ସାରାଙ୍କ ଜୀବନରୁ ବିଦାୟ ନେଲେ ବୟଫ୍ରେଣ୍ଡ, ଦ୍ୱିତୀୟ ଥର କରି ଥାଆନ୍ତେ ବିବାହ

ମୁମ୍ବାଇ: ଏକ୍ସ-ବିଗ ବସ ପ୍ରତିଯୋଗୀ ସାରା ଖାନ ବର୍ତ୍ତମାନ ସମୟରେ ଟେଲଭିଜନ ପରଦାରେ ସକ୍ରିୟ ହୋଇ ନ ପାରନ୍ତି, କିନ୍ତୁ ସେ ସୋସିଆଲ ମିଡିଆରେ ନିଜର ମଜାଳିଆ ରିଲ ସହିତ ପ୍ରଶଂସକଙ୍କୁ ମନୋରଞ୍ଜନ କରିବାରେ ଲାଗିଛନ୍ତି। ସେ ୨୦୦୭ରେ ଷ୍ଟାର୍‌ ପ୍ଲସ ଶୋ’ କଭି ଆଏ ନା ବିଦାଇ ସହିତ ନିଜ କ୍ୟାରିଅର୍‌ ଆରମ୍ଭ କରିଥିଲେ।
ଯେତେବେଳେ ସେ ଜାତୀୟ ଟେଲିଭିଜନରେ ବିବାହ କରିଥିଲେ ସେତେବେଳେ ସାରା ଅଲି ଖାନ ଲୋକଲୋଚନକୁ ଆସିଥିଲେ। ତେବେ,ଏହି ସମ୍ପର୍କ ଶୀଘ୍ର ଶେ ହୋଇଯାଇଥିଲା। କଙ୍ଗନା ରାନାୱତଙ୍କ ଶୋ’ ‘ଲକ ଅପ’ରେ ଦେଖାଯାଇଥିବା ସାରା ଖାନ ପୁଣିଥରେ ତାଙ୍କ ଳଭ ଲାଇଫକୁ ନେଇ ହେଡଲାଇନକୁ ଆସିଛନ୍ତି।

ତିନି ବର୍ଷର ଟିଭି ଅଭିନେତ୍ରୀଙ୍କ ସମ୍ପର୍କ ସମାପ୍ତ ହେଲା। ଏକ ପୋଷ୍ଟ ଶେୟାର କରିବାବେଳେ ସାରା ତାଙ୍କ ଏବଂ ଶାନ୍ତନୁଙ୍କ ବ୍ରେକଅପ ହେବାର କାରଣ ମଧ୍ୟ ପ୍ରଶଂସକମାନଙ୍କୁ କହିଥିଲେ।
ସାରା ଶାନ୍ତନୁ ରାଜେଙ୍କ ସହ ତିନି ବର୍ଷ ପରେ ବ୍ରେକଅପ କରିଥିଲେ।
ସେ ନିଜ ଇନଷ୍ଟାଗ୍ରାମରେ ଶାନ୍ତନୁ ରାଜେଙ୍କ ସହ ଅନେକ ଫଟୋ ଏବଂ ମଜାଳିଆ ରିଲ ଶେୟାର କରିଛନ୍ତି। ପ୍ରଶଂସକମାନେ ମଧ୍ୟ ତାଙ୍କ ଭିଡିଓରେ ଖଉବ ଭଲପାଇବା ଅଜାଡଇ ଦେଇଛନ୍ତି। ଯଦି ରିପୋର୍ଟଗୁଡିକୁ ବିଶ୍ୱାସ କରାଯାଏ, ତିନି ବର୍ଷ ଧରି ପରସ୍ପରକୁ ଡେଟ କରିବା ପରେ, ଏହି ଦମ୍ପତି ୨୦୨୦୩ରେ ବିବାହ କରିବାକୁ ଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri