଶକଙ୍କୁ ଏତେଟା ପସନ୍ଦ ଆସି ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

CJP ହିଂସା ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ! ବାତିଲ ହେବ….

ନୂଆଦିଲ୍ଲୀ,୨୩।୭: ଜନ୍ତର ମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ପ୍ରତିବାଦ ସମୟରେ ଘଟିଥିବା ହିଂସାରେ ଜଡିତ ଲୋକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri