ସାନ ଭାଇଙ୍କୁ ଭେଟିବାକୁ ବାପାଙ୍କ ଘରେ ପହଞ୍ଚିଲେ ସାରା

ବଲିଉଡ ଅଭିନେତ୍ରୀ ସାରା ଅଲ୍ଲୀ ଖାନ ଅନେକ ସମୟରେ ଚର୍ଚ୍ଚାରେ ରହିଥା’ନ୍ତି। ସେ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିକଟରେ ସାରା ବାପା ସୈଫ୍‌ ଅଲ୍ଲୀ ଖାନଙ୍କ ନୂଆ ଘର ନିକଟରେ ନଜର ଆସିଥିଲେ। ସୋସିଆଲ ମିଡିଆରେ ତାଙ୍କର ଏହି ଫଟୋ ଗୁଡ଼ିକ ଭାଇରାଲ ହେବାରେ ଲାଗିଛି ।
କରୀନା ଫେବୃୟାରୀ ୨୧ରେ ତାଙ୍କର ଦ୍ୱିତୀୟ ସନ୍ତାନକୁ ଜନ୍ମ ଦେଇଛନ୍ତି। ବର୍ତ୍ତମାନ ସାରା ସାନ ଭାଇଙ୍କ ସହ ସମୟ ବିତାଇବା ପାଇଁ ବାପାଙ୍କ ଘରକୁ ଯାଇଥିବା ନଜର ଆସିଥିଲେ। ସେହି ସମୟର ତାଙ୍କର ଏହି ଫଟୋକୁ ପ୍ରଶଂସକମାନେ ବହୁତ ପସନ୍ଦ କରିଥିଲେ।
ସୈଫ କରୀନା ଦ୍ୱିତୀୟ ସନ୍ତାନର ଜନ୍ମ ପୂର୍ବରୁ ବାନ୍ଦ୍ରାସ୍ଥିତ ନୂତନ ଘରକୁ ସିଫ୍ଟ ହୋଇଥିଲେ। ସାରା ସାନ ଭାଇଙ୍କୁ ଭେଟିବା ପାଇଁ ସେହି ଘରକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାବଣଙ୍କୁ ନେଇ ଏମିତି କହିଦେଲେ ୟଶ: ବଢୁଛି ଚର୍ଚ୍ଚା

ନିର୍ଦ୍ଦେଶକ ନିତେଶ ତିୱାରୀଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’କୁ ନେଇ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ବଢ଼ିବାରେ ଲାଗିଛି। ପ୍ରାୟ ୪,୦୦୦ କୋଟି ଟଙ୍କାର ବଜେଟରେ ନିର୍ମିତ ଏହି ମଲ୍ଟିଷ୍ଟାରର୍‌…

ବଦଳିଲା ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚର ସମୟ! କେତେବେଳେ ଆରମ୍ଭ ହେବ ପ୍ରଥମ ଦିନିକିଆ, ଜାଣନ୍ତୁ…

ନୂଆଦିଲ୍ଲୀ, ୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ବୁଧବାର, ନଭେମ୍ବର ୪ ତାରିଖରେ ଅକଲାଣ୍ଡର ଇଡେନ ପାର୍କରେ…

୭ ଦିନ ପରେ ବି ସଜାଡ଼ି ହେଲାନି ଲେଡବନ୍ଧ ରାସ୍ତା: ବିପଦସଂକୁଳ ଅବସ୍ଥାରେ ଚାଲିଛି ଯାନବାହନ ଚଳାଚଳ

ମୋହନା, ୩।୧୧।୨୬: ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ହୋଇଥିବା ଲଗାଣ ବର୍ଷାରେ ଧୋଇ ହୋଇଯାଇଥିଲା ଲେଡବନ୍ଧ ରାସ୍ତା। ରାସ୍ତାଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବାରୁ ପ୍ରଶାସନ ପକ୍ଷରୁ ଯାତାୟାତ ବନ୍ଦ…

ବିସିସିଆଇର ସିଡ୍ୟୁଲକୁ ନେଇ ଏ କ’ଣ କହିଦେଲେ ଶୁଭମନ ଗିଲ, ଦିନିକିଆ ସିରିଜ ପୂର୍ବରୁ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହେବାକୁ ଯାଉଛି। ଏହାର ପ୍ରଥମ ମ୍ୟାଚ ନଭେମ୍ବର ୪ ତାରିଖରେ…

ସୋନମ ୱାଙ୍ଗଚୁକଙ୍କୁ ବଡ଼ ଝଟକା, ପ୍ରଶାସନ ଦେଲା ଏଭଳି ନିର୍ଦ୍ଦେଶ

ନୂଆଦିଲ୍ଲୀ, ୩।୧୧: ଲଦାଖ ପ୍ରଶାସନ ଶିକ୍ଷା ଓ ପରିବେଶ କ୍ଷେତ୍ରରେ କାମ କରୁଥିବା ସୋନମ ୱାଙ୍ଗଚୁକଙ୍କୁ ବଡ଼ ଝଟକା ଦେଇଛି। ୱାଙ୍ଗଚୁକଙ୍କ ଦ୍ୱାରା ପ୍ରତିଷ୍ଠିତ ହିମାଳୟନ ଇନଷ୍ଟିଚ୍ୟୁଟ…

ମହିଳାଙ୍କଠାରୁ ମୋବାଇଲ୍‌ ଛଡ଼ାଇବାକୁ ନେଇ ଯୁବକଙ୍କୁ ହତ୍ୟା

ବାରିପଦା, ୩।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ଚାଉଁରାଡି ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି। ମୋବାଇଲ୍‌ ଛଡ଼ାଇବା ଘଟଣାକୁ କେନ୍ଦ୍ର…

ହାର୍ଦ୍ଦିକ ପାଣ୍ଡ୍ୟା ପଞ୍ଜାବ କିଙ୍ଗ୍ସକୁ ଯିବା ନିଶ୍ଚିତ! ମୁମ୍ବାଇ ଇଣ୍ଡିଆନ୍ସ (MI) ପାଇଁ ଖେଳିବେ ଅର୍ଶଦୀପ; ଆସିଲା ଅଦଳବଦଳ ଚୁକ୍ତି ସମ୍ବନ୍ଧୀୟ ଅପଡେଟ

ନୂଆଦିଲ୍ଲୀ,୩।୧୧: ହାର୍ଦ୍ଦିକ ପାଣ୍ଡ୍ୟା ପଞ୍ଜାବ କିଙ୍ଗ୍ସକୁ ଯାଇପାରନ୍ତି। ହଁ, ଆପଣ ଠିକ ଶୁଣିଛନ୍ତି, ହାର୍ଦ୍ଦିକଙ୍କୁ ଅନ୍ୟ ଦଳକୁ ପଠାଇବା (ଟ୍ରେଡ) ପ୍ରକ୍ରିୟାରେ ହଠାf ପଞ୍ଜାବ ଫ୍ରାଞ୍ଚାଇଜ ସାମିଲ…

ଭଞ୍ଜପୁର ପୋଲିସକୁ ବଡ଼ ସଫଳତା: କାର୍‌ ସହ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ, ଲକ୍ଷାଧିକ ଟଙ୍କା ଜବତ, ୩ ଗିରଫ

ବାରିପଦା, ୩/୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାର ଭଞ୍ଜପୁର ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଲକ୍ଷ୍ମୀପୋଷିସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ନିକଟ ସୁବର୍ଣ୍ଣରେଖା କେନାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?