ସାରାଙ୍କଠାରୁ ଜାହ୍ନବୀ- ଜାଣନ୍ତୁ କେତେ ପଢିଛନ୍ତି ଷ୍ଟାର କିଡ୍ସ

ଆଜିକାଲି ବଲିଉଡ୍‌ରେ ଷ୍ଟାର୍‌ କିଡ୍ସଙ୍କ ଦବ୍‌ଦବା ଚାଲିଛି। ଅଭିନେତା ସୈଫ ଅଲ୍ଲୀ ଖାନ୍‌ଙ୍କ ଝିଅ ସାରା ଅଲ୍ଲୀ ଖାନଙ୍କଠାରୁ ଆରମ୍ଭ କରି ଶ୍ରୀଦେବୀ ତନୟା ଜାହ୍ନବୀ କପୁର ବଲିଉଡ୍‌ରେ ନିଜର ପରିଚୟ ସୃଷ୍ଟି କରି ଚାଲିଛନ୍ତି। କିନ୍ତୁ ଜାଣନ୍ତି କି ପରଦାରେ ଦର୍ଶକଙ୍କ ମନୋରଞ୍ଜନ କରୁଥିବା ଏହିି ଷ୍ଟାର କିଡ୍ସମାନେ କେତେ ପାଠ ପଢିଛନ୍ତି।

ସାରା ଅଲ୍ଲୀ ଖାନ କଲମ୍ବିଆ ୟୁନିଭରସିଟିରେ ଗ୍ରାଜୁଏସନ କରିଛନ୍ତି। ସେ ପାଠ ପଢାରେ ଉତ୍ତମ ଥିଲେ।

ବୋନି କପୁର ଏବଂ ଶ୍ରୀଦେବୀଙ୍କ ଝିଅ ଜାହ୍ନବୀ କପୁର ଫିଲ୍ମ ଜଗତକୁ ଆସିବା ପୂର୍ବରୁ କାଲଫର୍ନିଆର ଲି ଷ୍ଟାସବର୍ଗ ଥିଏଟର ଆଣ୍ଡ ଫିଲ୍ମ ଇନଷ୍ଟିଚ୍ୟୁଟ୍‌ରେ ଆକ୍ଟିଂ କୋର୍ସ କରିଥିଲେ।

ସେହିପରି ଅଭିନେତା ଚଙ୍କି ପାଣ୍ଡେଙ୍କ ଝିଅ ଅନନ୍ୟା ପାଣ୍ଡେ ଧୀରୁଭାଇ ଅମ୍ବାନୀ ସ୍କୁଲରୁ ଗ୍ରାଜୁଏଶନ ଶେଷ କରିଛନ୍ତି।

ଶାହରୁଖ ଖାନଙ୍କ ଝିଅ ସୁହାନା ଖାନ୍‌ ନ୍ୟୁୟର୍କରେ ଫିଲ୍ମ ମେକିଂ କୋର୍ସ କରିଛନ୍ତି। ସେ ଖୁବ୍‌ଶୀଘ୍ର ବଲିଉଡ୍‌ରେ ପାଦ ଥାପିବେ ବୋଲି ଚର୍ଚ୍ଚା ହେଉଛି।


All Right Reserved By Dharitri.Com

ଓଲେ ଓଲେ ଗୀତରେ କୋରିଓଗ୍ରାଫର, ଅଭିନେତ୍ରୀଙ୍କ ଦମ୍‌ଦାର ଡ୍ୟାନ୍ସ: ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସନ୍ଦୀପା ଧର ଓ କୋରିଓଗ୍ରାଫର ମେଲ୍‌ଭିନ ଲୁଇସ୍‌ଙ୍କ ଏକ ଡ୍ୟାନ୍ସ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି...

ଲକ୍‌ଡାଉନ୍‌ ସମୟରେ ମା’ କରୀନାଙ୍କୁ ସୁନ୍ଦର ଉପହାର ଦେଲେ ତୈମୁର

ମୁମ୍ବାଇ: ଲକ୍‌ଡାଉନ୍‌ ପାାଇଁ ବଲିଉଡ୍‌ କଳାକାରମାନେ ଏବେ ଘରେ ସମୟ ବିତାଉଛନ୍ତି। ଏହି ଅବସରରେ କଳାକାରମାନେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ଥିବା ଦେଖିବାକୁ ମିଳୁଛି।...

ଓଡ଼ିଆ ଝିଅ ଚେଲ୍‌ସିଙ୍କୁ ପ୍ରଶଂସା କଲେ ସଚିନ ତେନ୍ଦୁଲକର, ସୋନା ମହାପାତ୍ର କହିଲେ ଏମିତି କଥା

ସୋନି ଟିଭି ପକ୍ଷରୁ ପ୍ରସାରିତ ଇଣ୍ଡିଆନ ଆଇଡଲ-୧୧ରେ ନଜର ଆସିଛନ୍ତି ପୁଣି ଜଣେ ଓଡିଆ ଝିଅ। ସେ ହେଉଛନ୍ତି ଚେଲ୍‌ସି ବେଉରା। ଇଶକ୍‌ଜାଦେ ଫିଲ୍ମର ‘ମେଁ...

ବିୟୁଟି, ବ୍ରେନ୍‌ ଆଉ ଟ୍ୟାଲେଣ୍ଟର ପରଫେକ୍ଟ ମିଶ୍ରଣ କାବ୍ୟା କିରଣ

ମୁମ୍ବାଇ: ବଲିଉଡ୍‌ ସହ କିଛି ଆଞ୍ଚଳିକ ଭାଷାର ଫିଲ୍ମରେ କାମ କରିଥିବା ଅଭିନେତ୍ରୀ କାବ୍ୟା କିରଣ ଏବେ ବେଶ୍‌ ପରିଚିତ। ତାଙ୍କୁ ଏବେ ବିୟୁଟି, ବ୍ରେନ୍‌...

୨୨ ବର୍ଷ ତଳେ ଐଶ୍ୱର୍ଯ୍ୟା ଗାଇଥିବା ଏକ ଗୀତର ଭିଡିଓ ଭାଇରାଲ

ଆଜି ବି ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ପ୍ରଶଂସକଙ୍କ ସଂଖ୍ୟା କମ୍‌ ନାହିଁ। ତାଙ୍କ ସମ୍ପର୍କରେ କିଛି ଗୋଟିଏ ଖବର ପ୍ରକାଶ ପାଇଲେ ଏହା ତୀବ୍ର...

ଗଣବଳାତ୍କାର ଅଭିଯୁକ୍ତଙ୍କୁ ଏନକାଉଣ୍ଟର: ବଲିଉଡ ଅଭିନେତା କହିଲେ, ‘ଜୟ ହୋ’

ମୁମ୍ବାଇ, ୬।୧୨:ତେଲେଙ୍ଗାନାର ଡାକ୍ତରାଣୀଙ୍କୁ ଗଣବଳାତ୍କାର କରିବା ପରେ ତାଙ୍କୁ ହତ୍ୟା କରିଥିବା ୪ ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଶୁକ୍ରବାର ସକାଳୁ ଏଭଳି ଘଟଣା...

ଭିନ୍ନ ଢଙ୍ଗରେ ସୁରକ୍ଷାକର୍ମୀଙ୍କ ଜନ୍ମଦିନ ପାଳିଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ ଷ୍ଟାରକିଡ୍‌ ତଥା ନବାଗତା ନାୟିକା ଶ୍ରଦ୍ଧା କପୁର ତାଙ୍କ ଉଦାର ହୃଦୟ ପାଇଁ ତିଆରି କରିଛନ୍ତି ନିଜର ଏକ ଭିନ୍ନ ପରିଚୟ। ନିକଟରେ...

ବାୟ ବାୟ ଦିଲ୍‌

ନୂଆ ଓଡ଼ିଆ ସିନେମା ‘ବାୟ ବାୟ ଦିଲ୍‌’କୁ ନେଇ ଓଲିଉଡ୍‌ରେ ଚର୍ଚ୍ଚା। କାରଣ ଏହାର ନାୟିକା ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି ରୁଷୀୟ ଲଳନା ଆଲେକ୍‌ଜାଣ୍ଡ୍ରା ସ୍କେଲସୁନୋଭା...

Coronavirus Update



Archives

Model This Week

Why Dharitri

Leave a comment

Your email address will not be published. Required fields are marked *