ଆକ୍ସିସ୍‌ ବ୍ୟାଙ୍କ ପକ୍ଷରୁ ସାରଥିର ଶୁଭାରମ୍ଭ

ଭୁବନେଶ୍ୱର,୨୫।୫: ଆକ୍ସିସ୍‌ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ଡିଜିଟାଲ ଅନ୍‌ବୋର୍ଡିଂ ସେବା ସାରଥିର ଆନୁଷ୍ଠାନିକ ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ମର୍ଚ୍ଚାଣ୍ଟଙ୍କ ପଏଣ୍ଟ ଅଫ୍‌ ସେଲ୍‌ (ପିଓଏସ୍‌) କିମ୍ବା ଇଲେକ୍ଟ୍ରୋନିକ୍‌ ଡାଟା କ୍ୟାପ୍ଚର(ଇଡିସି)କୁ ସକ୍ଷମ କରିବା ଲାଗି ବ୍ୟାଙ୍କ ପ୍ରଥମ ଧରଣର ଡିଜିଟାଲ ସେବା ସାରଥିର ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପାରମ୍ପରିକ ଉପାୟରେ ଉକ୍ତ ପ୍ରକ୍ରିୟା ଲାଗି ବହୁତ ଦିନ ଲାଗୁଥିବା ବେଳେ ମର୍ଚ୍ଚାଣ୍ଟମାନଙ୍କୁ ସାରଥି ନିରବଚ୍ଛିନ୍ନ ଓ ଚିନ୍ତାମୁକ୍ତ ଅନୁଭୂତି ପ୍ରଦାନ କରୁଛି ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ଆକ୍ସିସ୍‌ ବ୍ୟାଙ୍କର ସଭାପତି ଓ କାର୍ଡସ୍‌ ଆଣ୍ଡ୍‌ ପେମେଣ୍ଟସର ମୁଖ୍ୟ ସଂଜୀବ ମୋଘେ କହିଛନ୍ତି, ମର୍ଚ୍ଚାଣ୍ଟ ଓ ଗ୍ରାହକମାନଙ୍କ ଜୀବନଚକ୍ରରେ ଡିଜିଟାଲ ଭିନ୍ନତା ସୃଷ୍ଟି କରିବା ଉପରେ ଆକ୍ସିସ୍‌ ବ୍ୟାଙ୍କ ସର୍ବଦା ଗୁରୁତ୍ୱ ଦେଇ ଆସୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ନିଯୁକ୍ତି ସଙ୍କଟ ଚିନ୍ତାରେ ଯୁବବର୍ଗ

ନୂଆଦିଲ୍ଲୀ,୭।୯ : ଚଳିତ ଆର୍ଥତ୍କ ବର୍ଷ ଏପ୍ରିଲ-ଜୁନ ତ୍ରୈମାସରେ ଦେଶର ମୋଟ୍‌ ଘରୋଇ ଉତ୍ପାଦ (ଜିଡିପି) ଐତିହାସିକ ନିମ୍ନ ସ୍ତର -୨୩.୯%କୁ ଖସିଛି। ଲଗାତର ଭାବେ...

ଜଗତସିଂହପୁରରେ ହେବ ପ୍ଲାଷ୍ଟିକ ପାର୍କ

ନୂଆଦିଲ୍ଲୀ,୨୬-୬: ୨୦୧୯-୨୦ ଆର୍ଥତ୍କ ବର୍ଷରେ ଓଡ଼ିଶାର ଜଗତସିଂହପୁରରେ ଏକ ପ୍ଲାଷ୍ଟିକ ପାର୍କ ସ୍ଥାପନ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ପ୍ରସ୍ତାବିତ ପ୍ରକଳ୍ପର...

ଆଇଆର୍‌ଡିଏ ନେଲା ନିଷ୍ପତ୍ତି;ଏଣିକି ମାସିକ ଭିତ୍ତିରେ ଦେଇ ହେବ ସ୍ବାସ୍ଥ୍ୟ ବୀମା ପ୍ରିମିୟମ

ନୂଆଦିଲ୍ଲୀ,୨୫-୯: ସ୍ବାସ୍ଥ୍ୟ ବୀମା ନେଉଥିବା ଗ୍ରାହକ ଏଣିକି ମାସିକ ଆଧାରରେ ବୀମା ପ୍ରିମିୟମ ଜମା କରିପାରିବେ। ଇନ୍‌ସ୍ୟୁରାନ୍ସ ରେଗୁଲେଟୋରି ଆଣ୍ଡ ଡେଭଲପ୍‌ମେଣ୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଆଇଆର୍‌ଡିଏ)...

ଅଭିବୃଦ୍ଧି ପୂର୍ବାନୁମାନ ୪.୮%କୁ ଖସାଇଲା ଆଇଏମ୍‌ଏଫ୍‌

ନୂଆଦିଲ୍ଲୀ,୨୧-୧: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି( ଆଇଏମ୍‌ଏଫ୍‌) ସୋମବାର ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ଭାରତର ବିକାଶ ହାର ପୂର୍ବାନୁମାନକୁ ୪.୮%କୁ ଖସାଇଛି। ଏହି ଏଜେନ୍ସି ଭାରତ...

କ୍ଲାଟ୍‌ ଫଳାଫଳରେ ଅନାକାଡେମିର ବାଜିମାତ

ଭୁବନେଶ୍ୱର, ୭ା୧: କମନ ଲ ଆଡ୍‌ମିଶନ ଟେଷ୍ଟ (କ୍ଲାଟ୍‌)ର ଫଳାଫଳ ନିକଟରେ ପ୍ରକାଶିତ ହୋଇଛି। ଏଥିରେ ଅନାକାଡେମିର ଛାତ୍ରୀଛାତ୍ରମାନେ ବାଜିମାତ କରିଛନ୍ତି। ଏପରିକି ଏହାର ୭୦ରୁ...

ରିସ୍କ ନେବାକୁ ଶିଳ୍ପ ଜଗତକୁ ସୀତାରାମନଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୮।୧୧: କ୍ଷମତା ସମ୍ପ୍ରସାରଣ ଲାଗି ଶିଳ୍ପ ଜଗତ ରିସ୍କ ନେବା ଜରୁରୀ। ଏହା ହେଲେ ଯାଇ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ ବୋଲି ଅର୍ଥମନ୍ତ୍ରୀ...

ଜୁଲାଇରେ ଗାଡ଼ି ବିକ୍ରି ୧୯ବର୍ଷର ସର୍ବନିମ୍ନ ସ୍ତରରେ

ନୂଆଦିଲ୍ଲୀ,୧୪-୮: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ମାଡ ବଢ଼ିଚାଲିଛି। ଏହା କେବେ ରୋକିବ କେହି କହିପାରୁନାହାନ୍ତି। ଏହାରି ଭିତରେ ଜୁଲାଇରେ ଗାଡ଼ି ବିକ୍ରି ୧୯ ବର୍ଷର ସର୍ବନିମ୍ନ...

ବିଓଆଇର ନୂଆ ଆଞ୍ଚଳିକ ପ୍ରବନ୍ଧକ

ଭୁବନେଶ୍ୱର,୨-୧୧: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) କେନ୍ଦୁଝର ଆଞ୍ଚଳିକ କାର୍ଯ୍ୟାଳୟର ଆଞ୍ଚଳିକ ପ୍ରବନ୍ଧକ ଭାବେ ଉପମହାପ୍ରବନ୍ଧକ ସୌନ୍ଦର୍ଯ୍ୟ ଭୂଷଣ ସାହାଣୀ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

Advertisement
Archives

Model This Week