ପିଲାଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ଦେଲେନି କର୍ତ୍ତୃପକ୍ଷ

କୋଟଗଡ,୧୧ା୧୧ (ସରୋଜ ବଳିୟାରସିଂ )- କନ୍ଧମାଳ ଜିଲା କୋଟଗଡ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସର୍ଗିଫୁଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ତେବେ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରୀଛାତ୍ରଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ଦେଇନାହାନ୍ତି। ଖୋଲାରେ ଏବଂ ରାତିରେ ସର୍ଗିଫୁଲ କାର୍ଯ୍ୟକ୍ରମ କରାଯାଇଥିବା ଅଞ୍ଚଳର ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଗତ ଦିନରେ ବିଦ୍ୟାଳୟର ବିଭିନ୍ନ ଅନିୟମିତତା ସମ୍ପର୍କରେ ଖବର ପ୍ରକାଶ ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଓ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଦୀପକ କୁମାର ସିଂ ସର୍ଗିଫୁଲ କାର୍ଯ୍ୟକ୍ରମକୁ ଖବରଦାତାମାନଙ୍କୁ ନିମନ୍ତ୍ରଣ କରିନାହାନ୍ତି। ଏମ୍‌ପି ପ୍ରତିନିଧି, ନିକଟସ୍ଥ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଜନପ୍ରତିନିଧିଙ୍କୁ ନିମନ୍ତ୍ରଣ କରିଥିଲେ ମଧ୍ୟ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ସିଂ ଖବରଦାତାମାନଙ୍କୁ ଭୁଲିଯାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

ରାମଜୀ ଡିଗ୍ରୀ କଲେଜରେ ଯୋଗ ଶିବିର: ମାନସିକ ସୁସ୍ଥତା ପାଇଁ…

ଦିଗପହଣ୍ଡି, ୨୦|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଏକ ଯୋଗ ଶିବିର ଓ ସଚେତନତା…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri