ସରସ୍ୱତୀ ପୂଜାରେ ବଡ଼ ସଂଯୋଗ, ୪ ରାଶିରେ ହଠାତ୍ ମିଳିବ ଖୁସି ଖବର

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌ ଶୁଭ ହେବାକୁ ଯାଉଛି ।  ୪ ରାଶିରେ ଶୁଭ ସମୟ ଆରମ୍ଭ ହେବାକୁ ଯାଉଛି । ଯାହାକି ଜୀବନରେ ସକାରାତ୍ମକ ପ୍ରଭାବ ପକାଇବା ସହିତ ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ । ଜାଣନ୍ତୁ ଏହି ରାଶି ଗୁଡ଼ିକ ବିଷୟରେ ।

ମିଥୁନ: ମକରରେ ମଙ୍ଗଳ ଗୋଚର ହେତୁ ମିଥୁନ ରାଶି ପାଇଁ ଏହାର ପ୍ରଭାବ ବେଶ୍ ଭଲ ରହିବ। ଆକସ୍ମିକ ଭାବେ ଧନ ଲାଭ ହେବାର ସମ୍ଭାବନା ରହିଛି । ମଙ୍ଗଳଙ୍କ ରାଶି ପରିବର୍ତ୍ତନ ଅନେକ ଦୃଷ୍ଟିରୁ ମିଥୁନ ରାଶିରେ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି । ଅର୍ଥ ବିନିଯୋଗ କଲେ ଭଲ ଲାଭ ହେବ ।

ଧନୁ: ମଙ୍ଗଳ ଗୋଚର ଯୋଗୁଁ ପଞ୍ଚମ ଗ୍ରହରେ ସବୁକିଛି ଭଲ ରହିବ। ଇଚ୍ଛାକୃତ କାର୍ଯ୍ୟଗୁଡ଼ିକ ପୂରଣ ହେବ। ମଙ୍ଗଳବାରର ନିୟମ ଅନୁସରଣ କରନ୍ତୁ। ଚମତ୍କାର ସମୟ ଆରମ୍ଭ ହେବାକୁ ଯାଉଛି । ମକର ରାଶିରେ ମଙ୍ଗଳ  ଗୋଚର ସିଧାସଳଖ ଭାବେ ଧନୁ ରାଶିର ବ୍ୟକ୍ତିଙ୍କ ସହାୟକ ହେବ ।

କୁମ୍ଭ ରାଶି: କୁମ୍ଭ ରାଶିର ଅଷ୍ଟମ ଘରେ ମଙ୍ଗଳ ଗୋଚର କରିବେ । ଏହାର ପ୍ରଭାବରେ କୋର୍ଟ କଚେରୀ ମାମଲାରେ ସଫଳତା ମିଳିବ । ଏହି ସମୟରେ ଦୀର୍ଘ ଦିନରୁ ଛନ୍ଦି ହୋଇଥିବା ମାମଲାରେ ନ୍ୟାୟ ମିଳିବା ସହ ପରିବାରର ସମର୍ଥନ ପାଇବେ ।

ମୀନ ରାଶି: ମୀନ ରାଶିର ୫ମ ଘରେ ମଙ୍ଗଳ ଗୋଚର କରିବେ। ଏହି ସମୟ ଛାତ୍ରମାନଙ୍କ ପାଇଁ ବେଶ ଶୁଭଫଳ ପ୍ରଦାନ କରିବ । ଆଉ ୫ ଘଣ୍ଟା ପରେ ଅତ୍ୟନ୍ତ ଶୁଭ ସମୟ ଆରମ୍ଭ ହେବାକୁ ଯାଉଛି । ଚାହୁଁଥିବା ଜିନିଷ ମିଳିବ । ଛାତ୍ରଛାତ୍ରୀଙ୍କ ପାଇଁ ବେଶ୍‌ ଶୁଭ ସମୟ ଆରମ୍ଭ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଫେଲ୍‌ ମାରୁଛି ବାଲ୍ୟ ବିବାହ ଆଇନ: ନାବାଳିକା ଗର୍ଭବତୀ ନେଇ ଥାନାରେ ଅଭିଯୋଗ

ଦାରିଙ୍ଗବାଡି,୧୧ା୩ (ଅରୁଣ ସାହୁ):ଦାରିଙ୍ଗବାଡି ବ୍ଲକ୍‌ ଦୁର୍ଗମ ପଞ୍ଚାୟତ ସିର୍କାବର୍ଗ ଅଞ୍ଚଳରେ ଜଣେ ନାବାଳିକା ବିବାହ କରି ଗର୍ଭବତୀ ହେବା ଘଟଣାକୁ ନେଇ ଥାନାରେ ଅଭିଯୋଗ ହୋଇଛି। ଏନେଇ…

ଚିତ୍ତରଞ୍ଜନ ଦାଶ ପାଇଲେ ଦିବ୍ୟାଙ୍ଗ ମିତ୍ର ପୁରସ୍କାର

ନୂଆପଡ଼ା,୧୧ା୩ (ମକାରୁ ବେମାଲ ): ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ମାସିକ ସମୀକ୍ଷା ବୈଠକ ସମ୍ମିଳନୀ…

ଯୁଦ୍ଧ ଭିତରେ ଆମେରିକା ପାଇଁ ଭାରତ କଲା ଏମିତି କାମ, ‘ଧନ୍ୟବାଦ’ଦେଲେ ଟ୍ରମ୍ପ, କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୧।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଘୋଷଣା କରିଛନ୍ତି ଯେ ଟେକ୍ସାସର ବ୍ରାଉନ୍ସଭିଲରେ ଏକ ନୂତନ $୩୦୦ ବିଲିୟନ…

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ! ଆମେରିକାର ବଡ଼ ଆକ୍ସନ, ଧ୍ୱଂସ କଲା ଇରାନର…

ଓ୍ବାଶିଂଟନ୍‌,୧୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଆମେରିକା ବୁଧବାର ଦାବି କରିଛି ଯେ ସେ ମଙ୍ଗଳବାର ଏକ…

ମାଛ ଧରିବାକୁ ଯାଇଥିଲେ, ଝାମ୍ପିନେଲା କୁମ୍ଭୀର: ସ୍ତ୍ରୀ-ପୁଅ ପହଞ୍ଚିବାରୁ, ଲୋମଟଙ୍କୁରା ଘଟଣା ଜାଣିଲେ…

ମହାକାଳପଡ଼ା,୧୧ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ କାଂଶପାଳ ମୌଜା ଗୋବରୀ ନଦୀ ସଂଲଗ୍ନ ୫୦ ନଂ. ପ୍ଲଟ ନିକଟରେ ମଙ୍ଗଳବାର ଭୋର ୫ଟାରେ…

BCCIର ବଡ଼ ଘୋଷଣା: ଏହି ଦିନ ୫ଟି ବିଶ୍ୱ ଚାମ୍ପିଅନ ଭାରତୀୟ ଦଳକୁ କରାଯିବ ସମ୍ମାନିତ

ନୂଆଦିଲ୍ଲୀ,୧୧।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଜିତି ଇତିହାସ ରଚିଛି। ଏହି ଐତିହାସିକ ବିଜୟ ସାରା ଦେଶରେ ଉତ୍ସବର ଉଦବୋଧନ ଦେଇଛି।…

ନୂଆ ସ୍ବାଦରେ ରାଜ୍ୟ ସଭା: ଚାଲିଛି ମୂଲଚାଲ୍‌

ଭୁବନେଶ୍ୱର,୧୧ା୩(ସୁନିତ୍‌ ମିଶ୍ର):ରାଜ୍ୟ ରାଜନୀତିରେ ରାଜ୍ୟ ସଭା ନିର୍ବାଚନ ଏବେ ମୁଖ୍ୟ ପ୍ରସଙ୍ଗ ପାଲଟିଛି। ସବୁ ଦଳର ବିଧାୟକମାନେ ସେମାନଙ୍କ ପାର୍ଟିରୁ ରାଜ୍ୟ ସଭା ପାଇଁ ଯିଏ ପ୍ରାର୍ଥୀ…

ଯୁଦ୍ଧ ମଧ୍ୟରେ ବାଂଲାଦେଶ ପାଇଁ ସଙ୍କଟମୋଚକ ସାଜିଲା ଭାରତ, କଲା ଏମିତି କାମ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୩: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଧୀରେ ଧୀରେ ସୁଧୁରୁଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବାଂଲାଦେଶ ଗୁରୁତର ତେଲ ଏବଂ ଗ୍ୟାସ ଅଭାବର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri