ଲଗଜରୀ କାର ଛାଡି ମେଟ୍ରୋରେ ବୁଲିଲେ ସାରା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସାରା ଅଲ୍ଲୀ ଖାନ ଭ୍ରମଣ କରିବାକୁ ବହୁତ ପସନ୍ଦ କରନ୍ତି। ସେ ପ୍ରାୟତଃ ନିଜ କାମରୁ ବିରତି ନେଇ ବୁଲିବାକୁ କୌଣସି ନା କୌଣସି ସ୍ଥାନକୁ ଯାଆନ୍ତି। ଇତି ମଧ୍ୟରେ ଅଭିନେତ୍ରୀ ନିଜର ଲଗଜରୀ କାର ଛାଡି ମେଟ୍ରୋରେ ଯାତ୍ରା କରୁଥିବା ଦେଖିବାକୁ ମିଳିଛି। ଏହାର ଫଟୋ ସାରା ଅଲି ଖାନ ଇନଷ୍ଟା ଷ୍ଟୋରୀରେ ଶେୟାର କରିଛନ୍ତି, ଯେଉଁଥିରେ ସେ ମୁମ୍ବାଇ ମେଟ୍ରୋରେ ଯାତ୍ରା ଉପଭୋଗ କରୁଥିବା ଦେଖିବାକୁ ମିଳିଛି। ଭିଡିଓରେ ସାରା ମେଟ୍ରୋ ଭିତରେ ବସିଛନ୍ତି, ଆଉ କ୍ୟାମେରାରେ ହସୁଥିବା ବେଳେ ହାଏ କହୁଛନ୍ତି। ଆଉ କରି କ୍ୟାପଶନରେ ଲେଖିଛନ୍ତି, ‘ମୁମ୍ବାଇ ମେରୀ ଜାନ’।

ସାରା ଅଲି ଖାନ ଫିଲ୍ମ ‘ମେଟ୍ରୋ ଇନ ଦିନୋ’ରେ ନଜର ଆସିବେ। ଯେଉଁଥିରେ ତାଙ୍କ ସହ ଆଦିତ୍ୟ ରୟ କାପୁରଙ୍କୁ ମଧ୍ୟ ଦେଖିବାକୁ ମିଳିବ। ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଛନ୍ତି ଅନୁରାଗ ବାସୁ। ଚଳଚ୍ଚିତ୍ରରେ ସାରା ଏବଂ ଆଦିତ୍ୟଙ୍କ ବ୍ୟତୀତ ଅନୁପମ ଖେର, ଫାତିମା ସାନା ଶେଖ, ଅଲି ଫଜଲ, ପଙ୍କଜ ତ୍ରିପାଠୀ ଏବଂ ନୀତା ଗୁପ୍ତା ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଣୀ ମୁଖାର୍ଜୀଙ୍କ ଉପରେ ଭାଙ୍ଗିପଡିଲା ଦୁଃଖର ପାହାଡ଼, ଏମିତି କେବେ ଘଟିବ ବୋଲି…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ତାଙ୍କ ମାଆ କୃଷ୍ଣା ମୁଖାର୍ଜୀଙ୍କର ୭୫ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର, ସେପ୍ଟେମ୍ବର…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀଙ୍କ ଦେହାନ୍ତ

ମୁମ୍ବାଇ, ୨୨।୯: ୧୯୭୦ ଓ ୧୯୮୦ ଦଶକର ବଙ୍ଗଳା ଏବଂ ହିନ୍ଦୀ ସିନେମାକୁ ନିଜର ଦୀପ୍ତିମୟ ଅଭିନୟରେ ସମୃଦ୍ଧ କରିଥିବା ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀ ଆଉ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?