Posted inଫୁରସତ

ଅଟୋରେ ଘରକୁ ଫେରିଲେ ସାରା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସାରା ଅଲ୍ଲି ଖାନ୍‌ ଓ ଅଭିନେତା ଭିକି କୌଶଲଙ୍କ ମୁଭି ‘ଜରା ହକ୍‌କେ ଜରା ବଚ୍‌କେ’ ଜୁନ୍‌ ୨ରେ ବଡ଼ ପରଦାରେ ରିଲିଜ୍‌ ହେବାକୁ ଯାଉଛି। ଏହା ପୂର୍ବରୁ ଦୁହେଁ ତାଙ୍କ ଫିଲ୍ମ ପ୍ରମୋଶନ ପାଇଁ ଲାଗି ପଡ଼ିଛନ୍ତି। ବୁଧବାର ମୁମ୍ବାଇରେ ଆୟୋଜିତ ଏକ ଇଭେଣ୍ଟରେ ସାରା ସାମିଲ ହୋଇଥିଲେ। ସେଠାରେ ସେ ଗୋଲାପି ରଙ୍ଗର ପାରମ୍ପରିକ ଡ୍ରେସ୍‌ ପିନ୍ଧିଥିବା ନଜରକୁ ଆସିଥିଲେ। ହେଲେ ସେହି ଇଭେଣ୍ଟ ଆଟେଣ୍ଡ ପରେ ସେ ଅଟୋରେ ବସି ଯାଉଥିବା ଦେଖିବାକୁ ମିଳିଥିଲା। ତାଙ୍କୁ ପଚରାଯିବାରୁ ସେ କହିଥିଲେ, ତାଙ୍କୁ ନେବାକୁ ଠିକ୍‌ ସମୟରେ କାର୍‌ ଆସି ନ ଥିଲା। ସେଥିପାଇଁ ସେ ଅଟୋରେ ବସି ଯାଇଥିଲେ। ଏଥିସହ ସେ ଆଗରୁ ଅଟୋରେ ବସି ଯାଇଥିବା କହିଥିଲେ। ଅନ୍ୟପଟେ ନିକଟରେ ତାଙ୍କୁ ମେଟ୍ରୋ ଟ୍ରେନ୍‌ରେ ଯାଉଥିବା ଏକ ଭିଡିଓରେ ଦେଖିବାକୁ ମିଳିଥିଲା। ଏଥିରୁ ଜଣାପଡୁଛି ଯେ ସାରା ଅନେକ ସମୟରେ ସାଧାରଣ ଲୋକଙ୍କ ସହ ମିଶିବାକୁ ପସନ୍ଦ କରନ୍ତି। ତେବେ ସାରା ୨୦୧୮ରୁ ‘କେଦାରନାଥ’ ଜରିଆରେ ବଲିଉଡ୍‌ କ୍ୟାରିୟର ଆରମ୍ଭ କରିଥିଲେ। ଏଥିସହ ତାଙ୍କ ହାତରେ ଏବେ ଆଉ ୩ଟି ଫିଲ୍ମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀପଦ୍ମକେଶର ମନ୍ଦିର ନିର୍ମାଣରେ ନାରୀଙ୍କ ଭୂମିକା

ଶିଳ୍ପୀମାନଙ୍କ ଗାଈଗୋଠ ବ୍ୟବସ୍ଥା କରିଥିଲେ ଗଜପତି। ମୂଳରୁ ଏ ଦିଗ ପ୍ରତି ସେ ନିଘା ରଖିଥିଲେ। ଶହେଜଣ ଗାଈଆଳ ଥିଲେ। ଜଣେ ଗାଈଆଳ ୩୦ଟି ଗାଈଙ୍କ...

ଏହି କୂଅରୁ ବାହାରୁଛି ଉଜ୍ଜ୍ୱଳ ଆଲୋକ, ବୈଜ୍ଞାନିକମାନେ ବି ଖୋଜି ପାଉନାହାନ୍ତି କାରଣ

ବିଶ୍ୱରେ ଏମିତି କିଛି ସ୍ଥାନ ଅଛି, ଯାହା ଆଜି ବି ରହସ୍ୟାବୃତ୍ତ। ଏପରି ଏକ ଅଦ୍ଭୁତ ସ୍ଥାନ ରହିଛି ପର୍ତ୍ତୁଗାଲର ସିନ୍ତାରାରେ। ଏହି ସ୍ଥାନରେ ଏକ...

ମା’ଙ୍କ ସୁରକ୍ଷା ଅପରିହାର୍ଯ୍ୟ

ପରିବାରର ମେରୁଦଣ୍ଡ ହେଉଛନ୍ତି ମା’। ତାଙ୍କ ଉପରେ ସମସ୍ତ ବୋଝ ପଡ଼ିଥାଏ। ମା’ ସୁସ୍ଥ ରହିଲେ ପରିବାର ସୁଖୀ ହୋଇଥାଏ। ମା’ଙ୍କ ଉତ୍ତମ ସ୍ବାସ୍ଥ୍ୟ ପାଇଁ...

ଜମିରୁ କୃଷକ ପାଇଲେ ପ୍ରାଚୀନ ମୂର୍ତ୍ତି, ଦାମ୍‌ କୋଟିଏରୁ ଊର୍ଦ୍ଧ୍ୱ

ପାଟନା: ବିହାରର ଜଣେ କୃଷକ ଜମିରେ ଗାତ ଖୋଳୁଥିବା ସମୟରେ ଏକ ପ୍ରାଚୀନ ମୂର୍ତ୍ତି ପାଇଛନ୍ତି। ଯାହାର ଦାମ୍‌ କୋଟିଏରୁ ଊର୍ଦ୍ଧ୍ୱ ହେବ। ଏହି ମୂର୍ତ୍ତିକୁ...

‘ସରିଯାଇଥିବା ଅପେରା’ ସୃଜନ ଅଭିଯାନର ଶ୍ରେଷ୍ଠ ପରିଣତିି

ବିଶିଷ୍ଟ କବି ଡ. ହୃଷୀକେଶ ମଲ୍ଲିକଙ୍କୁ ତାଙ୍କର କବିତା ପୁସ୍ତକ ‘ସରିଯାଇଥିବା ଅପେରା’ ପାଇଁ ୨୦୨୧ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ ନିମିତ୍ତ...

୧୨ ବର୍ଷ ଧରି ପ୍ରତିଦିନ ମାତ୍ର ୩୦ ମିନିଟ୍‌ ଶୋଉଛନ୍ତି ଏହି ଯୁବକ, ତଥାପି ନାହିଁ ଥକ୍କାପଣ, କହିଲେ…

ଜାପାନର ଜଣେ ଯୁବକ ୧୨ ବର୍ଷ ହେଲା ଦିନକୁ ମାତ୍ର ୩୦ ମିନିଟ୍‌ ନିଦରେ ଶୋଇଥାନ୍ତି। ଏହା ପରେ ବି ତାଙ୍କୁ ଥକ୍କା ଲାଗେ ନାହିଁ।...

ବିରିୟାନି ଖାଇବାକୁ ଲାଗିଲା ଦେଢ କିଲୋମିଟର ଲମ୍ବା ଲାଇନ: ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧ ।୧୦: କର୍ନାଟକର ବେଙ୍ଗାଲୁରୁରେ ବିରିୟାନି ପ୍ରେମିଙ୍କ ଏକ ଅଦ୍ଭୁତ ଦୃଶ୍ୟ ଦେଖିବାବୁ ମିଳିଛି । ଏକ ଭିଡିଓରେ ଦେଖିବାକୁ ମିଳିଛି ବେଙ୍ଗାଲୁରର ଏକ ରେସ୍ତୋରାଁ...

ଆସିଛି ପର୍ଯ୍ୟଟନ ଋତୁ: ବୁଲି ଯାଆନ୍ତୁ କର୍ନାଟକରେ ପକ୍ଷୀ ବିହାର

ବେଶ୍‌ କିଛିଦିନର ବ୍ୟବଧାନ ପରେ କର୍ନାଟକକୁ ପୁନର୍ବାର ପର୍ଯ୍ୟଟକ ଭ୍ରମଣ ନିମନ୍ତେ ଯିବା ଲାଗି ଅନୁମତି ମିଳିଗଲାଣି। ତେଣୁ ଧୀରେ ଧୀରେ ଏଠାରେ ପର୍ଯ୍ୟଟକଙ୍କ ସଂଖ୍ୟା...

Advertisement
Archives

Model This Week