ଶରତ ପଟ୍ଟନାୟକ ହେଲେ ପିସିସି ସଭାପତି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବହୁ ଅପେକ୍ଷାର ଅନ୍ତ ଘଟିଛି। କଂଗ୍ରେସ ନେତା ଶରତ ପଟ୍ଟନାୟକଙ୍କୁ ଓଡ଼ିଶା ପିସିସି ସଭାପତି ଭାବେ ସୋମବାର ନିଯୁକ୍ତ କରାଯାଇଛି। ଏ ନେଇ ଏଆଇସିସି ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଥର ପାଇଁ ସେ ପିସିସି ସଭାପତି ହୋଇଛନ୍ତି।
ପୂର୍ବରୁ ରାଜ୍ୟ କଂଗ୍ରେସର ମଙ୍ଗ କିଏ ଧରିବ ସେ ନେଇ କଳ୍ପନାଜଳ୍ପନା ଲାଗି ରହିଥିଲା। ବ୍ରଜରାଜନଗର ଉପନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସକୁ ନୂଆ ସଭାପତି ମିଳିବା ନେଇ କୁହାଯାଉଥିଲା । ଏ ନେଇ କଂଗ୍ରେସର ଚିନ୍ତନ ଶିବିର ବୈଠକ ମଧ୍ୟ ହୋଇଥିଲା। ପିସିସି ସଭାପତି କିଏ ହେବ ସେନେଇ ପ୍ରଭାରୀ ଚେଲ୍ଲାକୁମାର ଓଡିଶା ଗସ୍ତରେ ଆସିଥିଲେ । ଏହି ସମୟରେ ସେ ଦଳର ବରିଷ୍ଠ ନେତାମାନଙ୍କ ସହ ପର୍ଯ୍ୟାୟକ୍ରମେ ଆଲୋଚନା କରିଥିଲେ ।
୨୦୧୯ରୁ ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକ ଇସ୍ତଫା ଦେଇଥିଲେ ମଧ୍ୟ ତାଙ୍କ ଇସ୍ତଫାକୁ ଗ୍ରହଣ କରାଯାଇନଥିଲା । ତେବେ ଏହାକୁ ମଧ୍ୟ ଗୃହୀତ କରାଯାଇଥିବା ଏଆଇସିସି ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri