Posted inଜାତୀୟ

ଶରଦ ପାୱାର କରୋନା ପଜିଟିଭ୍‌

ନୂଆଦିଲ୍ଲୀ, ୨୪।୧: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନ୍‌ସିବି ଅଧ୍ୟକ୍ଷ ଶରଦ ପାୱାର କୋଭିଡ୍‌ ପଜିଟିଭ୍‌ ହୋଇଛନ୍ତି। ଏ ନେଇ ସେ ନିଜେ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ସେ ଏବେ ସମସ୍ତ ପ୍ରକାର ସତର୍କତା ଅବଲମ୍ବନ କରୁଛନ୍ତି। ଯେଉଁମାନେ ଗତ କିଛି ଦିନ ହେବ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି କୋଭିଡ୍‌ ପରୀକ୍ଷା କରାଇନିଅନ୍ତୁ ବୋଲି ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରୁ ବିମାନ ବାତିଲ କଲା ଏହି ଦେଶ

ନୂଆଦିଲ୍ଲୀ,୨୩।୪: କରୋନା ସଂକ୍ରମଣ ବର୍ତ୍ତମାନ ଚିନ୍ତା ବଢ଼ାଇଛି। ଏଭଳିସ୍ଥତିରେ ଭାରତରୁ ଯାଉଥିବା ସବୁ ଫ୍ଲାଇଟକୁ କାନାଡା ବାତିଲ କରିଦେଇଛି। କାନାଡା ଭାରତ ଉପରେ ୩୦ ଦିନର...

ହସ୍ପିଟାଲର ସୁରକ୍ଷା ବ୍ୟବସ୍ଥା ବଢ଼ାଇଛନ୍ତି ବିରୁଷ୍କା, ନିକଟ ସମ୍ପର୍କୀୟଙ୍କୁ ମଧ୍ୟ ମିଳୁନି ଏଣ୍ଟ୍ରି

ନୂଆଦିଲ୍ଲୀ,୧୩।୧: ଭାରତୀୟ କ୍ରିକେଟର ଦଳର ଅଧିନାୟକ ବିରାଟ କୋହଲି ଓ ଅନୁଷ୍କା ଶର୍ମା ନିକଟରେ କନ୍ୟା ସନ୍ତାନର ବାପା-ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ବ୍ୟକ୍ତିଗତ...

ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଶହେ ଲକ୍ଷ କୋଟି ହେବ ବିନିଯୋଗ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶର ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଶହେ ଲକ୍ଷ କୋଟି ଟଙ୍କା ବିନିଯୋଗ ହେବ। ୭୩ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ସୋନିଆଙ୍କ ଏକ ବ୍ୟକ୍ତି ଏକ ପଦବୀ ରଣନୀତି: ବରିଷ୍ଠ ନେତାଙ୍କ ପଦବୀ ଯିବା ସମ୍ଭାବନା

ନୂଆଦିଲ୍ଲୀ,୧୩।୮: କଂଗ୍ରେସ ଅଧ୍ୟକ୍ଷା ଭାବେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଡୋର ଧରିଛନ୍ତି। ସେ ଦଳର ସାଂଗଠନିକ କ୍ଷେତ୍ରରେ କେତେକ ପରିବର୍ତ୍ତନ ଆଣିବା ପାଇଁ ରଣନୀତି...

ଭାରତ ମହାସାଗରରେ ୨ ବାତ୍ୟା, ଗୋଟିଏ ଅସାନି, ଅନ୍ୟଟି କରିମ୍‌…

ନୂଆଦିଲ୍ଲୀ, ୧୦।୫ : ବଙ୍ଗୋପସାଗରର ଦକ୍ଷିଣପୂର୍ବ ଉପକୂଳରୁ ଉଠିଥିବା ବାତ୍ୟା  ଆସାନି ର ପ୍ରଭାବ ଅନୁଭୁତ ହେବା ଆରମ୍ଭ ହୋଇଛି। ଆନ୍ଧ୍ରପ୍ରଦେଶ, ଓଡିଶା, ତେଲେଙ୍ଗାନା ଏବଂ...

ତେଜସ୍ବୀ ଭଲ ପିଲା, କିନ୍ତୁ…

ନୂଆଦିଲ୍ଲୀ,୧୩।୧୧:ତେଜସ୍ବୀ ଜଣେ ଭଲ ପିଲା। କିନ୍ତୁ ସେ ନିର୍ବାଚନ ଜିତି ମୁଖ୍ୟମନ୍ତ୍ରୀ ହୋଇଥିଲେ ବିହାରକୁ ଚଳାଇପାରି ନ ଥାନ୍ତେ ବୋଲି ବରିଷ୍ଠ ଭାଜପା ନେତ୍ରୀ ଉମା...

ତିହାର ଜେଲ୍‌ରେ ଥାଇ ଟିଭି ଦାବି କରୁଛନ୍ତି ସୁଶୀଲ

ନୂଆଦିଲ୍ଲୀ,୪।୭: ଯୁବ ରେସଲର ସାଗର ଧାଙ୍କରଙ୍କ ଅପହରଣ ଓ ହତ୍ୟା ମାମଲରେ ବିଚାର ବିଭାଗୀୟ ହାଜତରେ ଥିବା ଅଲିମ୍ପିକ୍ସ ପଦକ ଧାରୀ ସୁଶୀଲ କୁମାର ପୁଣି...

ଦିବ୍ୟାଙ୍ଗ, ଚାଲିବାକୁ ଅକ୍ଷମ ଥିବା ଲୋକଙ୍କୁ ଘରେ ଦିଆଯିବ କରୋନା ଟିକା

ନୂଆଦିଲ୍ଲୀ,୨୪ ।୯: କରୋନା ମହାମାରୀକୁ ହରାଇବା ପାଇଁ ସାରା ବିଶ୍ୱରେ ଚାଲିଛି ଟିକାକରଣ ଅଭିଯାନ । ହେଲେ ଦିବ୍ୟାଙ୍ଗ ଓ ଚାଲି ପାରୁ ନ ଥିବା...

Advertisement
Archives

Model This Week