ବିଶ୍ୱ ଶ୍ରୀମତୀ ମୁକୁଟ ପିନ୍ଧିଲେ ସରଗମ କୌଶଲ

ଆମେରିକାରେ ଆୟୋଜିତ ସୁନ୍ଦରୀ ପ୍ରତିଯୋଗିତାରେ ଭାରତର ସରଗମ କୌଶଲ ଶ୍ରୀମତୀ ୱାଲର୍‌ଡ ୨୦୨୨-୨୩ ଟାଇଟଲ ଜିତିଛନ୍ତି । ୨୧ ବର୍ଷ ପରେ କୌଣସି ଭାରତୀୟ ଏହି ମୁକୁଟ ବିଜୟିନୀ ହୋଇଛନ୍ତି। ତାଙ୍କ ପୂର୍ବରୁ ଅଭିନେତ୍ରୀ ଆଦିତ୍ୟ ଗୋବିତ୍ରିକର ଏହି ଟାଇଟଲ ଜିତିଥିଲେ। ଏହି ବିଜୟ ପାଇଁ ଆଦିତ୍ୟ ଗୋବିତ୍ରିକ ମଧ୍ୟ ସରଗମଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ଏହି ପ୍ରତିଯୋଗିତାରେ ଭାରତୀୟ ପ୍ରତିଯୋଗୀ ସରଗମ ଏକ ବେବି ପିଙ୍କ୍‌ ରଙ୍ଗର ଗାଉନ ପିନ୍ଧିଥିଲେ। ଆମେରିକାର ଲସ୍‌ ଭେଗାସଠାରେ ଆୟୋଜିତ ଏହି ପ୍ରତିଯୋଗିତାରେ ସରଗମଙ୍କୁ ଜୁରି ପ୍ୟାନେଲ ଦ୍ୱାରା ମୁକୁଟ ପିନ୍ଧାଯାଇଥିଲା। ଏହି ପ୍ରତିଯୋଗିତାରେ ବହୁ ବଲିଉଡ ସେଲିବ୍ରିଟି ଯୋଗ ଥିଲେ। ଏଥିରେ ଅଭିନେତ୍ରୀ ସୋହା ଅଲି ଖାନ, ବିବେକ ଓବରୟ, ମହମ୍ମଦ ଅଜହରୁଦ୍ଦିନ ଥିଲେ।
ସରଗମ ଜମ୍ମୁ କଶ୍ମୀରର ବାସିନ୍ଦା। ସେ ପେଶାରେ ଜଣେ ଶିକ୍ଷୟତ୍ରୀ ଏବଂ ମଡେଲ୍‌। ସେ ୨୦୧୮ରେ ବିବାହ କରିଥିଲେ।

 

View this post on Instagram

 

A post shared by Manav Manglani (@manav.manglani)


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri