ଏହି ଲୋକପ୍ରିୟ ଅଭିନେତ୍ରୀ କରୋନା ଆକ୍ରାନ୍ତ

ମୁମ୍ବାଇ,୧୦।୯-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଲୋକପ୍ରିୟ ଟେଲି ଅଭିନେତ୍ରୀ ସାରା ଖାନ। ସେ ନିକଟରେ କରୋନା ଟେଷ୍ଟ କରିଥିଲେ। ଗୁରୁବାର ତାଙ୍କ ରିପୋର୍ଟ ଆସିଛି। ଏ ନେଇ ସାରା ନିଜ ଇନ୍‌ଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦୁର୍ଭାଗ୍ୟବଶତଃ ଆଜି ମୁଁ କରୋନାରେ ସଂକ୍ରମିତ ହୋଇଛି। ଡାକ୍ତର ମୋତେ ଘରେ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦେଇଛନ୍ତି। ବର୍ତ୍ତମାନ ମୁଁ ସୁସ୍ଥ ଅନୁଭବ କରୁଛି ଏବଂ ଶୀଘ୍ର ସୁସ୍ଥ ହେବା ପାଇଁ କାମନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଚରିତ୍ର ପସନ୍ଦ ନୁହେଁ

ନୂଆଦିଲ୍ଲୀ : ଲୋକପ୍ରିୟ ଟେଲିଭିଜନ ଶୋ’ ‘ଜିତ୍‌’, ଗନ୍ସ ଆଣ୍ଡ୍‌ ରୋଜେସ୍‌’ରେ ଅଭିନୟ କରିଥିବା ଅଭିନେତ୍ରୀ ନୀରୁ ବାଜଓ୍ବା ଗୋଟିଏ ଚରିତ୍ରରେ ଅଭିନୟ କରିବା ମୋର...

ଅମିତାଭ ବଚ୍ଚନଙ୍କ ନାଁରେ ଥାନାରେ ମାମଲା

ମୁମ୍ବାଇ,୩।୧୧- ବିବାଦରେ ଫସିଛି ଲୋକପ୍ରିୟ ଟେଲିଭିଜନ ଶୋ’ କୌନ ବନେଗା କରୋଡ ପତି ସିଜନ ୧୨। ଅକ୍ଟୋବର ୩୦ରେ ଶୋ’ର କରମବୀର ଏପିସୋଡରେ ଅଭିନେତା ଅମିତାଭ...

ଆକ୍ସନ, ଥ୍ରିଲର ଓ ରୋମାନ୍ସ ନେଇ ଆସିବ ‘ଖୁଦାହାଫିଜ’

ମୁମ୍ବାଇ: ବଲିଉଡ୍‌ର ‘କମାଣ୍ଡୋ’ ହିରୋ ବିଦ୍ୟୁତ ଜାନଓ୍ବାଲଙ୍କ ଅଭିନୀତ ଫିଲ୍ମ ‘ଖୁଦାହାଫିଜ’ର ଶୁଟିଂ ଆରମ୍ଭ ହୋଇଯାଇଛି। ଉଜ୍‌ବେକିସ୍ତାନରେ ଏହାର ଶୁଟିଂ ଆରମ୍ଭ ହେବା ନେଇ ଖବର...

୧୫ କୋଟିର ହିସାବ: ପୁଣି ଇଡ଼ିରେ ହାଜର ହେଲେ ରିଆ

ମୁମ୍ବାଇ, ୧୦।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାର ରହସ୍ୟର ପର୍ଦ୍ଦାଫାଶ୍‌ ପାଇଁ ଉଦ୍ୟମ ଜାରି ରହିଛି। ଏହା ଅନ୍ତର୍ଗତ ସୁଶାନ୍ତଙ୍କ ଗର୍ଲ ଫ୍ରେଣ୍ଡ୍‌...

ସୁଶାନ୍ତଙ୍କ ହାତ ଛାଡ଼ି ଏବେ ବିକ୍କିଙ୍କ ପ୍ରେମରେ ଅଙ୍କିତା, ଅଗଷ୍ଟରେ କରିପାରନ୍ତି ବିବାହ

ମୁମ୍ବାଇ: ସୁଶାନ୍ତଙ୍କ ସହ ବ୍ରେକ୍‌ଅପ୍‌ ହେବା ପରେ ଏବେ ଅଙ୍କିତା ଲୋଖଣ୍ଡେ ପୁଣି ଥରେ ପଡ଼ିଛନ୍ତି ପ୍ରେମରେ। ବ୍ୟବସାୟୀ ବିକ୍କି ଜୈନ୍‌ଙ୍କୁ ସେ ଡେଟ୍‌ କରୁଛନ୍ତି।...

ତନୁଶ୍ରୀଙ୍କୁ ପ୍ରଶଂସା କଲେ ଅମିତାଭ

ମୁମ୍ବାଇ: ନିକଟରେ ବିଗ୍‌ ବି ଅମିତାଭ ବଚ୍ଚନ ବଲିଉଡ୍‌ ନାୟିକା ତନୁଶ୍ରୀ ଦତ୍ତଙ୍କୁ ପ୍ରଶଂସା କରିଥିବା ଦେଖାଯାଇଛି। ଅମିତାଭ ତାଙ୍କ କାର୍ଯ୍ୟକ୍ରମ ‘କୌନ ବନେଗା କରୋଡପତି’...

୨୬ ବର୍ଷ ସାନ ଯୁବତୀଙ୍କୁ ଚତୁର୍ଥ ବିବାହ କରିଥିଲେ କବିର

ମୁମ୍ବାଇ: ବଲିଉଡ୍‌ରେ ନିଜର ଦମ୍‌ଦାର୍‌ ଅଭିନୟ ପାଇଁ ଚର୍ଚ୍ଚାରେ ରହୁଥିବା କବିର ବେଦୀ ରୋମାନ୍ସକୁ ନେଇ ମଧ୍ୟ ରହୁଥିଲେ ବେଶ୍‌ ଚର୍ଚ୍ଚାରେ। କେବଳ ସେତିକି ନୁହେଁ...

କେବଳ ବଲିଉଡ୍‌ ନୁହେଁ, ହଲିଉଡ୍‌ରେ ବି ସୁପରହିଟ୍‌ ଏହି ଅଭିନେତ୍ରୀ

ମୁମ୍ବାଇ: କିଛି ଅଭିନେତ୍ରୀ ଖାଲି ବଲିଉଡ୍‌ ନୁହେଁ, ହଲିଉଡ୍‌ରେ ମଧ୍ୟ ବେଶ୍‌ ଦମଦାର ଅଭିନୟ କରି ଦର୍ଶକଙ୍କ ଦୃଦୟ ଜିଣିଛନ୍ତି। ଐଶ୍ୱର୍ଯ୍ୟା ରାୟ: ନିଜର ସୌନ୍ଦର୍ଯ୍ୟ...

Play 250+ Trending Games
Archives

Model This Week

Why Dharitri