ଝିଅ ସାରାଙ୍କୁ ସାହାଯ୍ୟ କରିବାକୁ ମନା କଲେ ଶୈଫ

ମୁମ୍ବାଇ: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଜଡିତ ଡ୍ରଗ୍ସ ମାମଲାରେ ଏନ୍‌ସିବି ପାଖାପାଖି ୨୦ ଜଣଙ୍କୁ ନିଜ କଷ୍ଟୋଡିକୁ ନେଇ ସାରିଲାଣି । ଏଥିରେ ଦୁଇଦିନ ପୂର୍ବରୁ ଅଭିନେତ୍ରୀ ସାରା ଅଲ୍ଲି ଖାଁଙ୍କୁ ବି ପଚରା ଉଚରା କରାଯାଇଥିଲା । ତେବେ ଏହି ମାମଲାକୁ ନେଇ ସାରା ପିତା ଶୈଫ ଅଲ୍ଲି ଖାଁଙ୍କ ସହଯୋଗ ଲୋଡିଥିଲେ ବି ସେ ଏଥିରେ ତାଙ୍କୁ ସାହାଯ୍ୟ କରି ପାରିବେ ନାହିଁ ବୋଲି ସଫା ସଫା ମନା କରି ଦେଇଥିବା ଜଣାପଡିଛି । ତେବେ ଏହି ମାମଲାରେ ସାରାଙ୍କ ଜେଜେମା ଶର୍ମିଳା ଟାଗୋର କୁଆଡେ ତାଙ୍କୁ ସାହାଯ୍ୟ କରୁଥିବା କୁହାଯାଉଛି । କେବଳ ସେତିକି ନୁହେଁ ଏହି ମାମଲାକୁ ନେଇ ଶୈଫ ତାଙ୍କ ପୂର୍ବତନ ପତ୍ନୀ ଅମ୍ରିତା ସିଂଙ୍କୁ ମଧ୍ୟ କିଛି ଗାଳି ଗୁଲଜ କରିଥିବା କୁହାଯାଉଛି । ଏହାରି ଭିତରେ ଶୈଫ ଏବେ ମୁମ୍ବାଇ ଛାଡି ଦିଲ୍ଲୀ ଚାଲିଯାଇଥିବା କୁହାଯାଉଛି । ସେଠାରେ ତାଙ୍କ ଦ୍ୱିତୀୟ ପତ୍ନୀ କରିନା କପୁରଙ୍କ ଫିଲ୍ମର ଶୁଟିଂ ଥିବାରୁ ସେ କରିନା ଓ ପୁଅ ତୈମୁରଙ୍କ ସହ ଦିଲ୍ଲୀ ଚାଲିଯାଇଥିବା କୁହାଯାଉଛି । କରିନା ଏବେ ଗର୍ଭବତୀ ଥିବାରୁ ତାଙ୍କ ଫିଲ୍ମ ଶୁଟିଂ ଶେଷ ପର୍ଯ୍ୟନ୍ତ ସେ ଦିଲ୍ଲୀରେ ରହିବେ ବୋଲି ଶୁଣିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri