ଦାଦନ ଶ୍ରମିକଙ୍କୁ ବନ୍ଦକ ପକାଇ ଗିରଫ ହେଲେ ସର୍ଦ୍ଦାର

କୋକସରା,୨୦।୩: କଳାହାଣ୍ଡି ଜିଲା କୋକସରା ଏବଂ ଆମପାଣି ଥାନା ଅଞ୍ଚଳର ୭ ଜଣ ଶ୍ରମିକଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଗତ ଅକ୍ଟୋବର ମାସରେ ମଧ୍ୟପ୍ରଦେଶ ନେଇଯାଇଥିଲେ ଜଣେ ଦାଦନ ସର୍ଦ୍ଦାର। ସେଠାରେ ସର୍ଦ୍ଦାର ଜଣକ ଶ୍ରମିକମାନଙ୍କୁ ଏକ ଠିକାସଂସ୍ଥାରେ ବନ୍ଦକ ପକାଇ ଫେରାର ହୋଇଯାଇଥିଲେ। ଏହା ଜାଣି ଶ୍ରମିକଙ୍କ ପରିବାର ଲୋକେ କୋକସରା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା(ନଂ. ୨୫୨/୨୧)ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ବନ୍ଦକ ରହିଥିବା ୭ଜଣ ଶ୍ରମିକଙ୍କୁ ଉଦ୍ଧାର କରିଥିଲା। ସେତିକିବେଳେ ପୋଲିସ ଘଟଣାରେ ସମ୍ପୃକ୍ତ ଦାଦନ ସର୍ଦ୍ଦାର କୃଷ୍ଣ ଦୂର୍ଗାଙ୍କୁ ଗିରଫ କରିଥିଲେ। ଘଟଣାର ୫ ମାସ ପରେ କୋକସରା ପୋଲିସ ଘଟଣାରେ ସମ୍ପୃକ୍ତ ଅନ୍ୟ ଜଣେ ଦାଦନ ସର୍ଦ୍ଦାର ସୀତାରାମ ଓରଫ ସନ୍ତୋଷ ପାଣ୍ଡେ(୩୫)ଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତ ସନ୍ତୋଷଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା କୋକସରା ଥାନା ଅଧିକାରୀ ବାସୁଦେବ ଛାତ୍ରୀଆ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ମାଲିକଙ୍କ ରାସ୍ତା ଅବରୋଧ

କେନ୍ଦୁଝର,୧୦ା୮(ସ୍ବ.ପ୍ର.): ତୁରନ୍ତ ନିର୍ବାଚନ କରିବା ଦାବିରେ କେନ୍ଦୁଝର ଜିଲା ଟ୍ରକ୍‌ ମାଲିକମାନେ ସଂଘ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ରାସ୍ତା ଅବରୋଧ କରିଥିଲେ। ଏଥିରେ ବିଭିନ୍ନ ଅଞ୍ଚଳରୁ...

ଆଜି ସରୁଛି ଗୋବିନ୍ଦଙ୍କ ରିମାଣ୍ଡ ଅବଧି

ଭବାନୀପାଟଣା,୨୪।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ରିମାଣ୍ଡ ଅବଧି...

ସନ୍ଥବାବାଙ୍କୁ ହତ୍ୟା ଘଟଣା: ଅର୍ଥଲୋଭରେ ମାରିଥିଲେ ଅଭିଯୁକ୍ତ

ଅତାବିରା,୫।୩: ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ରେଙ୍ଗାଲିକ୍ୟାମ୍ପଠାରୁ ପ୍ରାୟ ୫୦୦ ମିଟର ଦୂରରେ ଥିବା ବାଳ ଯୋଗେଶ୍ବରୀ ଆଶ୍ରମରୁ ଜଣେ ସନ୍ଥବାବା ସ୍ବାମୀ ଦାମୋଦର...

ବର୍ଷାରେ ଭୁଶୁଡ଼ିଲା କାନ୍ଥ

ପାରଳାଖେମୁଣ୍ଡି,୧୧ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଅଞ୍ଚଳରେ ଲଗାଣ ବର୍ଷାରେ ଜଣେ ବ୍ୟକ୍ତିଙ୍କ ଘର କାନ୍ଥ ଭୁଶୁଡ଼ି ପଡ଼ିଛି। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିବାର ଲୋକେ ଅଳ୍ପକେ...

ଚାଷୀ ନଥାଇ ଧାନ କିଣା: ୭ ମହିଳା ସଂଘ ନାଁରେ ଅନିୟମିତତା ଅଭିଯୋଗ

ଛତ୍ରପୁର,୨୩।୬(ଡି.ଏନ୍‌.ଏ): ୨୦୨୦-୨୧ ଆର୍ଥିକ ବର୍ଷରେ ଗଞ୍ଜାମ ଜିଲାରେ ଧାନ କିଣାରେ ୭ ମହିଳା ସ୍ବଂୟ ସହାୟିକା ଗୋଷ୍ଠୀ ଅନିୟମିତତା କରିଥିବା ଯୋଗାଣ ବିଭାଗ ଚିହ୍ନଟ କରିଛି...

‘ଗବେଷଣାକୁ ସମ୍ମାନ ଆହୁରି ଉତ୍ସାହିତ କରିବ’

ଲାଞ୍ଜିଗଡ଼,୨୭।୧(ଡି.ଏନ.ଏ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଆଚାର୍ଯ୍ୟ ଏମ୍‌.ଏସ୍‌. ଶେଖରଙ୍କୁ ଜ୍ୟୋତିଷ ଓ ବାସ୍ତୁଶାସ୍ତ୍ରରେ ପାରଦର୍ଶିତା ପାଇଁ ସ୍ବର୍ଣ୍ଣ ପଦକ ସହ ‘ଜ୍ୟୋତିଷ ମହର୍ଷି’ ପରାଶର ସମ୍ମାନ...

ରାଜ୍ୟର ୩୯ ଜଣଙ୍କୁ ମିଳିବ ପୋଲିସ ପଦକ

ଭୁବନେଶ୍ୱର,୧୫ା୮(ବ୍ୟୁରୋ):ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ବୁଧବାର ରାଜ୍ୟ ପୋଲିସ ପଦକ ଘୋଷଣା ହୋଇଛି। ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାର ୩୯ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ...

ଖୋର୍ଦ୍ଧାର ୩ ବିଧାନସଭାରେ ବିଜେଡି ଆଗୁଆ

ଖୋର୍ଦ୍ଧା ଅଫିସ, ୨୩।୫: ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀରେ ଅଷ୍ଟମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ୧୦ହଜାରରୁ ଊର୍ଦ୍ଧ୍ୱ ଭୋଟରେ...

Advertisement
Archives

Model This Week