ବଲିଉଡ୍‌କୁ ପୁଣି ଝଟ୍‌କା, ଆଖିବୁଜିଲେ ଏହି ଅଭିନେତା

ବଲିଉଡ ଅଭିନେତା ରଞ୍ଜନ ସେହଗଲଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୬ ବର୍ଷ ହୋଇଥିଲା। ରଞ୍ଜନ ଦୀର୍ଘଦିନ ଦିନ ହେବ ଅସୁସ୍ଥ ଥିଲେ। ତାଙ୍କର ବହୁ ଅଙ୍ଗ କାମ ବନ୍ଦ କରିଦେଇଥିଲା। ଟିଭି ଦୁନିଆରେ ବେଶ୍‌ ଲୋକପ୍ରିୟ ଥିଲେ ରଞ୍ଜନ। କ୍ରାଇମ ପାଟ୍ରୋଲ, ସାବଧାନ ଇଣ୍ଡିଆ, ତୁମ ଦେନା ସାଥ ମେରା, କୁଲଦୀପକ ଭଳି ସିରିଏଲରେ କାମ କରିଥିଲେ। ଫିଲ୍ମ ସରବଜିତ୍‌, ଫୋର୍ସରେ ମଧ୍ୟ କାମ କରିଥିଲେ ସେ। ଏହାଛଡା ପଞ୍ଜାବ ଫିଲ୍ମ ଜଗତରେ ମଧ୍ୟ ସେ ସକ୍ରିୟ ଥିଲେ। ରଞ୍ଜନଙ୍କ ମୃତ୍ୟୁରେ ଟିଭି ଦୁନିଆରେ ଶୋକର ଛାୟ ଖେଳିଯାଇଛି। ୨୦୨୦ ବର୍ଷ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରୀ ପାଇଁ ଅଶୁଭ ରହିଛି। ଚଳିତବର୍ଷ ରୁଷି କପୁର, ଇରଫାନ ଖାନ୍‌ ଏବଂ ସୁଶାନ୍ତ ସିଂ ରାଜପୁତଙ୍କ ଭଳି କଳାକାରଙ୍କୁ ହରାଇଛି ବଲିଉଡ୍‌।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସରେ ବିଦାୟ ନେଇଛନ୍ତି ଏହି ୧୨ କଳାକାର

ବମ୍ବେ: ଚଳିତ ବର୍ଷ ବଲିଉଡ୍‌ ପାଇଁ ଏକ ଖରାପ ବର୍ଷ କହିଲେ ଭୁଲ ହେବ ନାହିଁ। ଏହି ୬ ମାସ ମଧ୍ୟରେ ବଲିଉଡ୍‌ ୧୩ଜଣ ଅଭିନେତାଙ୍କୁ...

୧୦ ସେକେଣ୍ଡ ଅଭିନୟରୁ ବୋଲ୍ଡ ସିିନ୍‌ ପର୍ଯ୍ୟନ୍ତ ସଂଘର୍ଷପୂର୍ଣ୍ଣ ଥିଲା ଏହି ଅଭିନେତ୍ରୀଙ୍କ ଜୀବନ

ବଲିଉଡର ବୋଲ୍ଡ ଅଭିନେତ୍ରୀ ଅର୍ଚ୍ଚନା ପୁରଣ ସିଂ ଉଭୟ ଫିଲ୍ମ ଏବଂ ଟେଲିଭିଜନ ଜଗତରେ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି। ଅର୍ଚ୍ଚନା ଡେରାଡୁନ୍‌ର...

୩୫ ବର୍ଷ ପୂର୍ବେ ୩ ପିଲାର ବାପାଙ୍କୁ ବିବାହ କରିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ: ବର୍ତ୍ତମାନ ପର୍ଯ୍ୟନ୍ତ ମିଳିନାହିଁ ସ୍ତ୍ରୀର ମାନ୍ୟତା

ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ଜୟା ପ୍ରଦାଙ୍କୁ ଇତିମଧ୍ୟରେ ୫୯ ବର୍ଷ ହୋଇଛି। ୩ ଏପ୍ରିଲ, ୧୯୬୨ରେ ଆନ୍ଧ୍ରପ୍ରଦେଶରେ ସେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ ସାଙ୍ଗକୁ ସେ...

ମଞ୍ଚ ଉପରେ ପିନ୍ଧା ପୋଷାକ ଖୋଲି ଦେଲେ ଅଭିନେତ୍ରୀ…

ପ୍ୟାରିସ୍‌,୧୪।୩: ଏକ ପୁରସ୍କାର ପ୍ରଦାନ ଉତ୍ସବରେ ଜଣେ ଅଭିନେତ୍ରୀ ମଞ୍ଚ ଉପରେ ନିଜର ପିନ୍ଧା ପୋଷାକ ଖୋଲି ଦେଇଛନ୍ତି। ସରକାରଙ୍କ ନିଷ୍ପତ୍ତି ବିରୋଧରେ ପ୍ରତିବାଦ ଜଣାଇବାକୁ...

ବ ଲି ଉ ଡ୍‌ ହା ଲ ଚା ଲ

*ନୂଆ ସିନେମା ‘ସତ୍ତେ ପେ ସତ୍ତା’ରେ ଅନୁଷ୍କା ଶର୍ମା ଜଣେ ଶିକ୍ଷୟିତ୍ରୀ ଭୂମିକାରେ ଅଭିନୟ କରିବେ। *‘ବଣ୍ଟି ଔର ବବଲି’ ସିକୁଏଲ୍‌ କାଷ୍ଟିଂରୁ ଅଭିଷେକ ବଚ୍ଚନ...

ରିୟାଙ୍କ ସମର୍ଥନରେ ବାହାରିଲା ବଲିଉଡ୍‌: ଏହିସବୁ କଳାକାର କଲେ କ୍ୟାମ୍ପେନ୍‌

ଅଭିନେତା ସୁଶାନ୍ତ ସିଂ ରାଜପୁତ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରିୟା ଚକ୍ରବର୍ତ୍ତୀଙ୍କୁ ଗିରଫ କରାଯାଇ ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଯାଇଛି। ଏନସିବି...

ବିବାହ ବନ୍ଧନରେ ଅବିକା !

ବମ୍ବେ: ବିବାହକୁ ନେଇ ଚର୍ଚ୍ଚାରେ ଟେଲି ପରଦାର ଲୋକପ୍ରିୟ ଅଭିନେତ୍ରୀ ଅବିକା ଗୌର। ‘ବାଳିକା ବଧୁ’, ‘ସସୁରାଲ ସିମର କା’ ଧାରାବାହିକରେ କାମ କରି ଘରେ...

ଲଣ୍ଡନ ଯିବେ ଅକ୍ଷୟ

ମୁମ୍ବାଇ: କରୋନା ଭାଇରସ ସଂକ୍ରମଣ ପାଇଁ ମାର୍ଚ୍ଚ ମାସରୁ ଦେଶରେ ଲାଗୁ କରାଯାଇଥିଲା ଲକ୍‌ଡାଉନ। ଏଥିପାଇଁ ବଲିଉଡ୍‌ର ସମସ୍ତ ଫିଲ୍ମ ଶୁଟିଂ ମଧ୍ୟ ବନ୍ଦ କରି...

Seven Jackpot
Advertisement


Archives

Model This Week

Why Dharitri