ଇସ୍ତଫା ଚର୍ଚ୍ଚା ନେଇ ଶରତ ପଟ୍ଟନାୟକ ଦେଲେ ବଡ଼ ପ୍ରତିକ୍ରିୟା

ଭୁବନେଶ୍ୱର,୨୭।୬: ଇସ୍ତଫା ଚର୍ଚ୍ଚା ନେଇ ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରତିକ୍ରିୟା ଦେଇଛନ୍ତି। ଶରତ କହିଛନ୍ତି, ଗତଥର ଅପେକ୍ଷା କଂଗ୍ରେସ ଭଲ ପ୍ରଦର୍ଶନ କରିଛି। ନିର୍ବାଚନ ପୂର୍ବରୁ ଆମର ୬ ବିଧାୟକ ଥିଲେ, ଏଥର ୧୫ ବିଧାୟକ ଅଛନ୍ତି। ୨୫ ବର୍ଷରେ ଏତେ ସଂଖ୍ୟାରେ ବିଧାୟକ ଜିତି ନ ଥିଲୁ।

ବିଜେଡି ଗୋଟିଏ ବି ଏମ୍‌ପି ସିଟ ରଖିପାରିଲାନି, ଆମେ ଜିତିଲୁ। ବିଭିନ୍ନ ସ୍ଥାନରେ ଭୋଟ ପ୍ରତିଶତ ବଢ଼ିଛି, କଂଗ୍ରେସ ଗ୍ରୋଥ କରୁଛି। କିନ୍ତୁ ଆମେ ସରକାର କରିପାରିଲୁନି, ଏଥିପାଇଁ ମୁଁ ଦାୟିତ୍ୱ ନେଉଛି। ଯାହା କହିବା କଥା ହାଇକମାଣ୍ଡକୁ ଜଣାଇ ଦେଇଛି ବୋଲି ଶରତ କହିଛନ୍ତି।

ଅନ୍ୟପଟେ ନିର୍ବାଚନରେ ପରାଜୟ ପାଇଁ ପିସିସି ସଭାପତି ଇସ୍ତଫା ଦେଇଦେବା ଉଚିତ ବୋଲି ପଞ୍ଚାନନ କାନୁନଗୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?