ବିଧାୟକ ପାଣିଗ୍ରାହୀଙ୍କ ସହଯୋଗୀ ଗିରଫ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ସର୍ବେଶ୍ୱର ରାଓଙ୍କୁ ଗୁରୁବାର ଗିରଫ କରାଯାଇଛି। ଚାକିରି କରାଇଦେବା ପାଇଁ ଟଙ୍କା ଆଦାୟ ଅଭିଯୋଗରେ ସେ ଗିରଫ ହୋଇଛନ୍ତି। ତେବେ ଜେରା ପରେ କ୍ରାଇମବ୍ରାଞ୍ଚ ଏସ୍‌ଆଇଟି ତାଙ୍କୁ ଗିରଫ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁପୁତ୍ରକୁ ୧୦ହଜାର ଟଙ୍କାରେ ବିକ୍ରି କରିବା ଘଟଣା: ବାପାଙ୍କ ସହ ୪ ଗିରଫ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ଭରତପୁର ବସ୍ତିରେ ଅଭାବ ଅନଟନରେ ଦିନ କାଟୁଥିବା ଜଣେ ମା’ ନିଜର ୧୯ ଦିନର ଶିଶୁପୁତ୍ରକୁୁ ବିକ୍ରି କରିଥିବା ଅଭିଯୋଗ...

ସରକାରୀ ସ୍କୁଲରେ ମିଠା ଦହି ଖାଇ ୨୫ ଛାତ୍ର ଅସୁସ୍ଥ

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଶହୀଦନଗର ଥାନା ଅଞ୍ଚଳରେ ଥିବା ଏକ ପ୍ରମୁଖ ସରକାରୀ ସ୍କୁଲ ହଷ୍ଟେଲରେ ମିଠାଦହି ଖାଇ ୨୫ ଜଣ ଛାତ୍ର ଅସୁସ୍ଥ ହୋଇପଡିଥିଲେ। ପ୍ରଥମେ ବାନ୍ତି...

ପୂର୍ବତନ ଜିଲା ଜଜ୍‌ କୃଷ୍ଣଚନ୍ଦ୍ର କରଙ୍କ ପରଲୋକ

କେନ୍ଦ୍ରାପଡ଼ା ଅଫିସ, ୨୬ା୮: ୧୯୮୦ରେ ଛବିରାଣୀ ହତ୍ୟାକାଣ୍ଡର ରାୟ ଦେଇଥିବା ପୂର୍ବତନ ଜିଲା ଜଜ୍‌ କୃଷ୍ଣ ଚନ୍ଦ୍ର କରଙ୍କର ମଙ୍ଗଳବାର ପରଲୋକ ହୋଇଛି। ୯୧ ବର୍ଷୀୟ...

ହକି ବିଶ୍ୱକପ୍‌ ପ୍ରସ୍ତୁତି: ମୁତୟନ ହେବେ ୨୦ ପ୍ଲାଟୁନ ପୋଲିସ ଫୋର୍ସ

ଭୁବନେଶ୍ବର,୨୭।୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ରୁ ହକି ବିଶ୍ୱକପ୍‌ ଆରମ୍ଭ ହେବାକୁ ଥିବା ବେଳେ ମଙ୍ଗଳବାର ଭାରତୀୟ ହକି ଟିମ୍‌ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତେବେ ହକି ବିଶ୍ୱକପ୍‌...

ସୋମବାର ଲଘୁଚାପ ସୃଷ୍ଟି ସମ୍ଭାବନା: ୯ରୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୭।୬(ବ୍ୟୁରୋ)- ବାତ୍ୟ ‘ଅମ୍ଫନ’ ଓ ‘ନିସର୍ଗ’ ପରେ ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ସୋମବାର ଏହି ଲଘୁଚାପ ସୃଷ୍ଟି ହେବାର...

ଆସନ୍ତାକାଲି ଏନ୍‌ଇଇଟି: ପରୀକ୍ଷା ଦେବେ ୩୭,୪୫୯ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୨।୯(ବ୍ୟୁରୋ) – ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ସର୍ବ ଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି(ୟୁଜି) ଆସନ୍ତାକାଲି ରାଜ୍ୟର ୭ଟି ସହରରେ ଅନୁଷ୍ଠିତ...

ରାଜଧାନୀରେ ୧ ଲକ୍ଷ ଲୁଟ୍‌, ବ୍ୟବସାୟୀ ଆହତ

ଭୁବନେଶ୍ୱର,୧୮।୨(ବ୍ୟୁରେ): ଗତ ସପ୍ତାହରେ ଖାରବେଳନଗର ଥାନା ଅନ୍ତର୍ଗତ ରେଡ୍‌କ୍ରସ୍‌ ଭବନ ସମ୍ମୁଖରୁ ଜଣେ ପୋଲିସ କର୍ମଚାରୀଙ୍କଠାରୁ ୨ଲକ୍ଷ ଲୁଟ୍‌ ହୋଇଥିଲା। ଏହି ଘଟଣାରେ କମିଶନରେଟ ପୋଲିସ...

ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି

ଭୁବନେଶ୍ୱର,୩ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ...

Advertisement
Archives

Model This Week