ଏମିତି ପୁଅଙ୍କୁ ବିବାହ କରିବେ ସାରା, ରଖିଲେ ସର୍ତ୍ତ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସାରା ଅଲି ଖାନ୍‌ଙ୍କୁ କିଏ ବା ନ ଜାଣେ । ସେ ତାଙ୍କର ନୂଆ ନୂଆ ଫଟୋ, ଭିଡିଓ ଶେୟାର କରି ଚର୍ଚ୍ଚାରେ ରୁହନ୍ତି। ତେବେ ତାଙ୍କ ଫିଲ୍ମ ଅତରଙ୍ଗୀ ମଧ୍ୟ ରିଲିଜ୍‌ ହୋଇଯାଇଛି। ସେ ନିଜର ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ସବୁବେଳେ ବ୍ୟସ୍ତ ରୁହନ୍ତି। ଯେତେବେଳେ ତାଙ୍କ ବ୍ୟକ୍ତିଗତ ଜୀବନ କଥା ଆସେ, ଅଭିନେତ୍ରୀ କାହା ସହିତ ଡେଟ୍‌ କରନ୍ତି ନାହିଁ । ନିକଟରେ ସାରା ଅଲି ଖାନ୍‌ ଏଭଳି ଏକ ସର୍ତ୍ତ ରଖିଛନ୍ତି ଯାହା ସମସ୍ତଙ୍କୁ ଆଶ୍ଚଯର୍‌ୟ କରିଦେଇଛି। ତେବେ ଏକ ସାକ୍ଷାତକାର ସମୟରେ ସାରା ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ମୁଁ ଏମିତି ଜଣେ ବ୍ୟକ୍ତିଙ୍କୁ ବିବାହ କରିବି ଯିଏ ମୋ ମା’ଙ୍କ ସହ ଯାଇ ରହିପାରିବେ। ମୁଁ ତାଙ୍କୁ କେବେବି ଛାଡିବି ନାହିଁ ବୋଲି ସାରା କହିଛନ୍ତି। ସେ ତାଙ୍କ ମା’ଙ୍କ ସହ ବହୁତ ଜଡିତ। ମା’ଙ୍କୁ ନ ପଚାରି କୌଣସି କାମ କରନ୍ତି ନାହିଁ ବୋଲି ସାରା କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri