Posted inଖେଳ

Video: ବିଶ୍ୱକପରେ ପ୍ରଥମ ଅର୍ଦ୍ଧଶତକ ହାସଲ କଲେ ଶୁଭମନ ଗିଲ୍ , ତାଳି ମାରି ଉତ୍ସାହିତ କଲେ ସାରା ତେନ୍ଦୁଲକର

ପୁଣେ, ୧୯।୧୦: ଭାରତର ଯୁବ କ୍ରିକେଟର ଶୁଭମନ ଗିଲ୍ ଦିନିକିଆ ବିଶ୍ୱକପରେ ତାଙ୍କର ପ୍ରଥମ ଅର୍ଦ୍ଧଶତକ ହାସଲ କରିଛନ୍ତି। ଗୁରୁବାର ବାଂଲାଦେଶ ବିପକ୍ଷରେ ଶୁଭମନ ସୁନ୍ଦର ବ୍ୟାଟିଂ ପ୍ରଦର୍ଶନ କରିଥିଲେ। ଗିଲ ଡେଙ୍ଗୁ ଜ୍ୱରରେ ପଡିବା ପରେ ଅଷ୍ଟ୍ରେଲିଆ ଏବଂ ଆଫଗାନିସ୍ଥାନ ବିପକ୍ଷ ପ୍ରଥମ ମ୍ୟାଚ ଖେଳିପାରି ନଥିଲେ।

ପରେ ପାକିସ୍ତାନ ବିପକ୍ଷ ମ୍ୟାଚରେ ଟିମକୁ ଫେରିଥିଲେ ମଧ୍ୟ ଆଖିଦୃଶିଆ ପ୍ରଦର୍ଶନ କରି ପାରିନଥିଲେ। ତେବେ ବାଂଲାଦେଶ ବିପକ୍ଷର ଗିଲ୍ ୫୫ ବଲରୁ ୫୩ ରନ୍ ସଂଗ୍ରହ କରିପାରିଛନ୍ତି। ତେବେ ଏହି ମ୍ୟାଚରେ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଦର୍ଶକଙ୍କ ମଧ୍ୟରେ ଉପସ୍ଥିତ ରହି ଗିଲଙ୍କୁ ଉତ୍ସାହିତ କରିଥିଲେ। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

https://twitter.com/Musktwt11/status/1715012302767038811

ଏହି ମ୍ୟାଚରେ ବିରାଟ କୋହଲି ତାଙ୍କର ୪୮ ତମ ଦିନିକିଆ ଶତକ ହାସଲ କରିଥିବା ବେଳେ ଭାରତ ସାତୋଟି ୱିକେଟ୍ ନେଇ ଏହି ମ୍ୟାଚ୍ ଜିତିଛି। ବାଂଲାଦେଶ ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୮ ଉଇକେଟ୍‌ ହରାଇ ୨୫୬ ରନରେ ସୀମିତ ରହିଥିଲା। ଜବାବରେ ଭାରତ ୨୫୭ ରନ୍‌ର ଲକ୍ଷ୍ୟ ପିଛା କରି ୩ ଉଇକେଟ୍‌ ହରାଇ ୪୧.୩ ଓଭରରେ ୨୬୧ ରନ୍‌ କରି ବାଂଲାଦେଶ ବିପକ୍ଷରେ ବିଜୟ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଶାନ କିଷାନଙ୍କୁ ବଡ ଦାୟିତ୍ୱ ଦେଲା ସନରାଇଜର୍ସ ହାଇଦ୍ରାବାଦ, କମିନ୍ସଙ୍କ ଅନୁପସ୍ଥିତିରେ…

ହାଇଦ୍ରାବାଦ,୧୮।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ ସିଜନ ଆରମ୍ଭ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦ (SRH) ଏକ ବଡ଼ ଘୋଷଣା କରିଛି। ଦଳର ନିୟମିତ ଅଧିନାୟକ ପ୍ୟାଟ୍…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ନ୍ୟୁଜିଲ୍ୟାଣ୍ଡ ପରେ ଦକ୍ଷିଣ ଆଫ୍ରିକାକୁ ବଡ଼ ଝଟକା, T20 ସିରିଜରୁ ବାଦ ପଡ଼ିଲେ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୧୭।୩: ଦକ୍ଷିଣ ଆଫ୍ରିକା ଟିମ୍ ବର୍ତ୍ତମାନ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ ପାଇଁ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରୁଛି। ଦୁଇ ଦଳ ମଧ୍ୟରେ ସିରିଜର ଦ୍ୱିତୀୟ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri