୨୦ ବର୍ଷ ବଡ଼ ଅଭିନେତାଙ୍କ ସହ ରୋମାନ୍ସ କରିବେ ସାରା

ପ୍ରତିବର୍ଷ ଅଗଣିତ ନୂଆ ମୁହଁ ବଲିଉଡରେ ଡେବ୍ୟୁ କରନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ କିଛି ପ୍ରଥମ ଥର ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜନ୍ତି। ରଣବୀର ସିଂଙ୍କ ବହୁପ୍ରତିକ୍ଷୀତ ଫିଲ୍ମ ‘ଧୂରନ୍ଧର’ର ମୁଖ୍ୟ ନାୟିକା ସାରା ଅର୍ଜୁନଙ୍କ କ୍ଷେତ୍ରରେ ମଧ୍ୟ ଏପରି ହୋଇଛି। ଫିଲ୍ମ ରିଲିଜ ହେବାକୁ ମାତ୍ର ଦୁଇ ସପ୍ତାହ ବାକି ଅଛି, କିନ୍ତୁ ସାରା ଏବେ ବି ଶିରୋନାମାରେ ଅଛନ୍ତି। ଫିଲ୍ମର ପ୍ରଥମ ଝଲକ ରିଲିଜ ହେବା ପରଠାରୁ ଏହି ଅଭିନେତ୍ରୀ ଚର୍ଚ୍ଚାରେ ଅଛନ୍ତି। ‘ଧୂରନ୍ଧର’ ଟିଜରରେ ସାରାଙ୍କ ଦୃଶ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି।
ଏହି ଫିଲ୍ମରେ ସେ ତାଙ୍କଠାରୁ ୨୦ ବର୍ଷ ବଡ଼ ରଣବୀରଙ୍କ ସହିତ ରୋମାନ୍ସ କରିବେ। ସାରାରୁ ଏବେ କେବଳ ୨୦ ବର୍ଷ। କିନ୍ତୁ ସେ ବହୁତ ପୂର୍ବରୁ ତାଙ୍କର ଫିଲ୍ମ ଡେବ୍ୟୁ କରିଥିଲେ। ସେ ମଡେଲିଂ ଏବଂ ବିଜ୍ଞାପନ ସହିତ ତାଙ୍କର କ୍ୟାରିଅର୍‌ ଆରମ୍ଭ କରିଥିଲେ। ଭାରତୀୟ ସିନେମାକୁ ଯିବା ପୂର୍ବରୁ ସେ ମ୍ୟାଗି, କ୍ଲିନିକ ପ୍ଲସ ଏବଂ ମ୍ୟାକଡୋନାଲ୍ଡସ ସମେତ ଅନେକ ପ୍ରମୁଖ ବ୍ରାଣ୍ଡ ସହିତ କାମ କରିଥିଲେ। ସାରାଙ୍କ କ୍ୟାରିୟରର ଏକ ପ୍ରମୁଖ ମୋଡ଼ ଥିଲା ବିକ୍ରମଙ୍କ ଅଭିନୀତ ‘ଦିଭା ଥିରୁମାଲ’। ଏଥିରେ ସେ ବିକ୍ରମଙ୍କ ଝିଅ ନୀଲା ଭୂମିକାରେ ଅଭିନୟ କରିଥିଲେ। ସେ ମଣିରତ୍ନମଙ୍କ ‘ପୋନିୟିନ ସେଲଭାନ’ରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଚରିତ୍ର ନନ୍ଦିନୀଙ୍କ ପିଲାଦିନ ଭୂମିକାରେ ଅଭିନୟ କରି ମଧ୍ୟ ଚର୍ଚ୍ଚାକୁ ଆସିଥିଲେ। ଏହି ଫିଲ୍ମ ପରେ ତାଙ୍କୁ ‘ମିନି ଐଶ୍ୱର୍ଯ୍ୟା ରାୟ’ ଡକାଯାଏ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri