Posted inଖେଳ

ଡେବ୍ୟୁରେ ସୁଯୋଗ ପାଇବା ପରେ ପିତାଙ୍କୁ ନିଆରା ଉପହାର ଦେଲେ ସରଫରାଜ

ନୂଆଦିଲ୍ଲୀ,୧୫।୨: ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟରେ ସରଫରାଜ ଖାନ ଅର୍ଦ୍ଧ ଶତକ କରି ଡେବ୍ୟୁକୁ ସ୍ମରଣୀୟ କରିପାରିଛନ୍ତି। ରନ୍‌ ଆଉଟ ହେବା ପୂର୍ବରୁ ସରଫରାଜ ଖାନ ୬୬ ବଲରେ ୬୨ ରନ ସଂଗ୍ରହ କରିଛନ୍ତି। ସରଫରାଜଙ୍କ ଏହି ଇନିଂସରେ ୯ ଚୌକା ଓ ଗୋଟିଏ ଛକା ଅନ୍ତର୍ଭୁକ୍ତ ହୋଇଥିଲା। ଏହି ଇନିଂସ ପାଇଁ ସରଫରାଜ ତାଙ୍କ ପିତାଙ୍କୁ ଶ୍ରେୟ ଦେଇଛନ୍ତି। ସରଫରାଜ କହିଛନ୍ତି ଯେ ତାଙ୍କ ପିତାଙ୍କ କାରଣରୁ ସେ କ୍ରିକେଟ ଖେଳିବାରେ ସକ୍ଷମ ହୋଇଛନ୍ତି। ଏଥିପାଇଁ ପିତାଙ୍କ ଧନ୍ୟବାଦ ଜଣାଇଛନ୍ତି।

ସରଫରାଜ ଖାନ ୬ ବର୍ଷ ବୟସରେ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ପ୍ରଥମ ଦିନର ଖେଳ ଶେଷ ହେବା ପରେ ସରଫରାଜ କହିଛନ୍ତି ଯେ ଡେବ୍ୟୁ କରିବା ଭଲ ଲାଗେ। ପଡ଼ିଆକୁ ଆସିବା ଏକ ବଡ଼ ଅନୁଭୂତି ଥିଲା। ମୁଁ ୬ ବର୍ଷ ବୟସରୁ କ୍ରିକେଟ ଖେଳୁଛି। ମୋ ବାପାଙ୍କ ସ୍ବପ୍ନ ଥିଲା ଯେ ମୁଁ ଭାରତ ପାଇଁ କ୍ରିକେଟ ଖେଳେ, ଆଉ ଆଜି ଏହି ସ୍ବପ୍ନ ଆଜି ପୂରଣ ହୋଇଛି।

ସରଫରାଜ ଦୀର୍ଘ ସମୟ ପରେ ଡେବ୍ୟୁ କରିବାର ସୁଯୋଗ ପାଇଛନ୍ତି। ତୃତୀୟ ଟେଷ୍ଟରେ କ୍ୟାପ୍‌ ପାଇବା ମାତ୍ରେ ତାଙ୍କ ପିତାଙ୍କ ନିକଟକୁ ଯାଇଥିଲେ। ପୁଅ ଭାରତ ପାଇଁ ଖେଳୁଥିବା ଦେଖିବା ପରେ ସରଫରାଜଙ୍କ ପିତା ଆଖିରେ ଲୁହ ଆସିଯାଇଥିଲା। କେବଳ ଏତିକି ନୁହେଁ, ସରଫରାଜଙ୍କ ପିତା ମଧ୍ୟ ତାଙ୍କ ପୁଅର କ୍ୟାପ୍‌କୁ ଚୁମ୍ବନ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ଛାତ୍ରୀଙ୍କୁ ପକେଟ ମନି ଦେବେ ସରକାର! ମିଳିବ ୨,୦୦୦ ଟଙ୍କା, ଜାଣନ୍ତୁ କିଏ ପାଇବେ ଲାଭ

ମୁମ୍ବାଇ , ୨୦।୮: ମହାରାଷ୍ଟ୍ରରେ ଉଚ୍ଚଶିକ୍ଷା ହାସଲ କରୁଥିବା ଛାତ୍ରୀମାନଙ୍କ ପାଇଁ ସରକାର ଏକ ନୂଆ ପଦକ୍ଷେପ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଛାତ୍ରୀମାନଙ୍କୁ ଆର୍ଥିକ ସହାୟତା…

ମଣ୍ଡପରେ ବରଙ୍କ ମୁହଁ ଦେଖି ଚମକିଗଲେ କନ୍ୟା, ଶିଶୁପାଳ ହୋଇ ଫେରିଲେ ବର

ଚଣ୍ଡିଗଡ଼,୨୦ା୮: ପଞ୍ଜାବର ଫିରୋଜପୁରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ବିବାହ ସମୟରେ ବରକୁ ଦେଖିବା ପରେ କନ୍ୟା ସ୍ପଷ୍ଟ ଭାବେ ବିବାହ କରିବାକୁ ମନା…

‘ତୁମ ବାପା ମଧ୍ୟ ଅଟକାଇ ପାରିବେ ନାହିଁ…’ – ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଖୋଲା ଚ୍ୟାଲେଞ୍ଜ କଲେ ମନ୍ତ୍ରୀଙ୍କ ଝିଅ? ଉଠିଲାଣି ଝଡ଼

ହାଇଦ୍ରାବାଦ,୨୦।୮: ତେଲଙ୍ଗାନା କଂଗ୍ରେସ ଭିତରେ ଚାଲିଥିବା ବିଦ୍ରୋହ ଏବେ ଖୋଲା ଖୋଲି ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡିଙ୍କ କ୍ୟାବିନେଟର ଜଣେ ବରିଷ୍ଠ ମନ୍ତ୍ରୀଙ୍କ ଝିଅ ସାର୍ବଜନୀନ ଭାବରେ…

କ୍ଷୀର ଦେବା ବନ୍ଦକଲେ ମାଲିକ ଛାଡ଼ିଦେଉଛନ୍ତି ଗାଈ: ଫସଲ ଖାଇ କରୁଛନ୍ତି ନଷ୍ଟ

ଅମରପାଲି,୨୦ା୮(ପୀତାମ୍ବର ସାହୁ): ମାଲିକ ଗାଈ ପାଳନ କରି କ୍ଷୀର ବିକ୍ରି କରୁଛନ୍ତି। ଗାଈ କ୍ଷୀର ଦେଉଥିବା ପର୍ଯ୍ୟନ୍ତ ତାହାର ଯତ୍ନ ନେଉଛନ୍ତି। ହେଲେ କ୍ଷୀର ଦେବା ବନ୍ଦ…

ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ଚାଲିଆସିଲେ ହାତୀପଲ, ବନ କର୍ମଚାରୀ କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ…

ଆସାମର ହୋଜାଇ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହାକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ରାଜଧାନୀ ଏକ୍ସପ୍ରେସ୍‌ ଯିବାକୁ ଥିବାବେଳେ ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ହାତୀପଲ…

ପ୍ରିନ୍ସିପାଲଙ୍କୁ ୨୭ ଥର ଛୁରା ମାଡ଼ କଲେ ଛାତ୍ର; ‘ବାବୁ’ ଶବ୍ଦ ଖୋଲିଲା…

ନାଲଗୋଣ୍ଡା,୨୦।୮: ତେଲଙ୍ଗାନା ନାଲଗୋଣ୍ଡା ଜିଲାର ଏକ ଘରୋଇ ସ୍କୁଲର ପ୍ରିନ୍ସିପାଲ ରୂପା ରେଡ୍ଡିଙ୍କୁ ତାଙ୍କ ଘରେ ହତ୍ୟା କରାଯିବାର ଏକ ସପ୍ତାହରୁ ଅଧିକ ସମୟ ପରେ, ପୋଲିସ…

ସୃଷ୍ଟି ହେଲା ଦୁର୍ଲଭ ରାଜଯୋଗ: କର୍କଟ ସମେତ ୫ ରାଶିଙ୍କ ଚମକିବ ଭାଗ୍ୟ, ଅଚାନକ ମିଳିବ ଖୁସିଖବର!

୨୦ ଅଗଷ୍ଟର ରାଶିଫଳ ଅନୁସାରେ, ଏହି ଦିନ ଚନ୍ଦ୍ରମା ଦିନ-ରାତି ବିଛା ରାଶିରେ ବିଶାଖା ପରେ ଅନୁରାଧା ନକ୍ଷତ୍ରରେ ଗୋଚର କରିବେ। ବିଛା ରାଶିରେ ଚନ୍ଦ୍ରମା ନୀଚସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri