ଅମରନାଥ ଧାମରେ ପହଞ୍ଚିଲେ ସାରା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସାରା ଅଲି ଖାନ ଜଣେ ମୁସଲମାନ ହୋଇପାରନ୍ତି, କିନ୍ତୁ ସେ ହିନ୍ଦୁ ଧର୍ମକୁ ମଧ୍ୟ ଗୁରୁତ୍ୱ ଦିଅନ୍ତି। ପ୍ରାୟତଃ ଅଭିନେତ୍ରୀ ଭଗବାନ ଶିବଙ୍କୁ ପୂଜା କରୁଥିବାର ଦେଖାଯାଏ। ଏଥି ସହିତ ନିକଟରେ ସେ ଜମ୍ମୁ-କଶ୍ମୀରର ଅମରନାଥ ଧାମ ପରିଦର୍ଶନ କରିଛନ୍ତି। ଯାହାର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଅଧିକ ଭାଇରାଲ ହେବାରେ ଲାଗିଛି । ଭିଡିଓରେ ଅଭିନେତ୍ରୀ ହାତରେ ବାଡ଼ି ଧରି ଅମରନାଥ ଯାତ୍ରା କରୁଥିବା ନଜର ଆସିଛନ୍ତି।
ଅମରନାଥ ଧାମରୁ ଆସିଥିବା ଏହି ଭିଡିଓରେ ସାରା ଏକ ନୀଳ ଟ୍ରାକ ସୁଟ ପିନ୍ଧିଛନ୍ତି। ଭିଡିଓରେ ପୋଲିସ ସାରାଙ୍କୁ ସୁରକ୍ଷା ଦେଉଛନ୍ତି। ଏହାପୂର୍ବରୁ ସାରା ଇନଷ୍ଟାଗ୍ରାମରେ ସୋନମାର୍ଗର କିଛି ସୁନ୍ଦର ଫଟୋ ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଖୋଲିବନି ସ୍କୁଲ: ଏହି ୨ ଜିଲାରେ ବଢ଼ିଲା ଖରାଛୁଟି ଅବଧି

ଭୁବନେଶ୍ୱର, ୧୭।୬: ବଲାଙ୍ଗୀର ଜିଲାରେ ବଢ଼ିଲା ଖରାଛୁଟି ଅବଧି। ୨୦ ତାରିଖ ଯାଏ ଖରାଛୁଟି ଅବଧି ବଢ଼ିଛି। ତେବେ ୨୨ ତାରିଖରେ ବଲାଙ୍ଗୀରରେ ଶିକ୍ଷାନୁଷ୍ଠାନ ଖୋଲିବ। ପ୍ରବଳ…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

ଧୂଷୁରୀପଙ୍ଗଟା ମୁଖ୍ୟରାସ୍ତାରେ ମଦ ଦୋକାନ ପୁନଃସ୍ଥାପନକୁ ବିରୋଧ: ଜିଲାପାଳଙ୍କୁ ଭେଟି ଦାବିପତ୍ର

ଅସୁରାଳି, ୧୭।୬ (ସନ୍ତୋଷ ସାହୁ): ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀପଙ୍ଗଟା ମୁଖ୍ୟ ରାସ୍ତାପାର୍ଶ୍ୱରେ ସରକାରୀ ଦେଶୀ ଓ ବିଦେଶୀ ମଦ ଦୋକାନକୁ ପୁନର୍ବାର ସ୍ଥାପନ ନ କରିବା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ: ଚାମେଲିଙ୍କୁ ଦୋଷ ମୁକ୍ତ କର, ନ ହେଲେ…

ପାଟଣା,୧୭।୬(ବୀର କିଶୋର ଦାଶ):କେନ୍ଦ୍ରାପଡା ଜିଲା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ। ଯେ ପର୍ଯ୍ୟନ୍ତ ତାଙ୍କୁ ନ୍ୟାୟ ପ୍ରଦାନ ସହ ସମ୍ପୂର୍ଣ୍ଣ…

ଶେଷ ଦିନରେ ୧୩ ଜଣ ପ୍ରାର୍ଥୀ କଲେ ନାମାଙ୍କନ ଦାଖଲ, କିଏ କେଉଁ ଜୋନ୍‌ରୁ ଦେଖନ୍ତୁ ପୂରା ଲିଷ୍ଟ

ଛତ୍ରପୁର,୧୭।୬ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଯୋଜନା କମିଟି ସଦସ୍ୟ ଲାଗି ଆଜି ଶେଷ ଦିନରେ ୧୩ ଜଣ ଜିଲା ପରିଷଦ ସଭ୍ୟ / ସଭ୍ୟା ସେମାନଙ୍କ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା କମିଟି ଘୋଷଣା: ଜାଣନ୍ତୁ କାହାକୁ କାହାକୁ ମିଳିଲା ଦାୟିତ୍ୱ

ବଲାଙ୍ଗୀର,୧୭।୬(ସୁନୀଲ କୁମାର ମହାନ୍ତି ): ଆଜି ରାଜ୍ୟ ନିର୍ଦ୍ଦେଶ କ୍ରମେ ଓ ଜିଲା ଭାଜପା ପକ୍ଷରୁ ବିଧିବଦ୍ଧ ଭାବେ ବଲାଙ୍ଗୀର ଜିଲା ଭାଜପା ଯୁବମୋର୍ଚ୍ଚା କମିଟି ଘୋଷଣା…

ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri